ହଟିଲା ଲକ୍ଷ୍ମୀ ବସ୍‌ରୁ ଶଙ୍ଖ ଚିହ୍ନ

 ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଲାଗୁ କରିଥିଲେ.  ଲକ୍ଷ୍ମୀ ବସ୍‌ ସେବା ଏହି ବସ୍‌ଗୁଡିକ ଜିଲା ଓ ବ୍ଲକ୍‌ ସଦର ମହକୁମାରୁ ବିଭିନ୍ନ ଆଭ୍ୟନ୍ତରୀଣ ଅଞ୍ଚଳକୁ ଦୈନିକ ଯାତାୟାତ କରିବା ସହ ଯାତ୍ରୀଙ୍କ ଟିକଟ ମୂଲ୍ୟ ଏସିରେ ୧୦ ଓ ବିନା ଏସିରେ ୫ ଟଙ୍କା ଧାର୍ଯ୍ୟ କରାଯାଇଥିଲା।ଫଳରେ ଛାତ୍ରୀଛାତ୍ର…

ରବିବାର ସନ୍ଧ୍ୟାରେ ଶପଥ ନେବେ ମୋଦୀ

ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଜବାହରଲାଲ ନେହରୁଙ୍କ ପରେ ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାପାଇଁ ମଞ୍ଚ ପ୍ରସ୍ତୁତ କରାଯାଉଛି। ଶପଥ ଗ୍ରହଣ ସମାରୋହରେ ଅନେକ ଦକ୍ଷିଣ ଏସୀୟ…

ଇତିହାସ ରଚିଲା ଆମେରିକା

ଟି-୨୦ ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ ଘଟିଛି। ପାକିସ୍ତାନ ଏବଂ ଆମେରିକା ମଧ୍ୟରେ ମ୍ୟାଚ ଉଭୟ ଇନିଂସ ଶେଷ ହେବା ପର୍ଯ୍ୟନ୍ତ ଟାଇରେ ଶେଷ ହୋଇଥିଲା। କିନ୍ତୁ ସୁପର ଓଭରରେ ପାକିସ୍ତାନକୁ ପରାସ୍ତ କରି ଆମେରିକା ଇତିହାସ ସୃଷ୍ଟି କରିଛି। ସୁପର ଓଭରରେ ମହମ୍ମଦ ଆମିରଙ୍କ କ୍ରମାଗତ ଓ୍ବାଇଡ୍‌…

ଭାରତ କାନାଡ଼ା ପାଇଁ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ

ଭାରତକୁ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ ହୋଇଥିବା ଦର୍ଶାଇଛି। ଏହି ତାଲିକାରେ ଚାଇନାକୁ ପ୍ରଥମ ସ୍ଥାନରେ ରଖାଯାଇଛି। କାନାଡ଼ାର ଜାତୀୟ ସୁରକ୍ଷା ଏବଂ ଗୋଇନ୍ଦା ସଂସଦୀୟ କମିଟି(ଏନ୍‌ଏସ୍‌ଆଇସିଓପି) ଗୁରୁବାର ଜାରି କରିଥିବା ନିଜ ରିପୋର୍ଟରେ କହିଛି, ରୁଷିଆକୁ ହଟାଇ ଭାରତ କାନାଡ଼ାର…

ବିଶ୍ୱ ଖାଦ୍ୟ ସୁରକ୍ଷା ଦିବସ

ଶରୀର ଗଠନରେ ଖାଦ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ। ପ୍ରକୃତି ବିଭିନ୍ନ ପ୍ରକାରର ଖାଦ୍ୟ ସୃଷ୍ଟି କରିଛି, ଯେଉଁଥିରେ କୋଷ ଏବଂ ଶରୀରର ଟିସୁ ଗଠନ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥା ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ ରହିଥାଏ। ତେଣୁ ଶକ୍ତି ପାଇବା ପାଇଁ ଶରୀରକୁ ପର୍ଯ୍ୟାପ୍ତ ପରିମାଣର ଖାଦ୍ୟ ଖାଇବା…

ଓଡ଼ିଶାରେ ପ୍ରବଳ ଗୁଳୁଗୁଳି

ଆଜି ରାଜ୍ୟରେ  ଗ୍ରୀଷ୍ମ  ପ୍ରବାହ  ଜାରି ରହିଥିବା ବେଳେ ବେଳେ ଉପକୂଳରେ ଅସହ୍ୟ  ଗୁଳୁଗୁଳି ଅନୁଭୂତହେଉଛି। ୮ ତାରିଖ ରୁ ୧୦ ଯାଏ ଦିନର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଆସନ୍ତା ୨୪ ଘଣ୍ଟାର କିଛି କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ରହିଥିବା ବେଳେ ବରଗଡ଼ ବଲାଙ୍ଗିର ଓ…

ଚିନ୍ତାରେ ଗରିବ ଜନତା

ଦୀର୍ଘ ୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟରେ ଶାସନ କରିବା ପରେ ନିକଟରେ ଅପ୍ରତ୍ୟାଶିତ ଭାବେ ପରାଜୟ ବରଣ କରିଥିଲା । ଏବେ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବାକୁ ଯାଉଛି । ତେବେ ରାଜ୍ୟରେ ବିଜେଡି ସରକାର କ୍ଷମତାଚ୍ୟୁତ ହେବା ପରେ କିଛି ଘରୋଇ…

ଚାପୁଡ଼ା ଖାଇଲେ କଙ୍ଗନା !

ବଲିଉଡ ଅଭିନେତ୍ରୀ ତଥା ବିଜେପିର ନବ ନିର୍ବାଚିତ ସାଂସଦ କଙ୍ଗନା ରାନାୱତ | ତାଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସ୍ଏଫ୍ ଗାର୍ଡ ଚାପୁଡ଼ା ମାରିଛନ୍ତି। ଏହି ଘଟଣା ପରେ ଅଭିନେତ୍ରୀ ଅଭିଯୋଗ ଆଣି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଚାପୁଡ଼ା ମାରିଥିବା…

ନବୀନ ନିବାସରେ ପରାଜିତ ପ୍ରାର୍ଥୀଙ୍କୁ ନେଇ ସମୀକ୍ଷା ବୈଠକ

ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ ଅନ୍ୟ ପରାଜିତ ବିଧାୟକ…

ଭିଭୋ ଆଣିଲା ଭାରତର ସବୁଠୁ ପତଳା ଫୋଲ୍ଡିଂ ଫୋନ୍, ଜାଣନ୍ତୁ ଦାମ୍ ଓ ଫିଚର୍ସ

ଭିଭୋର ପ୍ରଥମ ଏଆଇ ଫିଚର୍ସ ବିଶିଷ୍ଟ ଫୋଲ୍ଡିଂ ସ୍ମାର୍ଟଫୋନ୍ ଭିଭୋ ଏକ୍ସ ଫୋଲ୍ଡ୩ ପ୍ରୋର ଆଜି ବଜାର ପ୍ରବେଶ ହୋଇଛି । କମ୍ପାନୀ ସୂଚନା ଅନୁସାରେ ଏହା ଭାରତର ସବୁଠୁ ପତଳା ଓ ହାଲୁକା ବନ୍ଦ ହୋଇପାରୁଥିବା ସ୍ମାର୍ଟଫୋନ୍ । କ୍ୟାମେରା କଥା କହିବା ତ ଏଥିରେ ଜାଏସ୍ ଟେଲିଫୋଟୋ କ୍ୟାମେରା ରହିଛି ।…