ଭୁବନେଶ୍ବରରେ ନିଶା ଚାଲାଣ ଓ ଅପରାଧ ରୋକିବା ପାଇଁ ଚେକିଂ ଓ ବ୍ଲକିଙ୍ଗ ଜୋରଦାର
ଭୁବନେଶ୍ବର: ଲୋକଙ୍କ ସୁରକ୍ଷା ପାଇଁ ସଜାଗ କମିଶନରେଟ ପୋଲିସ । ରାଜଧାନୀ ଭୁବନେଶ୍ବରରେ ବ୍ୟାପକ ହେଲା ସେଫ୍ ସିଟି ଡ୍ରାଇଭ । ନିଶା ଚାଲାଣ ଓ ଅପରାଧ ରୋକିବା ପାଇଁ ଚେକିଂ ଓ ବ୍ଲକିଙ୍ଗ ଜୋରଦାର । ନାଲକୋ ଛକ, ଝାରପଡା, ପୁରୁଣା ଷ୍ଟେସନ ବଜାର, ରବି ଟକିଜ, ୟୁନିଟ ୬ ହସ୍ପିଟାଲ ଛକରେ ଚେକିଂ…