ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଆକାରରେ ଦେବା ନିଷ୍ପତିର ପୁର୍ନବିଚାର କରାଯାଉ -ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତି ଚିନ୍ତାଜନକ । ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବୀପରିତ…