ପାକିସ୍ତାନକୁ ବଡ଼ ଅଫର୍‌ ଦେଲା ରୁଷିଆ

କାଜାଖସ୍ତାନରେ ଚାଲିଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ପୁଟିନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫଙ୍କୁ ଭେଟିଛନ୍ତି। ଏହି ସମୟରେ ଅଶୋଧିତ ତୈଳ ଏବଂ ଶକ୍ତି ଯୋଗାଣ ବୃଦ୍ଧି ପାଇଁ ପୁଟିନ ଶେହବାଜ ଶରିଫଙ୍କୁ ଅଫର ଦେଇଥିଲେ। ପୁଟିନ ଶାହାବାଜଙ୍କୁ କହିଛନ୍ତି, ମୁଁ ଦୁଇଟି…

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଆଡଭାନୀ

ପୁଣି ଥରେ ବିଗିଡ଼ିଛି ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା । ତେଣୁ ତାଙ୍କୁ ପୁଣି ଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଡଭାନୀଙ୍କୁ ରୁଟୀନ ଚେକଅପ୍ ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ତାଙ୍କର ଅଫିସ ତରଫରୁ କୁହାଯାଇଛି । ବିଜେପି ନେତାଙ୍କ…

ଆସୁଛି ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ ।ତେବେ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିଅଣ୍ଟିଆ ବର୍ଷା…

ଅତ୍ୟଧିକ ଲେମ୍ବୁ ପାଣି ସେବନ ଶରୀର ପାଇଁ ଘାତକ

ଲେମ୍ବୁ ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ହିତକର। ଖରା ଦିନେ ତ ଏହା ଅମୃତ ସମାନ। ମାତ୍ର ଜାଣିଛନ୍ତି କି ଏହାର ଅତ୍ୟଧିକ ସେବନ ଘାତକ ସାବ୍ୟସ୍ତ ହୋଇପାରେ । ଆପଣ ବିଭିନ୍ନ ରୋଗରେ ପୀଡ଼ିତ ହୋଇ ପାରନ୍ତି। ତେଣୁ ଖରାରୁ ମୁକ୍ତି ପାଇବାକୁ ଲେମ୍ବୁ ପାଣି ପିଇବାକୁ ଚାହୁଁଥିଲେ ଜଗି ରଖି ଏହାର ସେବନ…

ଆଜି ତୃତୀୟ ମହଲାରେ ପାଦ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ତୃତୀୟ ମହଲାରେ ପ୍ରବେଶ କରିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସକାଳ ୯ଟା ୩୦ ଏଥିପାଇଁ ଶୁଭ ସମୟ ନିର୍ଘଣ୍ଟ କରାଯାଇଛି । ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ । ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ । ରାଜ୍ୟ ଅତିଥି…

ସ୍ବେଦଶ ଫେରିଛନ୍ତି ଟିମ ଇଣ୍ଡିଆ

ଭାରତ ଫେରିଛନ୍ତି ବିଶ୍ୱବିଜେତା ଟିମ୍‌ ଇଣ୍ଡିଆ । ସ୍ୱତନ୍ତ୍ର ଚାଟାର୍ଡ ଫ୍ଲାଇଟରେ ଦିଲ୍ଲୀରେ ପହଞ୍ଚିବା ପରେ ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯାଛି । ରୋହିତ ବାହିନୀଙ୍କ ଗୋଟିଏ ଝଲକ ପାଇବା ପାଇଁ ରାତିରୁ ବିମାନ ବନ୍ଦର ବାହାରେ ଭିଡ଼ ଜମାଇଛନ୍ତି ହଜାର ହଜାର ପ୍ରଶଂସକ । ୯ଟା ୩୦ରେ…

ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି

ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି। ଏହି ଅବସରରେ ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ…

ଆଜିର ରାଶିଫଳ

ମେଷ: ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ସତ୍ଚିନ୍ତା ଓ ସକ୍ରର୍ମରେ ନିବିଷ୍ଟ ରହନ୍ତୁ । ଦିବା ୦୩ା୫୮ ଗତେ କାର୍ଯ୍ୟରେ ସଫଳତା ମିଳିବ ।…

ଇଗ୍ନୋରେ ନାମଲେଖା ଅବଧି ୧୫ ତାରିଖକୁ ବୃଦ୍ଧି

ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ-ଇଗ୍ନୋର ନାମଲେଖା ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି କରାଯାଇଛି । ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡୁଥିବା କିମ୍ବା ଶିକ୍ଷା ପାଇବାରୁ ବଞ୍ଚିତ ଛାତ୍ରୀଛାତ୍ର ବା ବ୍ୟକ୍ତିବିଶେଷ ସମସ୍ତ ବିଭାଗରେ ଅଣ୍ଡରଗ୍ରାଜୁଏଟ୍‍, ପୋଷ୍ଟ ଗ୍ରାଜୁଏଟ୍‍,…

ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଓଡିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ୨୦୨୩ ଅକ୍ଟୋବର ୪ ତାରିଖରେ ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ସୁଭାଶିଷ ତାଳପତ୍ରଙ୍କ ଅବସର ପରେ ଡଃ ଜଷ୍ଟିସ ଷଡ଼ଙ୍ଗୀ ଓଡିଶା ହାଇକୋର୍ଟର…