ପ୍ରଥମ ଥର ମୁହାଁମୁହିଁ ହେବେ ଦୁଇ ଦଳ
ଦୁଇ ଦିନ ତଳେ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନକୁ ରୋମାଞ୍ଚକ ଭାବେ ହରାଇଥିବା ଭାରତୀୟ କ୍ରିକେଟ୍ ଦଳ ତା’ର ଟ୍ବେଣ୍ଟି-୨୦ ବିଶ୍ବକପ୍ ମ୍ୟାଚ୍ରେ ବୁଧବାର ଅନ୍ୟତମ ଆୟୋଜକ ଆମେରିକାକୁ ଭେଟିବ। ଭାରତୀୟ ସମୟ ରାତି ୮ଟାରୁ ମ୍ୟାଚ୍ ଆରମ୍ଭ ହେବ। ବୁଧବାରର ଏହି ମ୍ୟାଚ୍ରେ ପୂର୍ବ…