ଆବଶ୍ୟକ ପଡ଼ିଲେ ବଢ଼ିପାରେ ଯୁକ୍ତ ଦୁଇ ସିଟ୍: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ଚଳିତ ବର୍ଷ ମୋଟ ଦଶମରେ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ଚଳିତ ବର୍ଷ ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ୍ କରିଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷାରେ ଚଳିତ ବର୍ଷ ପାସ ହାର ରହିଛି ୯୬.୪୦ ପ୍ରତିଶତ ।…