ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ ଜାରି

ଭୁବନେଶ୍ବର: ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ହାଇ ଆଲର୍ଟ । ଏନେଇ ଅତିରିକ୍ତ ଡିଜି, ଅପରେସନ ଅମିତାଭ ଠାକୁର ସୂଚନା ଦେଇଛନ୍ତି। ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ…

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି।

ବାରିପଦା: ଜଙ୍ଗଲକୁ ଶାଳପତ୍ର ଆଣିବାକୁ ଯାଇଥିବା ବୃଦ୍ଧାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ବୃଦ୍ଧା ହେଲେ ମୟୂରଭଞ୍ଜ ଜିଲ୍ଲା ପୀଠାବଟା ରେଞ୍ଜ ବାରିପଦା ବ୍ଲକ ଅଧୀନ ବଡ଼ଯୋଡ ପଞ୍ଚାୟତ ରଙ୍ଗାମାଟିଆ -ଡାହିସାହି ଗ୍ରାମର ଅର୍ଜୁନ ନାଏକଙ୍କ ପତ୍ନୀ ରାଣୀ ନାଏକ(୬୭)। ଖବର ପାଇ ବନବିଭାଗ…

ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ

ଦିଲ୍ଲୀ : ଜେଲ୍‌ ଭିତରେ ଦୁଇ ଗ୍ୟାଙ୍ଗ୍‌ ସଦସ୍ୟଙ୍କ ମଧ୍ୟରେ ବିବାଦ ଉପୁଜି ଆକ୍ରମଣରେ ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ ଘଟିଛି।  ତିହାର ଜେଲରେ ଟିଲୁ ତାଜପୁରିଆ ଉପରେ ଆକ୍ରମଣ ହୋଇଥିବା ବେଳେ ତାକୁ ଚିକିତ୍ସା ପାଇଁ ତୁରନ୍ତ ଦିନ୍‌ ଦୟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।…

ଝାରସୁଗୁଡାରେ ପହଞ୍ଚିଲେ ବିଜେପିର ୪ ଜଣିଆ ଟିମ

ଝାରସୁଗୁଡା: ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହୋଇଥିବା ହିଂସାକାଣ୍ଡର ସ୍ଥିତି ଅନୁଧ୍ୟାନ ପାଇଁ ବିଜେପିର ୪ ଜଣିଆ ଉଚ୍ଚସ୍ତରୀୟ ଟିମ ଝାରସୁଗୁଡାରେ ପହଂଚିଛନ୍ତି।  ଏହି ଟିମ୍‌  ବିଜେପି ନେତା ବ୍ରିଜେଶ ଲାଲଙ୍କ ଅଧ୍ୟକ୍ଷତାରେ ଆସିଛି। ଏହି ଟିମର ଅନ୍ୟ ସଦସ୍ୟମାନେ ହେଲେ ଜ୍ୟୋତିର୍ମୟ…

କେଦାରନାଥରେ ୩ ଦିନ ପାଇଁ ଯାତ୍ରା ବନ୍ଦ

କେଦାରନାଥରେ ୩ ଦିନ ପାଇଁ ଯାତ୍ରା ବନ୍ଦ । ଗଙ୍ଗୋତ୍ରୀ, ଯମୁନୋତ୍ରୀରେ ପାହାଡ଼ ଉପରେ ବରଫ ବର୍ଷା ହେଉଛି । ଫଳରେ ପାହାଡ଼ି ଇଲାକୁ ପୁଣି ଶୀତ ଫେରିଛି|  ପାଗ ଅନୁକୂଳ ନଥିବାରୁ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଓ ପ୍ରତିକୂଳ ପାଗ…

ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ । ହୃଦଘାତରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସାମ୍ବାଦିକତା କରିଆସୁଥିଲେ ବାସୁଦେବ ମହାପାତ୍ର ।…

କୁସ୍ତିଯୋଦ୍ଧାଙ୍କ ସହିତ ଯୋଗ ଦେଲେ ନବଜୋତ୍‌ ସିଂ ସିଦ୍ଧୁ

ନୂଆଦିଲ୍ଲୀ: କୁସ୍ତି ଖେଳାଳିଙ୍କ ସହିତ ଆଜି କଂଗ୍ରେସ ନେତା ନବଜୋତ୍‌ ସିଦ୍ଧୁ ଯୋଗ ଦେଇଛନ୍ତି। ‘ଟୁଇଟର୍‌’ରେ ଫଟୋ ସେୟାର୍‌ କରିଛନ୍ତି। https://twitter.com/sherryontopp/status/1652927694986969088?s=20 ବ୍ରଜଭୂଷଣଙ୍କ ନାଁରେ ‘ଏଫ୍‌ଆଇଆର୍‌’ ଫାଇଲ୍‌ କରାଯିବାରେ ବିଳମ୍ବ…

ବିଶ୍ୱ ଶ୍ରମିକ ଦିବସ : ଶ୍ରମିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ମଇ ପହିଲା ହେଉଛି ବିଶ୍ୱ ଶ୍ରମିକ ଦିବସ  । ଏ ନେଇ ଶ୍ରମିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ https://twitter.com/Naveen_Odisha/status/1652897972126990342?s=20 https://twitter.com/Naveen_Odisha/status/1652897972126990342?s=20…

ହିତାଧିକାରୀଙ୍କୁ ଦୁଆରେ ମିଳିବ ଭତ୍ତା

ଅନେକ ହିତାଧିକାରୀ ଭତ୍ତା ଟଙ୍କା ପାଇଁ ସମସ୍ୟା ହେଉଥିବା ଅଭିଯୋଗ ହେଉଛି । ଯାହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶାସନ ସଚିବ । ବ୍ୟାଙ୍କ ଯାଇପାରୁନଥିବା ହିତାଧିକାରୀଙ୍କ ନିକଟରେ ଭତ୍ତା ପହଞ୍ଚାଇବେ ବ୍ୟାଙ୍କ କର୍ତ୍ତୃପକ୍ଷ । ବୟସାଧିକ…

ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି

ଭୁବନେଶ୍ୱର : ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବର ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ଅବପାତର ରୂପ…