ମହଙ୍ଗା ହେଲା ମୋବାଇଲ ରିଚାର୍ଜ

ଆଜିଠାରୁ କମ୍ପାନୀଗୁଡ଼ିକ ନୂଆ ଦର ଲାଗୁ କରିବା ସହ ମୋବାଇଲ୍‌ ରିଚାର୍ଜ ପ୍ଲାନ୍‌ଗୁଡ଼ିକ ମହଙ୍ଗା ହେବ ବୋଲି ରିଲାଏନ୍ସ ଜିଓ, ଏୟାରଟେଲ ଏବଂ ଭୋଡାଫୋନ ଆଇଡିଆ ପ୍ରମୁଖ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। କମ୍ପାନୀଗୁଡିକ ମୋବାଇଲ ଶୁଳ୍କ ବୃଦ୍ଧି କରି ନୂଆ ପ୍ଲାନ୍‌ ଆରମ୍ଭ କରିଛନ୍ତି। ଏହି…

ଭାରତୀୟ ସେନାର ଶକ୍ତି ବଢାଇବ ଓଡିଶାର ସ୍ୱତନ୍ତ୍ର ଡ୍ରୋନ ବନଭି ଏରୋ

ମରୁଭୁମିଠାରୁ ଆରମ୍ଭ କରି ବରଫାବୃତ୍ତ ଅଞ୍ଚଳରେ ଜାଗ୍ରତ ପ୍ରହରୀ ହୋଇ ଦାୟିତ୍ୱ ତୁଲାଉଛନ୍ତି ଭାରତୀୟ ସୈନିକ । ଖାଦ୍ୟଠାରୁ ଆରମ୍ଭ କରି ଅସ୍ତ୍ର ଶସ୍ତ୍ର ସବୁ ପାହାଡକୁ ନେବାରେ ହୁଏ ଅନେକ ସମସ୍ୟା । କିନ୍ତୁ ଏବେ ଏହି ସମସ୍ୟାକୁ ଦୁର କରିବ ସ୍ୱତନ୍ତ୍ର ଡ୍ରୋନ ବନଭି ଏରୋ । ଓଡିଶାରେ ତିଆରି…

ମାଷ୍ଟରକ୍ୟାଣ୍ଟିନରୁ ଗାଡକଣ ପର୍ଯ୍ୟନ୍ତ ମୋ ବସରେ ଯାତ୍ରା କରିଛନ୍ତି ମନ୍ତ୍ରୀ

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ମୋ ବସରେ ଯାତ୍ରା କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ ଛକରୁ ବାହାରି ସେ ଗାଡକଣ ପର୍ୟ୍ୟନ୍ତ ଯାତ୍ରା କରିଛନ୍ତି । ଆଉ ଲୋକଙ୍କ ସୁବିଧା ଅସୁବିଧା ବୁଝିଛନ୍ତି । ମୋ ବସରେ ଯାତ୍ରା କରିବା ସମୟରେ ମନ୍ତ୍ରୀ କହିଛନ୍ତି, ବସରେ ଯାତ୍ରା…

ଆଜିଠୁ ଜିଓ ପ୍ଲାନର ଶୁଳ୍କ ବୃଦ୍ଧି

ଆଜିଠୁ ଲାଗୁହେବ ଜିଓର ନୂଆ ପ୍ଲାନ୍ । ଉଭୟ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ପ୍ଲାନର ହେବ ଶୁଳ୍କ ବୃଦ୍ଧି । ଦେଶର ବୃହତ୍ତମ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ୍ ଆଜିଠୁ ମୋବାଇଲ୍ ଶୁଳ୍କ ବୃଦ୍ଧି କରିବା ନେଇ ଘୋଷଣା କରିଛି । ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ୨୮ ମାସର ବୈଧତାର ମାସିକ ଯୋଜନା…

ଆଜିର ରାଶିଫଳ

ମେଷ: ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଖର୍ଚ୍ଚ ବଢ଼ିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ । କିଛି ବିନିଯୋଗ ସମ୍ବନ୍ଧୀୟ ଯୋଜନା ପ୍ରସ୍ତୁତ କରିପାରନ୍ତି ।…

ସୁସ୍ଥ ହେଲେ ଶ୍ରୀଜୀଉ,ଗଜପତି ମହାରାଜଙ୍କ ପାଖକୁ ଯିବ ବାର୍ତ୍ତା

୧୧ ଦିନର ନିରବଛିନ୍ନ ସେବା ପରେ ସୁସ୍ଥ ହେଲେ ଶ୍ରୀଜୀଉ । ପୁଣି କୋଳାହଳମୟ ବଡ ଦେଉଳ। ଆଜି ଗଜପତି ମହାରାଜଙ୍କ ପାଖକୁ ଯିବ ମହାପ୍ରଭୁଙ୍କ ସୁସ୍ଥତା ବାର୍ତ୍ତା । ବଡ଼ଦେଉଳରେ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ । ଫୁଲୁରି ତେଲ ଏବଂ ଓଷ ଲାଗି ପରେ ମଙ୍ଗଳବାର ଖଳି ଲାଗି ଏକାଦଶୀ ଅବସରରେ ଠାକୁରେ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପ୍ରଫେସର ପଦ ଖାଲି

ରାଜ୍ୟର ବ୍ରହ୍ମପୁର ବିଶ୍ୱବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀମାନେ ପ୍ରାସଙ୍ଗିକ ବିଷୟରେ ମାଷ୍ଟର ଡିଗ୍ରୀ କରିଥିବା ଆବଶ୍ୟକ । ଜୁଲାଇ ୧୦ ତାରିଖ ଆବେଦନର ଅନ୍ତିମ ତାରିଖ ରହିଛି । ଆବେଦନ କରିବା ପୂର୍ବରୁ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ଭଲ…

ଇତିହାସରେ ଆଉ ଏକ ସଫଳତାର ନାଁ କଲା ଇସ୍ରୋ

ଦେଶର ପ୍ରଥମ ସୋଲାର ମିଶନ୍ Aaditya L1 ସୂର୍ଯ୍ୟ ଏବଂ ପୃଥିବୀ ମଧ୍ୟସ୍ଥ ଏଲ୧ ଲେଙ୍ଗ୍ରେଜିୟନ୍ ବିନ୍ଦୁ ବା ହେଲୋ ଅର୍ବିଟର ଚାରି ପାଖରେ ପ୍ରଥମ ରାଉଣ୍ଡ ପୂରଣ କରିଛି । ଗତବର୍ଷ ସେପ୍ଟେମ୍ବର ୨ ତାରିଖରେ ଏହାକୁ ଲଞ୍ଚ କରା ଯାଇଥିବା ବେଳେ ଚଳିତବର୍ଷ ଜାନୁୟାରୀ ୬ ତାରିଖରେ ଏହାକୁ ହେଲୋ…

ଧନ୍‌କର-ଖାର୍ଗେ ମୁହାଁମୁହିଁ

ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ମଙ୍ଗଳବାର ଜୋର୍‌ଦାର ବାକ୍‌ଯୁଦ୍ଧ ଦେଖିବାକୁ ମିଳିଥିଲା। ଏପରିକି ଧନ୍‌କର କ୍ଷୁବ୍ଧ ହୋଇ ଖାର୍ଗେଙ୍କ ସ୍ଥାନରେ କଂଗ୍ରେସ ନେତା ଜୟରାମ ରମେଶ ବିରୋଧୀ ଦଳ ନେତା ହେବା…

ଭାରତ-ପାକିସ୍ତାନ ସମ୍ପର୍କକୁ ନେଇ ମୁହଁ ଖୋଲିଲା ଆମେରିକା

ଭାରତର ସ୍ପଷ୍ଟ ଆଭିମୁଖ୍ୟ ରହିଛି, ଯେପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ନିୟନ୍ତ୍ରଣ ନ କରେ ସେ ପର୍ଯ୍ୟନ୍ତ କୌଣସି ଆଲୋଚନା ହେବ ନାହିଁ। ଭାରତ-ପାକିସ୍ତାନ ସମ୍ପର୍କକୁ ନେଇ ଆମେରିକାର ବିବୃତ୍ତି ପୁଣି ଥରେ ସାମ୍ନାକୁ ଆସିଛି। ଆତଙ୍କବାଦକୁ ନେଇ ଆମେରିକା ମଧ୍ୟ ଏକ ବଡ଼ କଥା…