ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ବାବୁ ଭିଡିଓ ହେଉଛି ଭାଇରାଲ

ଆସିକା ସାଂସଦ ପ୍ରମିଳା ବିଷୋୟୀଙ୍କ ଗୀତକୁ ନେଇ ଅନେକ ଦିନ ଧରି ଚର୍ଚା ଲାଗିଥିବା ବେଳେ ଏବେ ତାଙ୍କ ଭାଷଣ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ସେ କିଛି ଗୀତ ଗାଇ ଚର୍ଚାରେ ଥିଲେ ଏବେ  ବର୍ତ୍ତମାନ 5T ସଚିବ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି…

ରାହୁଲ ଗାନ୍ଧିଙ୍କୁ ଆମେରିକାରେ ଖୋଜ

ଆମେଥି: ଗତକାଲି କଂଗ୍ରେସ ପକ୍ଷରୁ ନିଜ ଅଫିସିଆଲ ଟ୍ୱିଟର ହ୍ୟାଣ୍ଡେଲରେ ସ୍ମୃତି ଇରାନୀଙ୍କ ଏକ ଫଟୋ ପୋଷ୍ଟ କରାଯାଇ ନିଖୋଜ ବୋଲି ଲେଖା ଯାଇଥିଲା। ସ୍ମୃତି ଇରାନୀ ପ୍ରାୟ ଘଣ୍ଟାଏ ପରେ କଂଗ୍ରେସର ଏହି ଟ୍ୱିଟର କଡ଼ା ଜବାବ ଦେଇଛନ୍ତି। ଏଥିସହ ପୂର୍ବ ସାଂସଦ ରାହୁଲ ଗାନ୍ଧିଙ୍କୁ ଖୋଜୁଥିଲେ…

୧୦ରୁ ସବୁ ଜିଲ୍ଲାରେ ଚାଷୀଙ୍କୁ ସାଙ୍ଗରେ ଧରି ବିକ୍ଷୋଭ କରିବ କଂଗ୍ରେସ

ଭୁବନେଶ୍ବର:୧୦ତାରିଖରୁ ପ୍ରତ୍ୟେକ ଜିଲ୍ଲା ଓ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଷୀଙ୍କ ସହ ବିକ୍ଷୋଭ ଏବଂ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯିବ ବୋଲି କଂଗ୍ରେସ ଘୋଷଣା କରିଛି।  କିଷାନ କଂଗ୍ରେସ ମୁଖ୍ୟ ଅମୀୟ କୁମାର ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ କୃଷି ଓ…

ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍‌

ଯୋଡ଼ା  : ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି। ଆୟ…

ଶକ୍ତି ବିଭାଗ ଦ୍ବାରା କରାଯାଇଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଶକ୍ତି ବିଭାଗ ଦ୍ବାରା ଗତ ୪ ବର୍ଷ ମଧ୍ୟରେ କରାଯାଇଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟ ଏବଂ ସଫଳତାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଦ୍ୟୁତ୍ ଉତ୍ପାଦନ, ପରିବହନ, ବିତରଣ ଏବଂ ଗ୍ରାମୀଣ ବିଦ୍ୟୁତିକରଣ କ୍ଷେତ୍ରରେ ବିଭାଗ ଦ୍ୱାରା ନିଆଯାଇଥିବା ନିଭିନ୍ନ ପଦକ୍ଷେପକୁ…

ବିଜେପି କରିବ ମହା ଜନସମ୍ପର୍କ ଅଭିଯାନ

ନରେନ୍ଦ୍ର ମୋଦୀଙ୍କ ସରକାର ଗଠନର ୯ ବର୍ଷ ପୂର୍ତ୍ତି ଆବସରରେ ବିଜେପି ମାସେବ୍ୟାପୀ ମହା ଜନସମ୍ପର୍କ ଅଭିଯାନ କରିବ । ଏହି କ୍ରମରେ ଓଡ଼ିଶାରେ ୧ କୋଟି ପରିବାରଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରହିଛି । ଓଡ଼ିଶାରେ ୩୭ ହାଜର ୬୦୬ ବୁଥ ପର୍ଯ୍ୟନ୍ତ ପହଞ୍ଚିବ ବିଜେପି । ୯ ବର୍ଷର ସଫଳତା…

ରାଜସ୍ଥାନରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ , ଶହେ ୟୁନିଟ ଫ୍ରି ବିଜୁଳି ଘୋଷଣା

ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସ ସରକାର ରାଜ୍ୟବାସୀଙ୍କୁ ମାସକୁ ଶହେ ୟୁନିଟ ମାଗଣା ବିଜୁଳି ଘୋଷଣା କରିଛି ।  ଏହି ଫର୍ମୂଲା ଧରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ । ଜୁନ୍‌ ୧ରୁ ଘର ପିଛା ଶହେ ୟୁନିଟ୍‌ ଲେଖା ମାଗଣା ବିଦ୍ୟୁତ୍‌…

ଆଉ ଏକ ସିଜିନ୍ ଖେଳିବେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ: ପଞ୍ଚମ ଥର ପାଇଁ ଟ୍ରଫି ହାତେଇବା ପରେ ମହେନ୍ଦ୍ର ସିଂ ଧୋନୀ କହିଛନ୍ତି ସେ ଆଉ ଏକ ସିଜିନ୍ ଖେଳିବେ । ଗୁଜରାଟ ବିପକ୍ଷରେ ଫାଇନାଲ ମ୍ୟାଚ୍ ଧୋନୀଙ୍କ ଶେଷ ମ୍ୟାଚ୍ ବୋଲି ବେଶ୍ ଚର୍ଚ୍ଚା ହେଉଥିଲା । କିନ୍ତୁ ଏହି ସବୁ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛନ୍ତି ମାହି ।…

କୁସ୍ତି ଯୋଦ୍ଧାଙ୍କ ପାଇଁ ମୁହଁ ଖୋଲିଛି ୟୁନାଇଟେଡ ଓ୍ବାର୍ଲ୍ଡ ରେସଲିଂ

ନୂଆଦିଲ୍ଲୀ:  କୁସ୍ତି ଯୋଦ୍ଧାଙ୍କ ଧାରଣା ହେବା ପରଠାରୁ ପ୍ରଥମ ଥର ପାଇଁ ମୁହଁ ଖୋଲିଛି ୟୁନାଇଟେଡ ଓ୍ବାର୍ଲ୍ଡ ରେସଲିଂ । କୁସ୍ତି ଯୋଦ୍ଧା କରିଥିବା ଅଭିଯୋଗର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ଦେବା ପାଇଁ ଅପିଲ କରିଛି । ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ସିଂଙ୍କ…

ହିଂସାପ୍ରବଣ ଅଞ୍ଚଳ ବୁଲିଲେ ଅମିତ ଶାହ

ଇମ୍ଫାଲ :  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବେ ହିଂସା ପ୍ରବଣ ମଣିପୁରରେ ସୁରକ୍ଷା ସ୍ଥିତି ସମୀକ୍ଷା କରୁଛନ୍ତି। ୪ ଦିନିଆ ମଣିପୁର ଗସ୍ତ‌ରେ ଥିବା ଶାହ  ହିଂସାଗ୍ରସ୍ତ ଅଂଚଳ ଚୁରାଚାନ୍ଦପୁର ଜିଲ୍ଲା ବୁଲିଛନ୍ତି। ଏଠାରେ ଆଦିବାସୀ ମହିଳାମାନେ ଜାତୀୟ ପତାକା ଧରି ଶାହଙ୍କୁ ସ୍ବାଗତ କରିଥିଲେ।…