ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ
ଜମି ଦୁର୍ନୀତି ମାମଲାରେ ଗତ ଜାନୁଆରିରେ ଗିରଫ ହୋଇଥିବା ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସୋରେନଙ୍କୁ ନିକଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ କରାଯାଇଥିଲା। ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା ଯେ ଝାରଖଣ୍ଡ…