ଭାରତର ସାମର୍ଥ୍ୟ ରହିଛି ତା’ର ବିବିଧତାରେ : ମୋଦୀ

ନୂଆଦିଲ୍ଲୀ: ‘ମନ୍‌ କୀ ବାତ୍‌’ର ୧୦୧ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଭାରତର ସାମର୍ଥ୍ୟ ରହିଛି ତା’ର ବିବିଧତାରେ। ଦେଶରେ ଅନେକ କିଛି ଦେଖିବାକୁ ରହିଛି। ଏଥିପ୍ରତି ଦୃଷ୍ଟି ଦେଇ ‘ଏକ ଭାରତ, ଶ୍ରେଷ୍ଠ ଭାରତ’କୁ ସାମର୍ଥ୍ୟ ଦେବା ପାଇଁ  ଶିକ୍ଷାମନ୍ତ୍ରାଳୟ…

ଓଡ଼ିଆ ପୁଅ ପୁରଞ୍ଜନ ଦଳାଇଙ୍କୁ ନୂଆ ସଂସଦ ଭବନରେ ସମ୍ୱର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଓଡ଼ିଆ ପୁଅ ପୁରଞ୍ଜନ ଦଳାଇ ନୂଆ ସଂସଦ ଭବନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଶ୍ରମଜୀବୀ ଓ କାରୀଗରଙ୍କ ପାଇଁ ଚାହା ଓ ପାନୀୟ ଜଳର ବ୍ୟବସ୍ଥା କରୁଥିଲେ ପୁରଞ୍ଜନ। ସେଥିପାଇଁ ତାଙ୍କୁ ଆଜି ସମ୍ୱିର୍ଦ୍ଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀର ପ୍ରଭାବ

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦…

ସମ୍ବଲପୁରରେ 5T ସଚିବ ଭି.କେ ପାଣ୍ଡିଆନ

ସମ୍ବଲପୁର : ମା’ ସମଲେଶ୍ୱରୀଙ୍କ ଦର୍ଶନ କଲେ 5T ସଚିବ ।  ମାଆ ସମଲେଶ୍ବରୀଙ୍କ ପୀଠର ବିକାଶ କାମ  ଅଗ୍ରଗତିର ସମୀକ୍ଷା ପାଇଁ ମନ୍ଦିରରେ ପହଞ୍ଚିଛନ୍ତି 5T ସଚିବ । ମନ୍ଦିରର ଉନ୍ନତିକରଣ ନେଇ ସେବାୟତ ଓ ନିର୍ମାଣକାରୀ ସଂସ୍ଥା ସହିତ ଆଲୋଚନା କରୁଛନ୍ତି । ମନ୍ଦିର ରୂପାନ୍ତରଣ କାମର ଅନୁଧ୍ୟାନ…

ନୀତି ଆୟୋଗର ଅଷ୍ଟମ ପରିଚାଳନା ପରିଷଦ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ନୀତି ଆୟୋଗର ଅଷ୍ଟମ ପରିଚାଳନା ପରିଷଦ ବୈଠକରେ ଅଧ୍ୟକ୍ଷତା କରିଥିଲେ । ନୂଆଦିଲ୍ଲୀର ପ୍ରଗତି ମଇଦାନ ସ୍ଥିତ ନୂତନ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୧୯ ଟି ରାଜ୍ୟ ଏବଂ ୬ ଟି କେନ୍ଦ୍ରଶାସିତ ଅଞ୍ଚଳକୁ ପ୍ରତିନିଧିତ୍ୱ…

ମଣିପୁରରେ ପୁଣି ହିଂସା, ସୁରକ୍ଷା କଡ଼ାକଡ଼ି

ନୂଆଦିଲ୍ଲୀ : ମଣିପୁରରେ ପୁଣି ହିଂସା  । ସୁରକ୍ଷା ତଦାରଖ କରିବାକୁ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ  ମଣିପୁର ଗସ୍ତ କରି ସୁରକ୍ଷା ସ୍ଥିତି ସମୀକ୍ଷା କରିଛନ୍ତି। ସେନା ମୁଖ୍ୟ ଏବେ ୨ ଦିନିଆ ମଣିପୁର ଗସ୍ତରେ ଅଛନ୍ତି। ପୂର୍ବାଞ୍ଚଳ କମାଣ୍ଡ ଅଧିକାରୀମାନେ ସେନା ମୁଖ୍ୟଙ୍କୁ ମଣିପୁରର…

ନୂଆ ସଂସଦ ଭବନ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ: ଲୋକସଭା କକ୍ଷରେ ‘ସେଙ୍ଗୋଲ୍‌’ ସ୍ଥାପନ

ବିଧିବିଧାନ ଅନୁଯାୟୀ ହୋମ ସମ୍ପନ୍ନ କରି ଲୋକସଭା କକ୍ଷରେ ‘ସେଙ୍ଗୋଲ୍‌’ ସ୍ଥାପନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ନୂଆ ସଂସଦ ଭବନ ଲୋକାର୍ପଣ କରିବା ସଙ୍କେତ ସ୍ବରୂପ ଏକ ‘ଫଳକ’ ବା ‘ପ୍ଲେକ୍‌’ ଉନ୍ମୋଚନ କରିଛନ୍ତି।…

ନୀତି ଆୟୋଗ ବୈଠକରେ ସାମିଲ ହେଲାନି ଓଡ଼ିଶା, ସଂସଦ ଭବନ ଉଦଘାଟନରେ ସାମିଲ ହେବ

ଦିଲ୍ଲୀରେ ଆୟୋଜିତ ବହୁ ଗୁୁରୁତ୍ବପୂର୍ଣ୍ଣ  ନୀତି ଆୟୋଗ ବୈଠକରେ ଯୋଗ ଦେଇନି ଓଡିଶା । କିନ୍ତୁ ଆସନ୍ତାକାଲି ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବ ବିଜେଡି । ଆଜି କିଛି ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକକୁ ବର୍ଜନ କରିଥିଲେ । ଏପରିକି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବୈଠକରେ…

ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର, କିନ୍ତୁ କ୍ରାଇମବ୍ରାଞ୍ଚ ବାସ୍ତବ ତଦନ୍ତ କରିନାହିଁ: ବିଜୟ

ଭୁବନେଶ୍ବର: ନବ ଦାସ ହତ୍ୟା ମାମଲାକୁ ନେଇ ସରକାରଙ୍କ ଉପରେ ସନ୍ଦେହ ପ୍ରକଟ କରିଛନ୍ତି ବରିଷ୍ଠ ନେତା ବିଜୟ ମହାପାତ୍ର । ତାଙ୍କ କହିବା କଥା ଏତେ ବଡ଼ ଅପରାଧରେ ଷଡ଼ଯନ୍ତ୍ର ନେଇ ତଦନ୍ତ ହୋଇନାହିଁ  ।  ବିଜେପି ନେତା ବିଜୟ ମହାପାତ୍ର କହିଛନ୍ତି  ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର,…

ନୂଆ ସଂସଦ ଭବନ ଉଦଘାଟନ ସମାରୋହର କାର୍ଯ୍ୟସୂଚୀ

ଆସନ୍ତାକାଲି ନୂତନ ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ  । https://twitter.com/narendramodi/status/1662069125257269252?s=20 ବୈଦିକ ବିଧିବିଧାନ ଅନୁସାରେ ପୂଜା-ହୋମ କରାଯାଇ ସଂସଦ ଭବନର ଉଦଘାଟନ କରାଯିବ  ।  ୭ଟା୧୫ରେ ପ୍ରଧାନମନ୍ତ୍ରୀ ମୋଦୀ ପୂଜା…