ମା’ମାନଙ୍କୁ ବିଗତ ଆଠ ବର୍ଷ ମଧ୍ୟରେ ସର୍ବାଧିକ ସହାୟତା ରାଶି ପ୍ରଦାନ କରାଯାଇଛି

ଭୁବନେଶ୍ବର: ମିସନ ଶକ୍ତି ଗ୍ରୁପ୍‌ ଓ ସ୍ବୟଂ ସହାୟକ ଗୋଷ୍ଠୀ ର ମା’ମାନଙ୍କୁ ଆର୍ଥିକ ବର୍ଷ ୨୦୨୨-୨୩ରେ ୧୧ ହଜାର କୋଟିରୁ ଊର୍ଦ୍ଧ୍ବ ସହାୟତା ରାଶି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ପରେ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଏହି ସୂଚନା ଦେଇଛନ୍ତି। ମିସନ ଶକ୍ତି ମନ୍ତ୍ରୀ…

ନିଜ ହାତରେ ଅର୍ଥ ଓ ଗୁଇନ୍ଦା ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା

ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକ ରାଜ୍ୟ କ୍ୟାବିନେଟ୍‌ ସମ୍ପ୍ରସାରଣ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କୁ ଜଳସେଚନ ସହ ବେଙ୍ଗାଲୁରୁ ସହର ବିକାଶ ବିଭାଗ ଦିଆଯାଇଛି  । ଅନ୍ୟପଟେ ଜି ପରମେଶ୍ୱରଙ୍କୁ ଗୃହ, ଏଚକେ ପାଟିଲଙ୍କୁ ଆଇନ ଓ ସଂସଦୀୟ ବ୍ୟାପାର, କେଏ ମୁନିଆପ୍ପାଙ୍କୁ ଖାଦ୍ୟ ଓ…

ମରାମତି ହେବ ମହାପ୍ରଭୁଙ୍କ ରତ୍ନ ପଲଙ୍କ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ ମରାମତି ଏବଂ ସିଂହଦ୍ୱାର ରୁପା ଛାଉଣୀ କରାଯିବାକୁ ନିଷ୍ପତ୍ତି ହୋଇଛି।  ରଥଯାତ୍ରା ଅବଧି ମଧ୍ୟରେ ଏସବୁ ସାରିବାକୁ ହେବ । ଦାତାମାନେ ରୁପା ଦାନ କରିବେ । ମହାପ୍ରଭୁଙ୍କ ଗଜଦନ୍ତ ରତ୍ନ ପଲଙ୍କ ପୁରୁଣା ହେଲାଣି। ପଲଙ୍କର ଗୋଡ଼ ସହ ଅନ୍ୟାନ୍ୟ…

ଫାଇନାଲରେ ଗୁଜରାଟ ସହ ଚେନ୍ନାଇର ଲଢ଼େଇ

ଅହମଦାବାଦ: ଦ୍ୱିତୀୟ କ୍ୱାଲିଫାୟର ମ୍ୟାଚରେ ମୁମ୍ବାଇକୁ ପରାସ୍ତ କରି ଫାଇନାଲରେ ଏଣ୍ଟ୍ରି ମାରିଲା ଗୁଜରାଟ ଟାଇଟନ୍ସ । ଶୁଭମନ ଗିଲଙ୍କ ବିସ୍ଫୋରକ ଶତକ ଆଗରେ ହାର ମାନିଲା ମୁମ୍ବାଇ  । ମୁମ୍ବାଇକୁ ଦ୍ୱିତୀୟ କ୍ୱାଲିଫାୟରରେ ୬୨ ରନରେ ପରାସ୍ତ କରିଛି ଗୁଜରାଟ ଟାଇଟନ୍ସ । ଆସନ୍ତାକାଲି…

ନୂଆ ସଂସଦ ଭବନ ଆସନ୍ତାକାଲି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆସନ୍ତାକାଲି ନୂଆ ସଂସଦ ଭବନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉଦଘାଟନ ପୂର୍ବରୁ ସଂସଦ ଭବନର ଫାଷ୍ଟ ଲୁକ ଆସିଛି। ରିଲିଜ କରିଛନ୍ତି ପ୍ରଧାନମନ୍ତ୍ରୀ। ୬୪ ହଜାର ୫୦୦ ବର୍ଗମିଟର ପରିମିତ ଅଞ୍ଚଳରେ ନିର୍ମିତ ହୋଇଥିବା ନୂଆ ସଂସଦ ଭବନରେ ଅତ୍ୟାଧୁନିକ ସୁବିଧା…

ଆଜି ନୀତି ଆୟୋଗ ବୈଠକରେ ଓଡ଼ିଶା ମାଗିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ବସିବ ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ବୈଠକ । ଓଡ଼ିଶା ପକ୍ଷରୁ ରାଜ୍ୟ ପାଇଁ ଅଧିକ ଅର୍ଥ ଦାବି କରାଯିବ ।  ଦିଲ୍ଲୀରେ ହକ୍ ମାଗିବ ଓଡ଼ିଶା । ନୀତି ଆୟୋଗ ବୈଠକରେ ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ସ୍ବତନ୍ତ୍ର ଆର୍ଥିକ ସହାୟତା ପାଇଁ…

ଆଜି କର୍ଣ୍ଣାଟକରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ବେଙ୍ଗାଲୁରୁ: ଆଜି କର୍ଣ୍ଣାଟକରେ ପ୍ରଥମ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ । ଏଚ.କେ ପାଟିଲ, ରହିମ ଖାନ୍, ବି. ସୁରେଶଙ୍କ ସହ ୨୪ ନେତା ସିଦ୍ଧରମୈୟା ସରକାରରେ ମନ୍ତ୍ରୀ ଭାବେ ଶପଥ ନେବେ । ପୂର୍ବରୁ ୩୪ ମନ୍ତ୍ରୀଙ୍କ କଥା ଚର୍ଚ୍ଚା ହେଉଥିଲା । ୨୦ ମେ’ରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ଓ…

ଏ ବର୍ଷ ଶେଷରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ

ଭୁବନେଶ୍ବର: ୨୦୨୩ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଉଷା ଦେବୀ। ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ ନିଗମ ପରାମର୍ଶରେ ଡିପିଆର୍ ପ୍ରସ୍ତୁତି ଚାଲିଛି। ଜୁନ ମାସରେ ମେଟ୍ରୋ ପ୍ରକଳ୍ପର…

ମୁହାଁମୁହିଁ ହେବେ ଗୁଜରାଟ ଓ ମୁମ୍ବାଇ

ଅହମଦାବାଦ: ଦ୍ବିତୀୟ ଦଳ ଭାବେ କିଏ ଯିବ ଫାଇନାଲ ।  ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ୍ ରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ । ଆଜି ମ୍ୟାଚରେ ବିଜୟଲାଭ କରି ଫାଇନାଲରେ ପହଞ୍ଚିବାକୁ ଚେଷ୍ଟା କରିବେ ଦୁଇ ଦଳ ।  ଏହି ହାଇଭୋଲଟେଜ୍ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର…

ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଚାର୍ଜସିଟ୍‌ ଦାଖଲ

ଭୁବନେଶ୍ବର: ନବ ଦାସଙ୍କ ହତ୍ୟାକୁ ନେଇ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍ ଦାଖଲ ପରେ ରାଜନୈତିକ ଦଳଗୁଡ଼ିକ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ କ୍ରାଇମବ୍ରାଞ୍ଚ ଶୁକ୍ରବାର ଝାରସୁଗୁଡାର ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛି।…