ଘୂର୍ଣ୍ଣିବଳୟ ସକ୍ରିୟ,ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଗୁରୁବାର ମୟୂରଭଞ୍ଜରେ ଅତି ଭୀଷଣ ବର୍ଷା ହେବ।…