ମଣିପୁର ମୁଖ୍ୟମନ୍ତ୍ରୀଙ୍କ କାରକେଡକୁ ଗୁଳିମାଡ଼

ବର୍ତ୍ତମାନ ଆଉ ଏକ ଖବର ସାମ୍ନାକୁ ଆସିଛି । ମଣିପୁର ମୁଖ୍ୟମନ୍ତ୍ରୀ ବିରେନ୍ ସିଂହଙ୍କ କାରକେଡକୁ ଆକ୍ରମଣ କରାଯାଇଛି । କୁକୀ ସଂପ୍ରଦାୟ ପକ୍ଷରୁ ଗୁଳି କରାଯାଇଛି ବୋଲି ସୂଚନା ମିଳିଛି । ତେବେ ସବୁଠାରୁ ଆଶ୍ୱସ୍ତିକର କଥା ହେଉଛି, ଏହି ଆକ୍ରମଣ ସମୟରେ ମୁଖ୍ୟମନ୍ତ୍ରୀ କାରକେଡରେ ନଥିବାର ସୂଚନା…

ବ୍ୟାଙ୍କିଂ ସେକ୍ଟରରେ ନିଯୁକ୍ତି

ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ୩ ହଜାର ପଦ ପୂରଣ ହେବ । ଏଥିପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ ଗତ ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଚାଲିବା ନେଇ ପ୍ରଥମେ ବିଜ୍ଞପ୍ତି ଜାରି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ ବ୍ୟାଙ୍କ ପକ୍ଷରୁ ଦୁଇଟି କରିଜେଣ୍ଡମ୍ ଜାରି କରାଯାଇଥିଲା ।…

ଫେସ୍ ଅଥେଣ୍ଟିକେସନ ଟେକ୍ନୋଲୋଜି

ଜୀବନର ଚଳଣିକୁ ସହଜ କରିବାକୁ ଇପିଏଫଓ ପକ୍ଷରୁ ୨୦୧୫ ମସିହାରେ ପେନସନଧାରୀଙ୍କ ପାଇଁ ଡିଜିଟାଲ ଲାଇଫ ସାର୍ଟିଫିକେଟ (ଡିଏଲଓ) ବ୍ୟବସ୍ଥା ଆରମ୍ଭ କରାଗଲା । ଇପିଏସ୍ ପେନସନଧାରୀଙ୍କ ପାଖରୁ ଇପିଏଫଓ ବାୟୋମେଟ୍ରିକ ପ୍ରମାଣନ ପ୍ରକ୍ରିୟାରେ ଡିଏଲସି ଗ୍ରହଣ କଲା । ବାୟୋମେଟ୍ରିକ ଭିତ୍ତିକ ଡିଏଲସି…

ଖୁବଶୀଘ୍ର ଜହିର ଇକବାଲଙ୍କ ହାତ ଧରିବେ ସୋନାକ୍ଷୀ

ଦୀର୍ଘ ଦିନ ଧରି ସୋନାକ୍ଷୀ ଜହିର ଇକବାଲଙ୍କ ସହ ପ୍ରେମ ସମ୍ପର୍କରେ ଅଛନ୍ତି। ଇତି ମଧ୍ୟରେ ଖବର ଆସିଛି ଯେ ଅଭିନେତ୍ରୀ ଜୁନ୍ ୨୩ରେ ମୁମ୍ବଇରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହାପରେ ପ୍ରଶଂସକଙ୍କ ମଧ୍ୟରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଚାଲିଛି। ସୂଚନାଯୋଗ୍ୟ ଯେ, ସୋନାକ୍ଷୀ…

କାନାଡ଼ାରେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳିକରି ହତ୍ୟା

ପଞ୍ଜାବର ଲୁଧିଆନାର ଜଣେ ଭାରତୀୟ ମୂଳ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତ ଜଣକ ହେଲେ ଯୁବରାଜ ଗୋୟଲ। ସେ ୨୦୧୯ ମସିହାରେ ଭିସା ନେଇ କାନାଡାରେ ପହଞ୍ଚିଥିଲେ ଏବଂ ନିକଟରେ ସେ କାନଡୀୟ ସ୍ଥାୟୀ ବାସିନ୍ଦା ମାନ୍ୟତା ପାଇଥିଲେ।୨୮ ବର୍ଷୀୟ ଯୁବରାଜ ଜଣେ ସେଲ୍‌…

ମୋଦୀଙ୍କ ତୃତୀୟ ପାଳିରେ ବଡ଼ ଅର୍ଥନୈତିକ ସଂସ୍କାର ପ୍ରକ୍ରିୟା ଜାରି ରହିବ

ମୋଦୀଙ୍କ ତୃତୀୟ ପାଳିରେ ବଡ଼ ଅର୍ଥନୈତିକ ସଂସ୍କାର ପ୍ରକ୍ରିୟା ଜାରି ରହିବ। ଅର୍ଥନୀତିଜ୍ଞମାନେ କହିଛନ୍ତି ଯେ ୨୦୨୪ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଲାଗି ମୋଦୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାହା ପୂରଣ କରିବାକୁ ହେଲେ ଭିତ୍ତିଭୂମି, ଶ୍ରମ ଓ ମାନୁଫାକ୍‌ଚରିଂ…

ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ…

ଫଳରେ ଥିବା ଭିଟାମିନ୍ ଓ ମିନେରାଲ୍ସ ତ୍ୱଚାକୁ ପୋଷକ ତତ୍ତ୍ୱ ଯୋଗାଇଥାଏ

ଯୁବତୀ ଓ ମହିଳା ମାନେ। ତ୍ୱଚା ସୁସ୍ଥ, ଚମକ, ଉଜ୍ଜ୍ୱଳ ରହୁ ବୋଲି ଇଚ୍ଛା। ମାତ୍ର ବୟସ ବଢିବା ସହ ଏହାର ପ୍ରଭାବ ତ୍ୱଚା, ଚର୍ମ, ବେକ ସହ ଶରୀରର ବିଭିନ୍ନ ଅଙ୍ଗରେ ଦେଖାଯାଇଥାଏ। ବୟସ ସହ ଧିରେ ଧିରେ ତ୍ୱଚା ଖରାପ ହେବାକୁ ଲାଗି ଥାଏ। ମୁହଁରେ କୁଞ୍ଚନ ସହ ତ୍ୱଚା ଜନିତ ଅନେକ ସମସ୍ୟା ନଜର…

ଆଜି ଦେବ ଦମ୍ପତ୍ତିି ବିବାହ ଉତ୍ସବ

ଆଜି ଦେବ ଦେବ ମହାଦେବଙ୍କ ବିବାହ ଉତ୍ସବ । ଆସନ୍ତାକାଲି ଶିତଳଷଷ୍ଠୀ ପର୍ବ । ଦେବ ଦମ୍ପତିଙ୍କ ବିବାହ ଉତ୍ସବ ପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଚଳଚଞ୍ଚଳ ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠ। ମନ୍ଦିରରେ ପ୍ରସିଦ୍ଧ ଶିବବିବାହ ଉତ୍ସବ ପାଇଁ ଉତ୍ସବ ମୁଖର ହୋଇ ଉଠିଛି ସମଗ୍ର ପୀଠ। ମନ୍ଦିର ପରିସର ଓ…

ପାକିସ୍ତାନ-ଚଇନା ଭାଇ ଭାଇ

ପାକିସ୍ତାନ ସହିତ ଏବେ ଚଇନା ହାତ ମିଶାଇ ଭାରତ ବିରୋଧୀ କାର୍ଯ୍ୟପାଇଁ ପ୍ରସ୍ତୁତ ହେଉଛି। ଦକ୍ଷିଣ ଏସିଆରେ ଶନିବାର ଦୁଇ ଦେଶ କଶ୍ମୀରକୁ ନେଇ ଥିବା ସମସ୍ୟାର ଏକତରଫା ସମାଧାନକୁ ବିରୋଧ କରିବା ନେଇ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଚଇନା ନେତୃତ଼୍ବଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…