ଆଜି ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି

ଆଜିଠୁ ଆରମ୍ଭ ହେବ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ । ଶ୍ରୀମନ୍ଦିରରେ ଦଇତା ପ୍ରବେଶ ନୀତି ହୋଇଥିବା ବେଳେ ବଡ଼ସିଂହାର ବେଶ ପରେ ଭୋଗ ହୋଇ ପହୁଡ଼ ଆଳତି ହେବ । ଏହାପରେ ଶ୍ରୀ ମୁଖ ଖଣ୍ଡୁଆ ଓ ବାହୁଟ କଂଟ ସରିବା ପରେ ହେବ ଚାର ବନ୍ଧା କାର୍ଯ୍ୟ । ଦିନ ଗୋଟାଏ ସୁଦ୍ଧା ସେନାପଟା ଲାଗି…

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

ଆଜି  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ…

ଆଜିର ରାଶିଫଳ

ମେଷ: ଚାକିରି ବଦଳାଇବା ପାଇଁ ମନସ୍ଥ କରିପାରନ୍ତି। ବ୍ୟବସାୟରେ ଦୂରସ୍ଥାନକୁ ଯାଇପାରନ୍ତି। ରାଜନେତାଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଶାନ୍ତି ବଜାୟ ରହିବ। ‌ ବୃଷ: ବ୍ୟକ୍ତିତ୍ବକୁ ବିକାଶ ଲାଗି ଭଲ ଦିନଟିଏ। ବ୍ୟବସାୟରେ ଧନଲାଭର ସୁଯୋଗ ପାଇବେ। ସୁସମ୍ବାଦ ପାଇବେ। ସାଥୀ ସହିତ…

ସୁଇଜରଲ୍ଯାଣ୍ଡ ଶାନ୍ତି ସମ୍ମିଳନୀରେ

ଋଷ-ୟୁକ୍ରେନ ଯୁଦ୍ଧର ଅବସାନ ଲାଗି ସୁଇଜରଲ୍ଯାଣ୍ଡ ପକ୍ଷରୁ କରାଯାଇଥିବା ଶାନ୍ତି ସମ୍ମିଳନୀରେ ଅନିଶ୍ଚିତତା । ଏହି ମିଳିତ ଘୋଷଣାନାମାରେ ସ୍ବାକ୍ଷର ଲାଗି ଅଗ୍ରାହ୍ୟ ପ୍ରକାଶ କରିଛନ୍ତିି ଭାରତ ଓ ଅନ୍ଯ ୬ ରାଷ୍ଟ୍ର । ଶାନ୍ତି ପ୍ରତିଷ୍ଠା ଲାଗି ସମସ୍ତ ଅଂଶୀଦାର ଏଥିରେ ସାମିଲ ହୁଅନ୍ତୁ ବୋଲି…

ବାତିଲ ହେଲା ଏନଟିଏ ପରୀକ୍ଷା

ନ୍ୟାସନ୍ୟାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ଗତ ୧୮ ତାରିଖରେ ଦେଶର ବିଭିନ୍ନ ସହରରେ ୟୁଜିସି-ନେଟ୍ ଆୟୋଜିତ ହୋଇଥିଲା । ଦୁଇଟି ଶିଫ୍ଟରେ ଓଏମଆର (ପେନ ଓ ପେପର) ମୋଡ଼ରେ ଏହି ପରୀକ୍ଷା ଆୟୋଜିତ ହୋଇଥିଲା । ଆଜି ଗୃହ ମନ୍ତ୍ରଣାଳୟର ଭାରତୀୟ ସାଇବର…

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ

ପଟିଆଛକର ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବା ଖବର ସାମ୍ନାକୁ ଆସିଛି । ଆପାର୍ଟମେଣ୍ଟର ଗୋଟିଏ ମହଲାରେ ଏହି ଅଗ୍ନିକାଣ୍ଡଟି ଘଟିଛି । ହୁତହୁତ ହୋଇ ଜଳୁଛି ଏହି ଆପାର୍ଟମେଣ୍ଟ । ଏହି ଅଗ୍ନିକାଣ୍ଡ କେଉଁ କାରଣ ପାଇଁ ଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।ଭୟଙ୍କର ନିଆଁ…

ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ଓଡ଼ିଶା ବାସୀ

ମୌସୂମୀର ଲୁଚକାଳି ଖେଳରେ ହନ୍ତସନ୍ତ ହେଉଛନ୍ତି ସାରା ଓଡ଼ିଶା ବାସୀ । ତେବେ ବର୍ତ୍ତମାନ ମିଳିଥିବା ଖବର ଅନୁସାରେ, ଆଗାମୀ ୨ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ । ଏହି ୨ ଦିନ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ଜାଣିବାକୁ ମିଳିଛି । ବିଶେଷ କରି…

ସରିଲା ବିଜେଡି ବିଧାୟକ ଦଳ ବୈଠକ ,ବିରୋଧୀ ଦଳ ନେତା ହେଲେ ନବୀନ

ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ ଦଳ ନେତା ହୋଇଛନ୍ତି। ୫ ଥର ମୁଖ୍ୟମନ୍ତ୍ରୀ ରହିବା ପରେ ସେ…

ବଜାରକୁ ଆସିଗଲା ସୋନି ରିଅନ୍ ପକେଟ୍ ୫ ଏସି

ଖରାରୁ ରକ୍ଷା ପାଇବା ପାଇଁ ବଜାରରେ ବିଭିନ୍ନ ଜିନିଷ ଉବଲବ୍ଧ। ଯାହା ଆପଣଙ୍କୁ ଖରାର ପ୍ରଭାବରୁ ରକ୍ଷା କରି ପାରିବ। ଏବେ ଏଭଳି ଏକ ପ୍ରକାର ଏସି ଆସି ଯାଇଛି, ଯାହାକୁ ଲକେଟ୍ ଭଳି ପିନ୍ଧି ବୁଲି ପାରିବେ। ବଜାରରେ ଏଭଳି ଏକ ଏସି ହେଉଛି ସୋନି ରିଅନ୍ ପକେଟ୍ ୫ ଏସି। ଯାହାକୁ ଆପଣ ଲକେଟ୍ ଭଳି…

ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କଲେ ମୋଦୀ

ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ।ହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବି ବୁଲି ଦେଖିଥିଲେ। ୧୭୪୯ କୋଟି ଟଙ୍କା ବିନିମୟରେ ଏହି ନୂତନ କ୍ୟାମ୍ପସ ନିର୍ମାଣ କରାଯାଇଛି। ଏଥିରେ ୨ଟି ଏକାଡେମିକ ବ୍ଲକ…