ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ…

ଆଖି ପାଇଁ ମଧ୍ୟ ମହୌଷଧି ପରି କାମ କରେ କଲରା

କଲରାରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହାର ମୁଖ୍ୟ ଭୂମିକା ଅଛି ବୋଲି ଜଣାପଡ଼ିଛି। ‘କଲରା ଓ ରୋଗ ପ୍ରତିରୋଧକ ଶକ୍ତି’ ବିଷୟକୁ ନେଇ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରି ଏକଥା ଜାଣିପାରିଛନ୍ତି। ଏହାବ୍ୟତୀତ କଲରାରେ…

ସ୍କୁଲ୍‌ ଉପରେ ଆକ୍ରମଣ -୪୦ ମୃତ

ଇସ୍ରାଏଲ ସେନାବାହିନୀ ଗୁରୁବାର ଗାଜାରେ ଜାତିସଂଘ ପରିଚାଳିତ ଏକ ସ୍କୁଲ୍‌ ଉପରେ ଆକ୍ରମଣ କରିଛି। ଫଳରେ ଏହି ସ୍କୁଲ୍‌ରେ ଆଶ୍ରୟ ନେଇଥିବା‌ ୪୦ ଜଣ ଲୋକଙ୍କର ମୃତ୍ୟୁ ହୋଇଯାଇଛି। କିନ୍ତୁ ଇସ୍ରାଏଲ ସେନା କହିଛି, ଏହି ସ୍କୁଲ୍‌ ଦୀର୍ଘ ଦିନ ଧରି ହମାସର ଆଡ଼ାରେ ପରିଣତ ହୋଇଥିଲା ଏବଂ ଆକ୍ରମଣ…

ଶେଷ ହୋଇଛି ସୁନୀଲ ‌ଛେତ୍ରୀଙ୍କ ଜାଜ୍ଜ୍ବଲ୍ୟମାନ ଅନ୍ତର୍ଜାତୀୟ ଖେଳ ଜୀବନ

ଶେଷ ହୋଇଛି ଭାରତୀୟ ଫୁଟବଲ୍‌ର ଅନ୍ୟତମ ମହାନ ତାରକା, ଦକ୍ଷ ଅଧିନାୟକ ତଥା ବିଶ୍ବ ଫୁଟବଲ୍‌ର ଚତୁର୍ଥ ସର୍ବାଧିକ ଗୋଲ୍‌ ସ୍କୋରର୍‌ ସୁନୀଲ ‌ଛେତ୍ରୀଙ୍କ ଜାଜ୍ଜ୍ବଲ୍ୟମାନ ଅନ୍ତର୍ଜାତୀୟ ଖେଳ ଜୀବନ। ପୂର୍ବ ଘୋଷଣା ଅନୁଯାୟୀ ଗୁରୁବାର କୋଲ୍‌କାତାସ୍ଥିତ ସଲ୍ଟ ଲେକ୍‌ ଷ୍ଟାଡିୟମ୍‌ରେ ଫିଫା…

ଆସୁଛି କାଳବୈଶାଖୀ

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବ। ପ୍ର‌ଥମେ ଦକ୍ଷିଣ ଓଡ଼ିଶା ସ୍ପର୍ଶ କରିବ। ପରବର୍ତ୍ତୀ ସମୟରେ ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳକୁ ବିସ୍ତାରିତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…

ଅର୍ପଣ ଚାଉଳରୁ ପ୍ରସ୍ତୁତ ମହାପ୍ରସାଦ ବଣ୍ଟନ ବନ୍ଦ

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକ୍ରମେ ମହାପ୍ରଭୁଙ୍କ ଅର୍ପଣ ରଥ ଚାଉଳରେ ପ୍ରସ୍ତୁତ ହେଉଥିଲା କାନିକା, ଖେଚେଡ଼ି ଆଦି ମହାପ୍ରସାଦ। ସୁଆର ମହାସୁଆର ନିଯୋଗ ଏହାକୁ ଶ୍ରୀମନ୍ଦିର ରୋଷଶାଳାରେ ପ୍ରସ୍ତୁତ କରି ଶ୍ରୀମନ୍ଦିରର ତିନି ଦ୍ବାରରେ ଭକ୍ତଙ୍କୁ ମାଗଣାରେ…

ଆଜି ଠାରୁ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’

ଜୁନ୍ ୭ରୁ ୯ ତାରିଖ ଯାଏଁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆୟୋଜିତ ହେବାକୁ ଯାଉଛି ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ (ବିଏଫ୍ଏଫ୍) । ଓଡ଼ିଆ ଚଳଚ୍ଚିତ୍ର ପ୍ରତି ଦର୍ଶକମାନଙ୍କ ଦୃଷ୍ଟି ପୁନଃଆକର୍ଷିତ କରିବା ପାଇଁ ଏହି ସ୍ୱତନ୍ତ୍ର ଉତ୍ସବ କରାଯାଉଛି । ଏହି ତିନିଦିନିଆ ସ୍ୱତନ୍ତ୍ର ଓଡ଼ିଆ…

ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଦର ଉପରମୁହାଁ

ଗତ କିଛିମାସ ହେଲା ଡାଲି ଦର ଲଗାତାର ବୃଦ୍ଧି ପାଇ ଆସୁଛି। ଏବେ ଏଥିରେ ଚାଉଳ, ତେଲ ଏବଂ ଗହମ ଜାତୀୟ ଉତ୍ପାଦ ଯଥା ଅଟା, ସୁଜି ଏବଂ ମଇଦା ଆଦି ଯୋଡ଼ି ହୋଇଯାଇଛି। ଭୁବନେଶ୍ବରରେ ପାଇକାରୀ ବଜାରରେ ଚାଉଳ ଦର ଇତିମଧ୍ୟରେ କ୍ବିଣ୍ଟାଲ ପିଛା ୩୦୦ରୁ ୪୦୦ ଟଙ୍କା ବା କିଲୋପିଛା ୩ରୁ ୪ ଟଙ୍କା…

ଆଜିର ରାଶିଫଳ

ମେଷ: ଅନ୍ୟମାନଙ୍କ ସହିତ କଥାବାର୍ତ୍ତା କିମ୍ବା ପରାମର୍ଶରେ ଲାଭ ହୋଇପାରେ। ଅନ୍ୟମାନଙ୍କର ଆବଶ୍ୟକତା ଓ ଭାବନାକୁ ନେଇ ସମ୍ବେଦନଶୀଳ ହୋଇପାରନ୍ତି। କାମରେ ମନ ଲାଗିବ। ବୃଷ: ଶାନ୍ତିରେ କାମଧନ୍ଦା ପୂରା କରିବାକୁ ଚେଷ୍ଟା କରନ୍ତୁ। ଜୀବନସାଥୀର ଭାବନାକୁ ବୁଝିବାରେ ବହୁ ପରିଣାମରେ ସଫଳତା…

ଶେୟାର ବଜାରରେ ଉତ୍ସାହ

୨୦୨୪ ନିର୍ବାଚନ ଫଳାଫଳ ଘୋଷଣା ପରେ ପରେ ଘରୋଇ ଶେୟାର ବଜାର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ୭୫,୦୦୦ (୭୫,୦୭୪.୫୧) ଅଙ୍କରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ଶେୟାର ବଜାରର…