ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ
ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେବା ସହିତ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁତ ଆଶା ଆକାଂକ୍ଷା ରହିଛି। ରାଜ୍ୟ ବଜେଟ୍ରେ ଏହା ପ୍ରତିଫଳିତ ହେବା ଆବଶ୍ୟକ। …