କିଏ ହେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ?

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କିଏ ବ୍ୟକ୍ତିଗତ ସଚିବ ହେବେ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାମ ଆରମ୍ଭ କରିବା ପରେ ଏବେ ବ୍ୟକ୍ତିଗତ ସଚିବଙ୍କୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।ଏନେଇ ତିନି ଜଣ ଆଇଏଏସ୍…

୭୫ ପ୍ରତିିଶତ ଉପସ୍ଥାପନା ଥିବା ଛାତଛାତ୍ରୀଙ୍କ ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଅପହଞ୍ଚ ଅଞ୍ଚଳର ପିଲାଙ୍କ ଶିକ୍ଷା ପାଇଁ ସରକାର କରୁଛନ୍ତି ଯୋଜନା । ସ୍କୁଲ ଦୂରରେ ଥିବାରୁ ପାଠ ଛାଡୁଥିବା ବା ସମସ୍ୟାର ସମ୍ମୁଖୀନ ହେଉଥିବା ଛାତଛାତ୍ରୀଙ୍କ ସ୍କୁଲ ଯିବା ଆସିବା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ଏହି ଯୋଜନାରୁ ଉପକୃତ ହେବେ ୩୦ ଜିଲ୍ଲାର ୩୫ ହଜାର ୬୭ ଜଣ ଛାତ୍ରଛାତ୍ରୀ ।…

ସିଂହଦ୍ୱାରରେ କାହିଁକି ରହିଛନ୍ତି ପତିତପାବନ?

ଶ୍ରୀମନ୍ଦିରକୁ ପ୍ରବେଶ କରିବା ପୂର୍ବରୁ ପ୍ରଥମେ ଅରୁଣ ସ୍ତମ୍ଭକୁ ମୁଣ୍ଡିଆ ମାରି ମନ୍ଦିର ଭିତରକୁ ଯାଇଥାନ୍ତି । ଏହାପରେ ସିଂହଦ୍ୱାର ବାହାରୁ ପତିତପାବନଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରନ୍ତି ମହାପ୍ରଭୁଙ୍କ ଲକ୍ଷ ଲକ୍ଷ ଭକ୍ତ । କିନ୍ତୁ ରତ୍ନ ସିଂହାସନରେ ପ୍ରଭୁଙ୍କୁ ଦର୍ଶନ…

ଦିଲ୍ଲୀରେ ସବୁଠୁ ଅଧିକ ବାୟୁ ପ୍ରଦୂଷଣ

ପ୍ରତିବର୍ଷ ଦେଶର ୧୦ ଟି ସହରରେ ୩୩ ହଜାର ଲୋକଙ୍କର ପିଏମ ୨.୫ ର ସ୍ତର ଅଧିକ ହେବାରୁ ମୃତ୍ୟୁ ହେଉଛି । ଏହା ହେଉଛି ବର୍ଷର ମୋଟ ମୃତ୍ୟୁର ୭.୨% । ଏହି ସହରଗୁଡ଼ିକ ହେଉଛି ନୂଆଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ଚେନ୍ନାଇ, ପୁଣେ, ଅହମ୍ମଦାବାଦ, ହାଇଦ୍ରାବାଦ, କୋଲକାତା, ବାରାଣାସୀ ଏବଂ ସିମଲା…

ନିଟ୍ ପିଜି ପରୀକ୍ଷା

ଆସନ୍ତା ଅଗଷ୍ଟ ୧୧ ତାରିଖରେ ନିଟ୍ ପିଜି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଘୋଷଣା କରାଯାଇଛି । ଏହି ପରୀକ୍ଷା ଦୁଇଟି ସିଫ୍ଟରେ ଅନୁଷ୍ଠିତ ହେବ । ଗତ ଜୁନ୍ ୨୧୩ ତାରିଖରେ ନିଟ୍ ପିଜି ପରୀକ୍ଷା ହେବାକୁ ଥିବା ବେଳେ ଏହାକୁ ସ୍ଥଗିତ ରଖାଯାଇଥିଲା । ନିଟ୍ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାକୁ…

ସ୍ତନ କର୍କଟ ଭଲ କରିବ ନିମ୍ବ

ହାଇଦ୍ରାବାଦସ୍ଥିତ ରାଷ୍ଟ୍ରୀୟ ଔଷଧୀୟ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ (ଏନ୍‌ଆଇପିଇଆର୍‌)ର ବୈଜ୍ଞାନିକମାନେ ସ୍ତନ କର୍କଟର ଚିକିତ୍ସା ଦିଗରେ ଏକ ସଫଳତା ହାସଲ କରିଛନ୍ତି। ବୈଜ୍ଞାନିକଙ୍କ ଦାବି ଅନୁସାରେ, ନିମ୍ବପତ୍ର ଏବଂ ଫୁଲରୁ ପ୍ରାପ୍ତ ହେଉଥିବା ଏକ ରାସାୟନିକ ଯୌଗିକ ଦ୍ୱାରା ସ୍ତନ…

ପୁଣି ଏକ ବିଜୟ ରାଲି

ଦୀର୍ଘ ୧୭ ବର୍ଷ ଧରି ଅପେକ୍ଷାର ଅନ୍ତଘଟି ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ ଟାଇଟଲ ଜିତିଥିଲା। ଫାଇନାଲ ମ୍ୟାଚରେ ଭାରତ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଥିଲା। ଏହାପୂର୍ବରୁ ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଟ୍ରଫି ଜିତିଥିଲା। ବିଶ୍ୱକପ ଜିତିବା ପରେ ଭାରତୀୟ ଖେଳାଳିମାନେ ମୁମ୍ବାଇରେ ଏକ ବିଜୟ…

ବାପା ହେବାକୁ ଯାଉଛନ୍ତି ଅରବାଜ୍‌

ପୁଣି ଚର୍ଚ୍ଚାରେ ବଲିଉଡ୍‌ ଅଭିନେତା ଅରବାଜ ଖାନ୍‌ ବ୍ୟକ୍ତିଗତ ଜୀବନକୁ ନେଇ। କିଛି ମାସ ପୂର୍ବରୁ ସେ ମେକଅପ୍‌ ଆର୍ଟିଷ୍ଟ ଶୁରା ଖାନ୍‌ଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଏବେ ବିବାହର କିଛି ମାସ ପୂର୍ବରୁ ଏବେ ଶୁରା ଗର୍ଭବତୀ ଥିବା କୁହାଯାଉଛି। ଉଭୟଙ୍କ ଏକ ଭିଡିଓ ଭାଇରାଲ ହେବା ପରେ ଏଭଳି…

ସହରାଞ୍ଚଳ ବନ୍ୟା ପରିଚାଳନା ପାଇଁ ଆଇଆଇଟି ଦିଲ୍ଲୀ ଦେବ ବୈଷୟିକ ସହାୟତା

ରାଜ୍ୟରେ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଆଶଙ୍କା ରହିଛି। ସହରାଞ୍ଚଳରେ କୃତ୍ରିମ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇପାରେ। ଏହାର କିପରି ମୁକାବିଲା କରାଯିବ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି…

ପରାଜୟକୁ ଖଣ୍ଡନ କଲେ ବାଇଡେନ୍‌

ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଡେମୋକ୍ରାଟିକ୍‌ ଦଳର ପ୍ରାର୍ଥୀ ତଥା ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଜର ପ୍ରତିପକ୍ଷ ତଥା ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍‌ଡ ଟ୍ରମ୍ପ୍‌ଙ୍କଠାରୁ ଦୁଇପାଦ ପଛରେ ଅଛନ୍ତି। ନିକଟରେ ସିଏନ୍‌ଏନ୍‌ରେ ହୋଇଥିବା ‘ରାଷ୍ଟ୍ରପତି ବିତର୍କ’ରେ…