ବିଶ୍ବ ପାଳୁଛି ତମାଖୁ ବର୍ଜନ ଦିବସ

ଭୁବନେଶ୍ୱର: ଆଜି ବିଶ୍ବ ପାଳୁଛି ତମାଖୁ ବର୍ଜନ ଦିବସ। ସ୍ବାସ୍ଥ୍ୟ ଉପରେ ତମାଖୁର କୁପ୍ରଭାବ ପଡ଼ୁଛି ।  ସର୍ବସାଧାରଣ ସ୍ଥାନରେ ସିଗାରେଟ୍‌ ଟାଣିବା ପ୍ରାୟତଃ କମିଯାଇଥିଲେ ବି ଗୁଟ୍‌ଖା ଖିଆ ଖୋଲାଖୋଲି ଚାଲିଛି। ସ୍କୁଲ୍‌, କଲେଜ ଭଳି ଶିକ୍ଷାନୁଷ୍ଠାନ ନିକଟରେ ଗୁଟ୍‌ଖା ବିକ୍ରି ନିଷିଦ୍ଧ…

୪୦୦ ତଳେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ…

ବିଜ୍ଞାନରେ ୮୪.୯୩ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍‌ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ବିଜ୍ଞାନରେ…

ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା

ଭୁବନେଶ୍ୱର: ଜୁନ୍ ୨୦ରେ ପ୍ରସିଦ୍ଧ ଘୋଷଯାତ୍ରା । ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟସେବା, ପରିମଳ, ଗମନାଗମନ, ଆଲୋକୀକରଣ, ଆଇନଶୃଙ୍ଖଳା ରକ୍ଷା ପ୍ରସଙ୍ଗରେ ଏକ ସମନ୍ୱୟ ବୈଠକ ପୋଲିସ ସେବା ଭବନଠାରେ ଅନୁଷ୍ଠିତ ହୋଇଛି । ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା । ସମନ୍ୱୟ ବୈଠକରେ  ଶୃଙ୍ଖଳିତ…

ବ୍ୟାଙ୍କ ଋଣ ନୁହେଁ ଲୋକଙ୍କୁ ମାଗଣା ଘର ଦିଅ: ବିଜେପି

ଭୁବନେଶ୍ୱର: ରାଜ୍ୟର ବାସହୀନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୋଦି ସରକାର ପର୍ଯ୍ୟାପ୍ତ ପରିମାଣର ପକ୍କାଘର ଯୋଗାଇ ଦେଇଛନ୍ତି । ୩୪,୦୬୩କୋଟି ଟଙ୍କା ଅନୁଦାନରେ ଓଡିଶାର ପ୍ରାୟ ୨୬.୯୫ଲକ୍ଷ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ମୋଦି ସରକାର ଲକ୍ଷ୍ୟ…

କାଳବୈଶାଖୀ ନେଇ ସତର୍କତା ଜାରି

ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଲାଗି ରହିଛି କାଳବୈଶାଖୀ । ବର୍ଷା ପବନ ହେଉଛି ।  ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ।  ୨୦ଟି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କତା ଜାରି…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୨୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଓଡ଼ିଶାର ନୂତନ ଶିଳ୍ପ ୟୁନିଟ୍ ପାଇଁ ଉଦଘାଟନୀ ସମାରୋହର ୧୭ ତମ ପର୍ଯ୍ୟାୟରେ ୧୭ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଶିଳ୍ପଗୁଡିକ ପାଇଁ ବିନିଯୋଗ ହେବ ୩ ହଜାର ୬୦୦…

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ। ଦିନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ଘୋଷଣା କରାଯିବ। ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨…

ଆଜି ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ନୀତି  ।  ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ମହାଲକ୍ଷ୍ମୀ ଋକ୍ମିଣୀଙ୍କୁ ହରଣ କରି ବିବାହ କରିବେ। ପରଦିନ ମହାପ୍ରଭୁ ଗୁଆଲି ଯାତ୍ରାରେ ବାହାରିବେ। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ…

ଅପରାହ୍ନ ୪ଟାରେ ଆରମ୍ଭ ହେବ ରଥଟଣା

ପୁରୀ: ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ । ରଥ ଟଣା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସକାଳ ୬ଟାରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା ନୀତି କରାଯିବ । ଏହାପରେ ଦ୍ବାରପାଳ…