ବାପା ହେଲେ ବରୁଣ

ବଲିଉଡ ଅଭିନେତା ବରୁଣ ଧାୱନ ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ ନତାଶା ଦଲାଲ ୩ ଜୁନରେ ଏକ ଝିଅ ଜନ୍ମ ଦେଇଥିଲେ। ବରୁଣ ଧାୱନଙ୍କ ପିତା ଡେଭିଡ ଧାୱନ ଏହା ନିଶ୍ଚିତ କରିଛନ୍ତି। ଜେଜେବାପା ହୋଇଥିବା ଡେଭିଡ ଧାୱନ ନାତୁଣୀ ଏବଂ ବୋହୂଙ୍କୁ ଭେଟିବା ପାଇଁ ଡାକ୍ତରଖାନାରେ ପହଞ୍ଚିଥିଲେ।ନତାଶାଙ୍କ…

ଶ୍ରୀଲଙ୍କାକୁ ହରାଇଲା ଦକ୍ଷିଣ ଆଫ୍ରିକା

ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ଚତୁର୍ଥ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୬ ୱିକେଟ୍‌ରେ ପୂର୍ବତନ ବିଜେତା ଶ୍ରୀଲଙ୍କାକୁ ପରାସ୍ତ କରିଛି। ଅଳ୍ପ ସ୍କୋର୍ ବିଶିଷ୍ଟ ଏହି ମ୍ୟାଚ୍‌ରେ ୭୮ ରନ୍‌ର ବିଜୟ ଲକ୍ଷ୍ୟକୁ ହାସଲ ପାଇଁ କିନ୍ତୁ ଦକ୍ଷିଣ ଆଫ୍ରିକାକୁ ଖୁବ୍ କସରତ କରିବାକୁ ପଡ଼ିଛି। ୧୬.୨ ଓଭରରେ ଐଦେନ…

ସେୟାର ବଜାର ତଳକୁ ଖସିଲା!

ଲୋକସଭା ନିର୍ବାଚନ ଫଳାଫଳ ଆସିବା ଆରମ୍ଭ କରିଛି। ପ୍ରାରମ୍ବିକ ଧାରାରେ ବିଜେପି ନେତୃତ୍ବାଧୀନ ଏନଡିଏ ପଛରେ ଥିବାରୁ ଷ୍ଟକ୍ ମାର୍କେଟରେ ମଧ୍ୟ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ବଜାର ଖୋଲିବା ମାତ୍ରେ ସେନସେକ୍ସ ୨,୦୦୦ ପଏଣ୍ଟ ଏବଂ ନିଫ୍ଟ ପ୍ରାୟ ୬୦୦ ପଏଣ୍ଟ ହ୍ରାସ ପାଇଛି।…

ପ୍ରଥମ ଓଡ଼ିଆ ମହିଳା ଆଞ୍ଚଳିକ ପିଏଫ୍‌ କମିସନର ହେଲେ ମୌସୁମୀ ଲତା ପାଢ଼ୀ

ପ୍ରଥମ ଓଡ଼ିଆ ମହିଳା ଭାବେ ମୌସୁମୀ ଲତା ପାଢ଼ୀ ଓଡ଼ିଶା ପିଏଫ୍‌ ଜୋନ୍‌ର ଆଞ୍ଚଳିକ ପିଏଫ୍‌ କମିସନର-୨ ଭାବେ ନିଯୁକ୍ତି ପାଇବା ସହ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହା ପୂର୍ବରୁ ମଧ୍ୟ ପ୍ରଥମ ମହିଳା ଭାବେ ସେ ଅନେକ ପଦରେ ଅବସ୍ଥାପିତ ହୋଇଥିଲେ। ସେ ଥି‌ଲେ ପ୍ରଥମ ମହିଳା ଡିଆର୍‌…

ପାଣିପାଗରେ ଚରମ ପରିବର୍ତ୍ତନ ,ଆଣିପାରେ ଖାଦ୍ୟ ସଙ୍କଟ

କୀଟପତଙ୍ଗମାନଙ୍କ ଦ୍ବାରା ପରାଗଣ ଉପରେ ନିର୍ଭର କରୁଥିବା ଖାଦ୍ୟଶସ୍ୟ ଓ ଅନ୍ୟାନ୍ୟ ଫଳମୂଳ ଉତ୍ପାଦନ ଭୀଷଣ ଭାବରେ ପ୍ରଭାବିତ ବୋଲି ଆମେରିକାର ଆର୍ଲିଂଟନ୍‌ସ୍ଥିତ ଟେକ୍ସାସ୍ ବିଶ୍ବବିଦ୍ୟାଳୟ ଓ ଭର୍ଜିନିଆର ରିନୋସ୍ଥିତ ନେଭାଡ଼ା ବିଶ୍ବବିଦ୍ୟାଳୟର ଗବେଷକମାନଙ୍କ ସଦ୍ୟ ଅନୁସନ୍ଧାନରୁ ଜଣାଯାଇଛି।…

ଭାଜପା ହାତରେ ବିଜୟର ହୀରା

୨୦୨୪ର ଲୋକ ସଭା ନିର୍ବାଚନରେ ଗୁଜରାଟର ସୁରଟ ଲୋକ ସଭା ଆସନ ହେଉଛି ଏକମାତ୍ର ଆସନ ଯେଉଁଠାରେ ନିର୍ବାଚନ ପୂର୍ବରୁ ଫଳାଫଳ ଘୋଷଣା ହୋଇଯାଇଛି। ପରିସ୍ଥିତି ଏପରି ହୋଇଛି ଯେ ନିର୍ବାଚନ କରିବାର କୌଣସି ଆବଶ୍ୟକତା ନ ଥିଲା ଏବଂ ଭାଜପା ପ୍ରାର୍ଥୀ ମୁକେଶ ଦଲାଲଙ୍କୁ ନିର୍ଦ୍ୱନ୍ଦରେ ନିର୍ବାଚିତ ଘୋଷଣା…

ମେକ୍ସିକୋର ପ୍ରଥମ ମହିଳା ରାଷ୍ଟ୍ରପତି କ୍ଲାଉଡିଆ ଶିନବାମ କିଏ

ମେକ୍ସିକୋରେ ପ୍ରଥମ ଥର ପାଇଁ ଜଣେ ମହିଳା ରାଷ୍ଟ୍ରପତି ପଦ ଗ୍ରହଣ କରିବେ। କ୍ଲାଉଡିଆ ଶିନବାମ ହେଉଛି ଏମିତି ଏକ ନାମ ଯାହା ଆଜିକାଲି ବହୁତ ଚର୍ଚ୍ଚା ରହୁଛି। କାରଣ ସେ ହେଉଛନ୍ତି ପ୍ରଥମ ମହିଳା ଯିଏକି ମେକ୍ସିକୋର ରାଷ୍ଟ୍ରପତି ପଦରେ ପହଞ୍ଚିଛନ୍ତି। ଗତକାଲି ଅର୍ଥାତ୍‌ ରବିବାର ମେକ୍ସିକୋରେ…

 ମୌସୁମୀ ବାୟୁ ଓଡ଼ିଶାକୁ ପ୍ରବେଶ ପାଇଁ ପାଗ ଅନୁକୂଳ

ମୌସୁମୀ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ରାଜ୍ୟର କେତେକ ଅଞ୍ଚଳରେ ଗତକାଲି କାଳବୈଶାଖୀ ବର୍ଷା ହୋଇଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା…

ଓଡ଼ିଶାରେ କିଏ ଗଢ଼ିବ ସରକାର ?

ଓଡ଼ିଶାରେ କାହାର ହେବ ବିଜୟ ? ଖୋଲିବ ଇଭିଏମ୍ ପେଡି । ବାହାରିବ ପ୍ରାର୍ଥୀଙ୍କ ଭାଗ୍ୟଫଳ। ଓଡ଼ିଶାରେ କିଏ ସରକାର ଗଢ଼ିବ ଅଷ୍ଟାଦଶ ଲୋକସଭା ନିର୍ବାଚନ ପାଇଁ ମାର୍ଚ୍ଚ ୧୬ରେ ତାରିଖ ଘୋଷଣା ହୋଇଥିଲା । ଏହାପରେ ମାରାଥନ ପ୍ରଚାର ଅଭିଯାନ ଚାଲିଲା । ପୁଣି ଏପ୍ରିଲ ୧୯ରୁ ଜୁନ୍ ୧ ପର୍ଯ୍ୟନ୍ତ ୭ଟି…

ଭୋଟ୍ ଗଣତି ଆରମ୍ଭ

ଲୋକସଭା ତଥା ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶର ବିଧାନସଭା ନିର୍ବାଚନର ଭୋଟ୍ ଗଣତି ମଙ୍ଗଳବାର ପୂର୍ବାହ୍ନ ୮ଟାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ଭୋଟ ଗଣନା କେନ୍ଦ୍ରର ସୁରକ୍ଷା ପାଇଁ ଡବଲ ବ୍ୟାରିକେଟିଂ ସହିତ ସିସିଟିଭି ମନିଟରିଂ ବ୍ୟବସ୍ଥା ହୋଇଛି। ଭୋଟଗଣନା କେନ୍ଦ୍ର ଭିତରକୁ…