ରୋଜଗାର ମେଳାର ପଞ୍ଚମ ପର୍ଯ୍ୟାୟରେ ୪୭୩ ଜଣଙ୍କୁ ନିଯୁକ୍ତି ପତ୍ର ବିତରଣ
ଭୁବନେଶ୍ବର: ନିଜକୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ ସ୍କିଲିଂ କରାଇବା ଜରୁରୀ । ଓଡ଼ିଶା ପାଇଁ ବଡ ଭାବିବା ସହ ବଡ ସ୍ୱପ୍ନ ଦେଖନ୍ତୁ ବୋଲି ମଙ୍ଗଳବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ର ପଞ୍ଚମ ପର୍ଯ୍ୟାୟ ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ…