ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟ ଯୁଦ୍ଧ 

ଭାରତ ଏବଂ ଚୀନ୍ ମଧ୍ୟରେ ଚାଲିଥିବା ‘ଲଢ଼େଇ’ ଉଭୟ ଦେଶ ଉପରେ ଅଧିକ ପ୍ରଭାବ ପକାଉଛି । ଏହି କାରଣରୁ, ଗତ କିଛି ବର୍ଷ ମଧ୍ୟରେ ୧ ଲକ୍ଷ ଚାକିରି ଚାଲିଯିବା ସହ କୋଟି କୋଟି ଟଙ୍କା କ୍ଷତି ମଧ୍ୟ ହୋଇଛି ।ଏହା ଏକ ସୀମା ଯୁଦ୍ଧ ନୁହେଁ ବରଂ ପରସ୍ପର ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ । ତଥାପି ଏହାର ତାର…

ରାଜ୍ୟବାସୀଙ୍କ ଗ୍ରୀଷ୍ମପ୍ରବାହରୁ ମିଳିବ ମୁକ୍ତି

ଆଉ ୨ ଦିନ ପରେ ତାତିରୁ ମୁକ୍ତି ପାଇବେ ଓଡ଼ିଶାବାସୀ । ରାଜ୍ୟରେ ଆସନ୍ତା ୧୭ ତାରିଖରୁ ବର୍ଷା ଆରମ୍ଭ ହେବା ନେଇ ଅନୁମାନ କରାଯାଉଛି । ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ସମେତ ଗଞ୍ଜାମ ଗଜପତି ଏବଂ ରାୟଗଡ଼ା ଇତ୍ୟାଦି ଜିଲ୍ଲାରେ…

ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି । ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଶ୍ରୀ ଦାସ ପୂର୍ବତନ ରାଜ୍ୟପାଳଙ୍କ ଆତ୍ମାର ସଦଗତି ନିମନ୍ତେ କାମନା କରିବା ସହିତ…

ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ

ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୧୬ ଜଣଙ୍କ ଭିତରେ ବିଭାଗ ବଣ୍ଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ…

ମୋଦୀ-ମେଲୋନି ସେଲଫି ଭାଇରାଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାକୁ ଇଟାଲୀ ଯାଇଥିଲେ। ଆପୁଲିଆଠାରେ ହେଉଥିବା ଏହି ବୈଠକରେ ଯୋଗଦେବା ଏବଂ ବହୁ ବିଶ୍ୱସ୍ତରୀୟ ନେତାଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶକୁ ଫେରିଛନ୍ତି। ତାଙ୍କର ଏହି ଗସ୍ତ ଅତ୍ୟନ୍ତ ସଫଳ ରହିଛି ବୋଲି…

ଟି୨୦ ବିଶ୍ବକପ ମ୍ୟାଚ୍: ଆଜି ଭାରତ-କାନାଡା ମ୍ୟାଚ୍

ଆଜି(ଶନିବାର) ଭାରତ ଓ କାନାଡା ମଧ୍ୟରେ ଗ୍ରୁପ-ଏ ର ଏକ ମ୍ୟାଚ ଫ୍ଲୋରିଡାର ଲୌଡରହିଲରେ ଖେଳାଯିବ। ଭାରତ ସୁପର-୮ରେ ପ୍ରବେଶ କରିସାରିଥିବାବେଳେ ଶେଷ ମ୍ୟାଚକୁ ଜିତି ଗ୍ରୁପ ଶୀର୍ଷରେ ରହିବାକୁ ଉଦ୍ୟମ କରିବ। ଅନ୍ୟପକ୍ଷରେ କାନାଡା ୩ଟି ମ୍ୟାଚରୁ ମାତ୍ର ଗୋଟିଏ ବିଜୟ ସହ ୪ର୍ଥ ସ୍ଥାନରେ ରହିଛି। …

ପାରା ଏବଂ ଗୁଣ୍ଡୁଚିମୂଷାଙ୍କ ସଂଖ୍ୟା ହ୍ରାସ ଉପରେ ଗୁରୁତ୍ୱ – ଗର୍ଭନିରୋଧକ ବଟିକା ଦେବାକୁ ଯୋଜନା

ଅତୀତରେ ରାଜା ଏବଂ ସମ୍ରାଟମାନଙ୍କ ପାଇଁ ପରାରା ଏକ ଦୂତର କାର୍ଯ୍ୟ ତୁଲାଉଥିଲା। ମାତ୍ର ଏବେ ପାରା ମଣିଷ ଏବଂ ପ୍ରକୃତି ପାଇଁ ବିପଦ ପାଲଟିଛି। ଆମେରିକୀୟ ଏବଂ ୟୁରୋପୀୟ ବୈଜ୍ଞାନିକମାନେ ଏହା କହିଛନ୍ତି। ଏହି କାରଣରୁ ବର୍ତ୍ତମାନ ଏହି ପାରା ଏବଂ ଗୁଣ୍ଡୁଚିମୂଷାଙ୍କ ସଂଖ୍ୟା ହ୍ରାସ ଉପରେ…

ନିଟ୍‌‌ ଅନିୟମିତତା – ୫ ଗିରଫ

ନିଟ୍‌‌ ଅନିୟମିତତା ଅଭିଯୋଗରେ ଗୁଜରାଟ ପୁଲିସ ଗୋଧ୍ରାରୁ ୫ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ପରୀକ୍ଷା କେନ୍ଦ୍ରର ଅଧ୍ୟକ୍ଷ ବା ପ୍ରିନ୍ସିପାଲ ଅଛନ୍ତି। ଏମାନେ ୨୭ ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ସହାୟତା କରିଥିବା ଜଣାପଡ଼ିଛି। ଏପରି କି ପରୀକ୍ଷାରେ ସହାୟତା ପାଇଁ ପ୍ରତି…

ମୋଟ୍ ୫୪ ଔଷଧର ଦର ଶସ୍ତା ହୋଇଛି

ବାସ୍ତବରେ, କୋଟି କୋଟି ଲୋକଙ୍କୁ ଆଶ୍ବସ୍ତି ପ୍ରଦାନ କରି ସରକାର କିଛି ଅତ୍ୟାବଶ୍ୟକ ଔଷଧର ଦର ହ୍ରାସ କରିଛନ୍ତି। ନାକ, କାନ, ହୃଦୟ ଏବଂ ମଧୁମେହ ରୋଗର ଚିକିତ୍ସାରେ ବ୍ୟବହୃତ ଔଷଧଗୁଡ଼ିକ ବର୍ତ୍ତମାନ କମ୍ ମୂଲ୍ୟରେ ଉପଲବ୍ଧ ହେବ। ଏସବୁ ବ୍ୟତୀତ ଲୋକମାନେ କମ୍ ମୂଲ୍ୟରେ ମଲ୍ଟିଭାଇଟାମିନ୍ ଔଷଧ…

ବୋହୂ ଆମର ମେଟ୍ରିକ୍‌ ଫେଲ୍‌’

ଜୀସାର୍ଥକରେ ଆସନ୍ତା ୧୬ ଜୁନ ରବିବାର ସନ୍ଧ୍ୟା ସାଢ଼େ ୬.୩୦ରେ ପ୍ରଦର୍ଶିତ ହେବ ଟେଲି ସିନେମା ‘ବୋହୂ ଆମର ମେଟ୍ରିକ୍‌ ଫେଲ୍।’ ଏଥିରେ ଏକ ନୂଆ ଧରଣର ତଥା ଭିନ୍ନ ସ୍ବାଦର ମୌଳିକ କାହାଣୀ ଦର୍ଶକ ଦେଖିବାକୁ ପାଇବେ। ସୋମନାଥ ସାଇନ୍ ପ୍ରଡକ୍‌ସନ୍ ହାଉସ୍ ଦ୍ୱାରା ନିର୍ମିତ ଏହି ଟେଲି ସିନେମାର…