ବନସ୍ତେ ଡ଼ାକିଲା ଗଜ ……..ଆସିଛି ରଜ
ଓଡ଼ିଶାର ପାରମ୍ପାରିକ ଗଣ ପର୍ବ ରଜ । ପୁରୁଣା ପରମ୍ପରା ଅନୁସାରେ ପହିଲି ରଜ ପାଳନ ପାଳୁଛନ୍ତି ଯୁବତୀ ।ଆଜି ପହିଲି ରଜ । ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ ।…