ବଦଳୁଛି ‘ନବୀନ ନିବାସ’

ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାରେ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନବୀନ…

NHAIର ବଡ଼ ଘୋଷଣା

NHAI, ଫାସଟ୍ୟାଗ୍ ମାଧ୍ୟମରେ ଟିକସ ସଂଗ୍ରହ ସମୟରେ ଯାତ୍ରୀଙ୍କୁ ହେଉଥିବା ଅସୁବିଧାରୁ ମୁକ୍ତ କରିବା ପାଇଁ ଟୋଲ ପ୍ଲାଜାରେ IT ବ୍ୟବସ୍ଥା ଏବଂ ହାର୍ଡ଼ୱେୟାର ନିୟୋଜନରେ ଏକ ବଡ଼ ପରିବର୍ତ୍ତନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି କାର୍ଯ୍ୟ ପାଇଁ ଏଜେନ୍ସୀ ଅଭିଜ୍ଞତା ଥିବା କମ୍ପାନୀଗୁଡ଼ିକୁ ସୁଯୋଗ…

ଇଟାଲୀ ଗସ୍ତରେ ମୋଦୀ

୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଇଟାଲୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି। ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ…

SSB ଜାରି କଲା ଆଡମିଟ୍ କାର୍ଡ

କିଛି ମାସ ତଳେ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଓଡ଼ିଶା, ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟରେ ମୋଟ ୬୦ଟି, ସିଏଚଏସଇ ଓଡ଼ିଶାରେ ୨୮ଟି ଓ ବିଏସଇ…

ନିଟ୍ ପରୀକ୍ଷା – ଆଉଥରେ ପରୀକ୍ଷା ଦେବେ ୧୫୬୩ ଛାତ୍ରଛାତ୍ରୀ

ନିଟ୍‌‌-ୟୁଜିକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଗୁରୁବାର ସୁପ୍ରିମକୋର୍ଟରେ ପୁଣି ଥରେ ଶୁଣାଣି ହୋଇଛି। ଏହି ସମୟରେ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ କେନ୍ଦ୍ର କହିଛି, ନିଟ୍‌ରେ ଛାତ୍ରଛାତ୍ରୀମାନଙ୍କୁ ଗ୍ରେସ୍‌ ମାର୍କ ପ୍ରଦାନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିଛି ନେସନାଲ ଟେଷ୍ଟିଂ…

୫୦ ତମ ଜି୭ ସମ୍ମିଳନୀ ,ଆଜିଠାରୁ ମୋଦୀଙ୍କ ଇଟାଲି ଗସ୍ତ ଆରମ୍ଭ

୫୦ ତମ ଜି୭ ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗସ୍ତ ଆରମ୍ଭ କରିବାକୁ ଯାଉଛନ୍ତି।ତୃତୀୟ କାର୍ଯ୍ୟକାଳ ପାଇଁ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଏହା ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ଯାତ୍ରା ଅଟେ।ଇଟାଲୀରେ ଜି-ସେଭେନ ବୈଠକ ବସୁଛି । ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ…

୨୩ ରେ ବିବାହ କରିବେ ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଏବଂ ଜହିର ଇକବାଲ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଏବଂ ଜହିର ଇକବାଲ ସେମାନଙ୍କ ବିବାହ ତାରିଖ ନିଶ୍ଚିତ କରିଛନ୍ତି। ସେମାନଙ୍କ ବିବାହ ନିମନ୍ତ୍ରଣ ମଧ୍ୟ ଜାରି କରିଛନ୍ତି। ଦମ୍ପତି ଜୁନ୍ ୨୩ ତାରିଖରେ ମୁମ୍ବାଇରେ ବିବାହ କରିବେ। ସେମାନଙ୍କ ବିବାହ ଖବର ପ୍ରଥମେ ଇଣ୍ଡିଆ ଟୁଡେ ଦ୍ୱାରା ନିଶ୍ଚିତ…

ଆସନ୍ତା ବର୍ଷ ଷ୍ଟକ୍ ବଜାର ନିମ୍ନଗାମୀ ହେବ – ଅର୍ଥନୀତିଜ୍ଞ ମତ

ଷ୍ଟକ୍ ବଜାରରେ ନିବେଶ କରୁଥିବା ଲୋକମାନଙ୍କୁ ଆମେରିକାର ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ସାବଧାନ କରିଛନ୍ତି। ୨୦୨୫ରେ ଏକ ବଡ଼ ଧରଣର ବିପଦ ଦେଖାଦେବ ବୋଲି ସେ ଆକଳନ କରିଛି। ସେହି ସଙ୍କଟ ୨୦୦୮ରେ ସମଗ୍ର ବିଶ୍ବରେ ଦେଖାଦେଇଥିବା ମାନ୍ଦାବସ୍ଥା ସମୟଠାରୁ ମଧ୍ୟ ଖରାପ ରହିବ ବୋଲି ସେ ଜଣାଇଛନ୍ତି।…

ମହାପ୍ରଭୁଙ୍କ ଆଶୀର୍ବାଦରେ ଏହା ସମ୍ଭବ ହେଇଛି, ତାଙ୍କ ଇଚ୍ଛାରେ ସବୁକିଛି ହୁଏ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ନେଇ ରଖିଲେ ପ୍ରତିକ୍ରିୟା । ପ୍ରଥମ କ୍ୟାବିନେଟରେ ୪ଟି ପ୍ରସ୍ତାବରୁ ପ୍ରଥମଟି କାର୍ଯ୍ୟକାରୀ ହୋଇଛି । ପ୍ରଥମ ପ୍ରସ୍ତାବ ଅନୁଯାୟୀ ଶ୍ରୀମନ୍ଦିରର ୪ ଦ୍ୱାର ଖୋଲାଯାଇଛି । ଭକ୍ତଙ୍କ…

ଆଜି ବିଶ୍ୱ ଆଲବିନିଜମ୍‌ ଦିବସ

ଆଲବିନିଜମ୍‌ (ଶ୍ୱେତ ଚର୍ମ) ଏକ ବିରଳ, ଅଣସଂକ୍ରାମ, ଜିନ୍‌ ଦ୍ୱାରା ସଂକ୍ରମିତ ହେଉଥିବା ଚର୍ମର ରଙ୍ଗ କଣିକାର ଏକ ପ୍ରକାର ରୋଗ ଏବଂ ଅବସ୍ଥା। ଏଥିପାଇଁ ଉଭୟ ମାତା ଏବଂ ପିତାଙ୍କର ଗୁଣସୂତ୍ର ହିଁ ଦାୟୀ। ଅନେକ ସମୟରେ ମାତାପିତାଙ୍କ ‘ଆଲବିନିଜମ’ ନ ଥାଇ ମଧ୍ୟ ପିଲାମାନଙ୍କୁ ହୋଇଥାଏ। ଏହି…