୭ରେ ଲଘୁଚାପ
ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୭ ତାରିଖ ଆଡ଼କୁ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଧୀରେ ଧୀରେ ଏହା ଅଧିକ ଘନୀଭୂତ ହୋଇ ୮ ତାରିଖ ସୋମବାର ସୁଦ୍ଧା ଅବପାତର ରୂପ ନେବ। ଏହାପରେ ଅବପାତଟି ଆହୁରି ଘନୀଭୂତ ହେବ ଓ ବାତ୍ୟା ରୂପରେ ଉତ୍ତର ଦିଗରେ…
Trending