ଭାରତ-ଏ ଦଳ ପାଇଁ ଅଧିନାୟକ ହେଲେ ରିଷଭ ପନ୍ତ

ଭାରତ-ଏ ଦଳ ଦକ୍ଷିଣ ଆଫ୍ରିକା-ଏ ଦଳ ବିପକ୍ଷରେ ଦୁଇଟି ଚାରି ଦିନିଆ ମ୍ୟାଚ୍ ଖେଳିବ। ଏହି ସିରିଜ ପାଇଁ ଭାରତ-ଏ ଦଳ ଘୋଷଣା କରାଯାଇଛି। ଏହି ମ୍ୟାଚ୍ ପାଇଁ ଋଷଭ ପନ୍ତ ଦଳର ଅଧିନାୟକ ନିଯୁକ୍ତ କରାଯାଇଥିବା ବେଳେ ସାଇ ସୁଦର୍ଶନଙ୍କୁ ଉପ-ଅଧିନାୟକ ନିଯୁକ୍ତ କରାଯାଇଛି। ଦୁଇଟି ଚାରି ଦିନିଆ ମ୍ୟାଚ୍…

‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ…

ଲୋକଙ୍କ ସରକାରରେ ଲୋକଙ୍କ ଉନ୍ନତି ଓ ବିକାଶକୁ ପ୍ରାଥମିକତା ଦେଇ 'ଅନ୍ତ୍ୟୋଦୟ ଗୃହ ଯୋଜନା' ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି। ଏହାଦ୍ବାରା ପ୍ରତ୍ୟେକ ନାଗରିକ ମର୍ଯ୍ୟାଦାପୂର୍ଣ୍ଣ ଜୀବନଯାପନ କରିବେ ବୋଲି ମୋର…

ଆଜିଠୁ ଏଚ୍-୧ବି ଭିସା ପାଇଁ ନୂତନ ନିୟମ ଲାଗୁ

ଶୁଳ୍କ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଉ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ସେପ୍ଟେମ୍ବର ମାସରେ ‌ସେ ଏଚ୍-୧ବି ଭିସା ପାଇଁ ନିୟମ ପରିବର୍ତ୍ତନ କରିଥିଲେ, ଯାହା ଆଜିଠୁ ଲାଗୁ ହୋଇଛି। ନୂତନ ନିୟମ ଅନୁଯାୟୀ, ଏବେ କିଛି ଏଚ୍-୧ବି ଭିସା ଧାରକ ଆଉ ଅଣ-ପ୍ରବାସୀ ଶ୍ରମିକ…

ଧୂଆଁମୟ ଦିଲ୍ଲୀର ଆକାଶ

ଗତକାଲି ଦିପାବଳୀ ପରେ ପରେ ପୂରା ଧୂଆଁମୟ ହୋଇଯାଇଛି ରାଜଧାନୀ ଦିଲ୍ଲୀର ଆକାଶ। ଦୀପାବଳିର ଗୋଟିଏ ଦିନ ପରେ ମଙ୍ଗଳବାର ଦିଲ୍ଲୀକୁ ବିଷାକ୍ତ କୁହୁଡ଼ି ଘୋଡ଼ାଇ ରଖିଥିବାର ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିର୍ଦ୍ଧାରିତ ସମୟ ସୀମାକୁ ଉଲ୍ଲଂଘନ କରି ଲଗାତର ଭାବେ ବାଣ ମାରି…

ନୂଆପଡା ବିଧାନସଭା ଉପ ନିର୍ବାଚନ, ସରିଲା ନାମାଙ୍କନ, ଆଜିଠୁ ଜମିବ ପ୍ରଚାର

ସରିଲା ନାମାଙ୍କନ, ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ  ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ…

ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ

ଆଜି ଲଘୁଚାପ, ଆସନ୍ତାକାଲି ନେଇପାରେ ଅବପାତର ରୂପ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ…

ଆଜିର ରାଶିଫଳ

ମେଷ: ବ୍ୟବସାୟରେ ବଡ଼ ଡ଼ିଲ୍ ଫାଇନାଲ ହେବା ଯୋଗୁଁ ଘରେ ସମାରୋହ କରିବେ। ରଚନାତ୍ମକ କାର୍ଯ୍ୟରେ ମନ ଲାଗିବ। ତଳିଆ କର୍ମଚାରୀ ଆପଣଙ୍କଠୁ କାମ ଶିଖିବାକୁ ପସନ୍ଦ କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ବୃଷ: ପୂର୍ବରୁ କରିଥିବା କୌଣସି ସାମାଜିକ କାର୍ଯ୍ୟ ପାଇଁ ସମ୍ମାନିତ…

INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ

INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ଉତ୍ସବ ମନାଇବା ସହ  ସମ୍ୱୋଧନ କରିଛନ୍ତି । ଦେଶର ସମସ୍ତ ସେନାବୀର  ଓ ତାଙ୍କ ପରିବାର ଲୋକଙ୍କୁ ଜଣାଇଛନ୍ତି ଶୁଭେଚ୍ଛା । ଏହି ଅବସରରେ ସେ କହିଛନ୍ତି ସେନା ଶକ୍ତିଶାଳୀ ହେବା ପାଇଁ ଆତ୍ମନିର୍ଭଳଶୀଳ ହେବା ଜରୁରୀ । ଗତ…

ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ଶେଷ ଦିନ ଥିବା ବେଳେ ସୋମବାର ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ ନାମାଙ୍କନ ଭରିଛନ୍ତି। ୧୮ରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ଭାଜପା ଓ କଂଗ୍ରେସ। ଭାଜପାରୁ ଜୟ ଢୋଲକିଆ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ କଂଗ୍ରେସରୁ ଘାସିରାମ ମାଝୀ…

ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଆସନ୍ତା ମଙ୍ଗଳବାର, ୨୧ ଅକ୍ଟୋବର ୨୦୨୫ରେ ‘ପୋଲିସ ସ୍ମାରକୀ ଦିବସ’ରେ ନୂଆଦିଲ୍ଲୀସ୍ଥିତ ଜାତୀୟ ପୋଲିସ ସ୍ମାରକୀରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ୧୯୫୯ ମସିହା ଅକ୍ଟୋବର ୨୧ ତାରିଖରେ ଲଦାଖର ହଟ୍ ସ୍ପ୍ରିଙ୍ଗ ଅଞ୍ଚଳରେ ଏକ…