ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା

ଆଜି ହେଉଛି ପବିତ୍ର ଗୁରୁ ପୂର୍ଣ୍ଣିମା।  ସାରା ଦେଶରେ ପାଳନ କରାଯାଉଛି  ଗୁରୁ ପୂର୍ଣ୍ଣିମା । ଗୁରୁ ଶବ୍ଦର ଅର୍ଥ ଶିକ୍ଷକ କିମ୍ବା ଆଧ୍ୟାତ୍ମିକ ମାର୍ଗଦର୍ଶକ ଏବଂ ପୂର୍ଣ୍ଣିମା ଅର୍ଥ ପୂର୍ଣ୍ଣଚନ୍ଦ୍ର  । ଆଜି ଏହି ପର୍ବ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି । ମହର୍ଷି ବେଦବ୍ୟାସ ଚାରି…

ଦଳୀୟ ବିଧାୟକଙ୍କୁ ନେଇ ଶରଦ ପାୱାରଙ୍କ ଶକ୍ତି ପ୍ରଦର୍ଶନ

ପୁନେ:ସରଗରମ ହେଲା ମହାରାଷ୍ଟ୍ର ରାଜନୀତି । ପୁନେ ସତାରାରେ ଶରଦ ପାୱାରଙ୍କ ଶକ୍ତି ପ୍ରଦର୍ଶନ । ଦଳୀୟ ବିଧାୟକଙ୍କୁ ନେଇ ଶରଦ ପାୱାର ରାଲି କରିଛନ୍ତି । ସେପଟେ ଅଜିତ ପାୱାରଙ୍କ ଘରେ ଏନସିପି ନେତାଙ୍କ ବୈଠକ । ବରିଷ୍ଠ ନେତା ପ୍ରଫୁଲ୍ଲ ପଟେଲ କହିଲେ, ପୂରା ଏନସିପିର ସମର୍ଥନ ରହିଛି ।…

ନୋ ଫ୍ଲାଇଂ ଜୋନରେ ଉଡ଼ିଲା ଡ୍ରୋନ୍

ପ୍ରଧାନମନ୍ତ୍ରୀଙ୍କ ବାସଭବନ ଉପରେ ଉଡ଼ିଲା ଡ୍ରୋନ୍ । ସକାଳ ପ୍ରାୟ ୫ଟା ବେଳେ ସୁରକ୍ଷାରେ ମୁତୟନ ଥିବା ଏସପିଜି, ଦିଲ୍ଲୀ ପୋଲିସକୁ ଏ ସମ୍ପର୍କରେ ସୂଚନା ଦେଇଛି । ଖବର ପାଇ ପୋଲିସ ପ୍ରଧାନମନ୍ତ୍ରୀ ବାସଭବନରେ ପହଞ୍ଚିଥିଲେ । କିନ୍ତୁ ସେଠାରୁ କୌଣସି ଡ୍ରୋନ୍ ପୋଲିସ ହାତରେ ଲାଗିନଥିଲା । ପିଏମ୍…

ଆଇପିଏସ୍ ଅଧିକାରୀ ସାଗରିକା ନାଥଙ୍କ ବାପାମା’ଙ୍କ ଠାରୁ ଲୁଟ୍ ଉଦ୍ୟମ

ଭୁବନେଶ୍ବର: ଗତକାଲି ରାତିରେ ବାଲେଶ୍ୱର ଏସ୍‌ପି ତଥା ଆଇପିଏସ୍ ଅଧିକାରୀ ସାଗରିକା ନାଥଙ୍କ ବାପାମା’ଙ୍କ ଠାରୁ ଲୁଟ୍ ଉଦ୍ୟମ କରିବାକୁ ପଛାଇ ନାହାନ୍ତି ଦୁର୍ବୃତ୍ତମାନେ।  ଗତକାଲି ବିଳମ୍ବିତ ରାତିରେ ସାଗରିକାଙ୍କ ବାପା, ମାଆ ଏକ କାର୍‌ରେ ଘାଟିକିଆ ରାସ୍ତାରେ ନିଜ ଘର ଖଣ୍ଡଗିରିକୁ ଫେରୁଥିଲେ।…

ଭିଜିଲାନ୍ସ କୋର୍ଟରେ ପ୍ରଶାନ୍ତ ରାଉତ ହାଜର

ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ନବରଙ୍ଗପୁର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। ରିମାଣ୍ଡ ଅବଧି ସରିବା ପରେ ଆଜି ପ୍ରଶାନ୍ତ ରାଉତଙ୍କୁ କୋର୍ଟରେ ହାଜର କରିଛି ଭିଜିଲାନ୍ସ।  ଦୀର୍ଘ ୫ ଦିନ ଧରି ଭିଜିଲାନ୍ସ ପ୍ରଶାନ୍ତ ଏତେ ସମ୍ପତ୍ତି କେଉଁଠୁ ଆଣିଲେ ତା…

ଏଣିକି କିଣାବିକା ହୋଇପାରିବ ଆପାର୍ଟମେଣ୍ଟ

ଗେଜେଟରେ ପ୍ରକାଶ ପାଇଛି ଓଡ଼ିଶା ଆପାର୍ଟମେଣ୍ଟ ଅଧ୍ୟାଦେଶ-୨୦୨୩ । ଏହି ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ଅନୁମୋଦନ ମିିଳିବା ପରେ ରାଜ୍ୟ ସରକାର ଏହାକୁ ଗେଜେଟରେ ପ୍ରକାଶ କରିଛନ୍ତି । ପୂର୍ବରୁ ବିଲଡରମାନେ କମନ ଏରିଆ ଉପରେ ଅଧିକାର ଜାହିର କରୁଥିବାବେଳେ ଏହାକୁ ନେଇ ବାଦବିବାଦ ଦେଖାଦେଇଥିଲା ।…

ମଣିପୁର ହିଂସାରେ ପୁଣି ୪ ଜଣଙ୍କ ମୃତ୍ୟୁ, ବଢିଲା କର୍ଫ୍ୟୁ ସମୟ

ମଣିପୁରରେ  ବିଷ୍ଣୁପୁର ଓ ଚୁରାଚନ୍ଦପୁର ଜିଲ୍ଲାର ସୀମାରେ ହିଂସା ଯୋଗୁଁ ଗତକାଲି ୪ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ଅନେକ ସ୍ଥାନରେ ଏବେ କର୍ଫ୍ୟୁ ସମୟକୁ ବଢାଇ ଦିଆଯାଇଛି ।  ଲୋକେ ଘରୁ ବାହାରିଲେ ପୋଲିସ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ମୃତକଙ୍କ ମଧ୍ୟରେ ଜଣେ କୁକି ସମ୍ପ୍ରଦାୟର…

ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବଢିବ ବର୍ଷା

ଭୁବନେଶ୍ବର: ଗୁଳୁଗୁଳିରୁ ମିଳିବ ତ୍ରାହି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବଢିବ ବର୍ଷା ବିସ୍ତୃତି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ଏଥିପାଇଁ…

ଅଜିତ ପାୱାର୍‌ ଓ ଆଉ ୮ଜଣ ବିଦ୍ରୋହୀ ବିଧାୟକଙ୍କ ନାଁରେ ଅଯୋଗ୍ୟତା ଆବେଦନ

ମୁମ୍ବାଇ: ଅଜିତ ପାୱାର୍‌ ଓ ଆଉ ୮ ଜଣ ବିଧାୟକ ଶପଥ ନେଇ ଏକନାଥ ସିନ୍ଦେଙ୍କ ସରକାରରେ ଯୋଗ ଦେବାରୁ ‘ଏନ୍‌ସିପି’ ସେମାନଙ୍କ ନାଁରେ ବିଧାନସଭା ବାଚସ୍ପତି ରାହୁଲ୍‌ ନାର୍‌ୱେକର୍‌ଙ୍କ ନିକଟରେ ଅଯୋଗ୍ୟତା ଆବେଦନ ଦାଖଲ କରିଛି। ଏହାଛଡ଼ା, ସମସ୍ତ ଜିଲ୍ଲାର ଦଳୀୟ କର୍ମୀମାନେ ‘ଏନ୍‌ସିପି’ ମୁଖ୍ୟ…

ଆରମ୍ଭ ହୋଇଛି ମାଟ୍ରିକ୍ ସପ୍ଲିମେଣ୍ଟାରି ପରୀକ୍ଷା

କଟକ: ଆଜିଠାରୁ ଆରମ୍ଭ ହୋଇଛି  ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା।ସକାଳ ୮ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ  ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ…