୫ ଦିନ ପର୍ୟ୍ୟନ୍ତ ବର୍ଷା,୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି…

ଆଜି ରଥ ଖଳାକୁ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ

ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ତିନି ରଥ ପ୍ରସ୍ତୁତ। ଆଜି ଆଷାଢ ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରୁ ରଥ ଖଳାକୁ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ। ରଥଖଳାରେ ପ୍ରସ୍ତୁତ ତିନି ରଥରେ ଆଜ୍ଞାମାଳ ଲାଗି ହେବା ପରେ ରଥଖଳାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ…

କେମୋଥେରାପି ପୂର୍ବରୁ ଚୁଟି କାଟିଲେ ହିନା ଖାନ

ସ୍ତନ କର୍କଟ ସହିତ ଲଢୁଥିବା ଟିଭି ଅଭିନେତ୍ରୀ  ହିନା ଖାନ । ସୋସିଆଲ ମିଡ଼ିଆରେ ନିଜର ଏକ ନୂଆ ଭିଡ଼ିଓ ସେୟାର କରିଛନ୍ତି । ଭିଡ଼ିଓରେ ଏହା ଦେଖିବାକୁ ମିଳେ ଯେ ଏହି ରୋଗର ଚିକିସା ପାଇଁ ଅଭିନେତ୍ରୀ କେଶ କାଟିଛନ୍ତି । ସଂପୂର୍ଣ କେଶ କାଟିବା ସତ୍ବେ ହିନା ଖାନ ଆମବିଶ୍ବାସରେ ତାଙ୍କର ସମ୍ପୂର୍ଣ…

୨୪ଟି ରାଜ୍ୟର ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି ବିଜେପି

ସାଧାରଣ ନିର୍ବାଚନ ପରେ ବିଜେପି ପକ୍ଷରୁ ସଂଗଠନିକ ସ୍ତରରେ କେତେକ ପରିବର୍ତ୍ତନ କରାଯାଇଛି । ଦଳ ୨୪ଟି ରାଜ୍ୟର ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି। ବିଜୟପାଲ ସିଂ ତୋମର ଓଡ଼ଶା ପ୍ରଭାରୀ ନିଯୁକ୍ତ ହୋଇଥିବାବେଳେ ଲତା ଉସେଡି ସହ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି । ଏହା ପୂର୍ବରୁ ବିଜୟପାଲ…

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ ବାଘ ଅଣାଯିବ। ସେହିପରି ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳ ପାଇଁ…

ଓଡ଼ିଆ ଜାଭଲିନ୍ ଖେଳାଳି କିଶୋର ଜେନାଙ୍କୁ ଅଲିମ୍ପିକ୍ସ ଟିକେଟ୍

ଓଡ଼ିଆ ଜାଭଲିନ୍ ଖେଳାଳି କିଶୋର ଜେନାଙ୍କୁ ପ୍ୟାରିସ୍ ଅଲିମ୍ପିକ୍ସ ଗେମ୍ସ ଟିକେଟ୍। ଆଥଲେଟିକ୍ସ ଫେଡେରେସନ ଅଫ୍ ଇଣ୍ଡିଆ ପକ୍ଷରୁ ୨୮ ଜଣିଆ ଟ୍ରାକ୍ ଆଣ୍ଡ ଫିଲ୍ଡ ଆଥଲଟିକ୍ ଟିମର ଘୋଷଣା କରିଛି। ଏହି ଟିମରେ ସ୍ଥାନ ପାଇଛନ୍ତି କିଶୋର। ଅଲିମ୍ପିକ ସ୍ବର୍ଣ୍ଣପଦକ ବିଜେତା ନୀରଜ ଚୋପ୍ରା ଏହି ଟିମରେ…

ଟେସ୍‌ଲା ଆସିବା ଆଶା ମଉଳିଲା

ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ ଏଲନ ମସ୍କଙ୍କ କମ୍ପାନୀ ଟେସଲା ପୁଣିଥରେ ଭାରତରେ ନିବେଶ ପାଇଁ ଯୋଜନାକୁ ସ୍ଥଗିତ ରଖିଛି। ମସ୍କ ଏପ୍ରିଲ ଶେଷରେ ଭାରତ ଗସ୍ତକୁ ବାତିଲ କରିବା ପରେ ଏହି ଖବର ଆସିଛି। ମସ୍କ ତାଙ୍କର ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମଧ୍ୟ ଭେଟିବାର…

ସଇଁତଳାରେ ବ୍ୟାପୁଛି ଡେଙ୍ଗୁ, ୧୮ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର ଜିଲ୍ଲା ସଇଁତଳା ସହରରେ ଦେଖା ଦେଇଛି ଡେ଼ଙ୍ଗୁ ଆତଙ୍କ । କିଛି ଦିନ ତଳେ ଡେ଼ଙ୍ଗୁରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଲାଣି। ୧୮ ଜଣକ ମଧ୍ୟରୁ ୧୧ ଜଣଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି…

ଏସବୁ ଲୋକପ୍ରିୟ ପ୍ଲାନ୍ ହଟାଇ ଦେଇଛି ଜିଓ

ଜିଓ ଜୁଲାଇ ୩ରୁ ଏହାର ପ୍ରିପେଡ୍‌ ପ୍ଲାନ୍‌ଗୁଡ଼ିର ମୂଲ୍ୟ ବଢାଇ ଦେଇଛି। ଏହା ଉପଭୋକ୍ତାଙ୍କୁ ଏବ ବଡ଼ ଝଟ୍‌କା ଦେଇଥିଲା। ବିଭିନ୍ନ ଯୋଜନାର ମୂଲ୍ୟ ଭିନ୍ନ ଭାବରେ ବୃଦ୍ଧି କରାଯାଇଥିଲା। ତେବେ ଏହା ସହ କିଛି ଲୋକପ୍ରିୟ ପ୍ଲାନ୍‌ ମଧ୍ୟ ତାଲିକାରୁ ହଟାଇ ଦିଆଯାଇଛି, ଯାହା ଉପଭେକ୍ତାଙ୍କୁ ଆଉ ଏକ…

ଭାରତୀୟ ଶେୟାର ବଜାରରେ ଲାଗି ରହିଛି ଉତ୍ସାହ

ଗଲା କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ଲାଗି ରହିଥିଲା ବେଳେ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିଛି। ନିଫ୍ଟି ୫୦ ମଧ୍ୟ ଐତିହାସିକ ୨୪,୦୦୦ ପଏଣ୍ଟ ଅତିକ୍ରମ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ ସେବି;କୁ ସତର୍କ…