ବାହାରିବ ୫୦ ହଜାର ଚାକିରି

ଆଗାମୀ ୩ ବର୍ଷ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ୫୦ ହଜାର ନୂଆ ଚାକିରି ଏବଂ ଅପ୍ରତ୍ୟାଶିତ ଭାବେ ୫ରୁ ୭ ଲକ୍ଷ ଲୋକଙ୍କୁ ରୋଜଗାର ଦେବାକୁ ସରକାର ଯୋଜନା କରୁଥିବା ଜଣାପଡ଼ିଛି । ଉତ୍ତର ପ୍ରଦେଶର ଯୋଗୀ ସରକାର ଏହି ଦାବି କରିଛନ୍ତି । ନୋଏଡାରେ ଉତ୍ତର ପ୍ରଦେଶ ସରକାର ପ୍ରୋଜେକ୍ଟ ଫିଲ୍ମ ସିଟି ଉପରେ…

କୋଲେଷ୍ଟରଲ କମାଏ ଅଁଳାରସ 

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ ରକ୍ତଚାପରୁ ମିଳିଥାଏ ମୁକ୍ତି। ପିପ୍‌ପଳୀ ସହିତ ସୈନ୍ଧବ ଲୁଣ ଏକତ୍ର ଚୂର୍ଣ୍ଣ କରି ସେଥିରେ ଅଁଳାରସ ମିଶାଇ ଉଷୁମ ଜଳ ସହିତ ସେବନ କଲେ ବଦହଜମି,…

ଜିଆଇଏସ୍‌ କ’ଣ?

ଇପିଏଫ୍‌ଓ ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍‌ ଇନ୍‌ସୁରାନ୍ସ ସ୍କିମ(ଜିଆଇଏସ୍‌) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍‌ ୨୧,୨୦୨୪ରେ ଜାରି ସର୍କୁଲାରରେ କୁହାଯାଇଛି ଯେ ୦୧.୦୯.୨୩ ପରେ…

ବଦଳିପାରେ ହାଇସ୍କୁଲ ୟୁନିଫର୍ମ

ଆଗାମୀ ଦିନରେ ବଦଳିପାରେ ସ୍କୁଲ ୟୁନିଫର୍ମ। ଏନେଇ ସଙ୍କେତ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ଯେପରି ଅଛି, ସେହିପରି ରହିବ। ହେଲେ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗ ପରିବର୍ତ୍ତନ କରାଯାଇପାରେ। ଏନେଇ ଆଲୋଚନା…

ରାଜ୍ୟବାସୀଙ୍କୁ ଡବଲ୍ ଇଂଜିନ୍ ସରକାରର ପ୍ରଥମ ଭେଟି: ଦାସବର୍ମା

ଆନ୍ତର୍ଜାତିକ ବିମାନବନ୍ଦରର ଘରୋଇକରଣକୁ ବିରୋଧ କରିଛି ବିଜେଡି। ଦଳର ମୁଖପାତ୍ର ତଥା ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସବର୍ମା କହିଛନ୍ତି, ବିମାନବନ୍ଦରର ଘରୋଇକରଣ ଖବର ରାଜ୍ୟବାସୀଙ୍କୁ ଆଶ୍ଚର୍ଯ୍ୟ କରିଛି। କାରଣ ଦ୍ୱିତୀୟ ପର୍ଯ୍ୟାୟରେ ଘରୋଇକରଣ ହେବାକୁ ଥିବା ବିଜୁ ପଟ୍ଟନାୟକ…

ଧାନମଣ୍ଡି କୁ ଜଗିବ ସିସିଟିଭି

ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ବୟାନ । “ରାଜ୍ୟର ସବୁ ଧାନମଣ୍ଡିରେ ଲାଗିବ ସିସିଟିଭି । ଧାନମଣ୍ଡିରୁ ମିଲକୁ ଯାଉଥିବା ଗାଡ଼ିରେ ଲାଗିବ ଜିପିଏସ୍ । ବୈଷୟିକ କୌଶଳ ବ୍ୟବହାର କରାଯାଇ ରୋକାଯିବ ଦୁର୍ନିୀତି । ବିଭାଗୀୟ ଅଧିକାରୀଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଦୁଇ ମାସ…

ଟ୍ରୁକଲର ସହ ଏଚ୍‌ଡିଏଫ୍‌ସି ଇର୍ଗୋର ବୁଝାମଣା

ଏଚ୍‌ଡିଏଫ୍‌ସି ଇର୍ଗୋ ଏବଂ ବୈଷୟିକ ଯୋଗାଯୋଗ ପ୍ଲାଟ୍‌ଫର୍ମ ଟ୍ରୁକଲର ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଛି। ଏପରିକି ଭାରତରେ ଡିଜିଟାଲ ଯୋଗାଯୋଗ ଠକେଇରୁ ଗ୍ରାହକଙ୍କୁ ଅଧିକ ସୁରକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘ଫ୍ରଡ୍‌ ଇନ୍‌ସ୍ୟୁରାନ୍ସ’ର ଶୁଭାରମ୍ଭ କରାଯାଇଛି। ଅପରପକ୍ଷରେ ସାଇବର…

ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିଲ୍ଲୀସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।…

ଅଭ୍ୟାସ ବେଳେ ଭାସିଗଲା ସେନା ଟ୍ୟାଙ୍କ , ସହିଦ ହେଲେ ଯବାନ

ଲଦାଖରେ ଭାରତୀୟ ସେନା ବଡ ଦୁର୍ଘଟଣାର ସାମ୍ନା କରିଛି । ଦୌଲତବେଗ ଓଲ୍ଡି ଅଞ୍ଚଳରେ ସେନାର ଯବାନ ଟ୍ୟାଙ୍କ ଅଭ୍ୟାସ କରୁଥିବା ବେଳେ ନଦୀରେ ଅଚାନକ ଜଳସ୍ତର ବଢିଥିଲା । ଜଳସ୍ତର ବଢିବା କାରଣରୁ କିଛି ଟ୍ୟାଙ୍କ୍ ନଦୀରେ ଭାସି ଯାଇଛି ।  ଏହି ଦୁର୍ଘଟଣାରେ ସେନାର କିଛି ଯବାନ ସହିଦ ହୋଇଥିବା…

ଶରୀର ପାଇଁ ବରଦାନ ଗିଲୋଇ

ଆମେ ପ୍ରକୃତି କୋଳରୁ ଜନ୍ମିତ । ପ୍ରକୃତିରେ ଥିବେ ବିଭିନ୍ନ ଔଷଧିୟ ବୃକ୍ଷ ନାନା ପ୍ରକାରର ରୋଗରୁ ଆମକୁ ରକ୍ଷା କରିବାରେ ସହାୟକ ହୋଇଥାଏ । ସୁସ୍ଥ ଜୀବନଶୈଳୀ ପାଇଁ ପ୍ରକୃତିର ଏକ ବରଦାନ ହେଉଛି ଗୁଳୁଚି । ଯାହାକୁ ଗିଲୋଇ ମଧ୍ୟ କୁହାଯାଏ । ଏହା ଆମ ଶରୀର ପାଇଁ ବହୁ ଲାଭଦାୟକ ବୋଲି ବିବେଚନା…