ମଣିପୁରରେ ହିଂସା: ପୁଲିସ ସମେତ ୫ ଜଣଙ୍କ ମୃତ୍ୟୁ
ଇମ୍ଫାଲ: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ୪ ଦିନିଆ ମଣିପୁର ଗସ୍ତରେ ଅଛନ୍ତି। ତେବେ ତାଙ୍କ ଗସ୍ତର କିଛି ଘଣ୍ଟା ପୂର୍ବରୁ ରାଜ୍ୟରେ ସାନି ହିଂସା ଉପୁଜିଛି। ହିଂସାରେ ଜଣେ ପୁଲିସ ସମେତ ୫ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି ଏବଂ ୧୨ ଜଣ ଆହତ ହୋଇଛନ୍ତି। ସାନି ହିଂସା ଯୋଗୁ…