ଆସନ୍ତାକାଲି ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସମସ୍ତେ ଶପଥ ଗ୍ରହଣ କରିବେ ବୋଲି ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ମନ୍ତ୍ରିମଣ୍ଡଳରେ ୩ ମନ୍ତ୍ରୀ ପଦ ଖାଲି ରହିଛି । ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା…