ନୂଆ ସରକାରରେ ସୁରମା ପାଢ଼ୀ ବାଚସ୍ପତି
ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି। ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏଥିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି।…