ଟି -୨୦ ବିଶ୍ୱକପ : ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା
ଆଜି ଟି-୨୦ ବିଶ୍ୱକପର ଟାଇଟଲ ପାଇଁ ପଡିଆରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା । ହେଲେ ଏହି ବହୁ ପ୍ରତୀକ୍ଷିତ ମ୍ୟାଚ ଉପରେ ବର୍ଷାର ବିପଦ ରହିଛି । ସ୍ଥାନୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାର୍ବାଡୋସରେ ହେବାକୁ ଥିବା ଏହି ମ୍ୟାଚକୁ ବର୍ଷା ଧୋଇଦେବା ଆଶଙ୍କା ରହିଛି ।…