ଆମେରିକାର ଐତିହାସିକ ବିଜୟୀ

ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଆମେରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା, ଯାହାକି ସେମାନଙ୍କ ସପକ୍ଷରେ…

ଓଡ଼ିଶାରେ କିଏ ମାରିବ ବାଜି?

ସରିଛ ଲୋକ ସଭା ନିର୍ବାଚନ ସହ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ସିକିମ୍‌ ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ସରିଛି। ତେବେ ଏହାରି ଭିତରେ ଏକଜିଟ ପୋଲ ବା ବୁଥ୍‌ ବାହୁଡା ମତ ପ୍ରକାଶ ପାଇଛି। ଓଡ଼ିଶାକୁ ନେଇ ବିଭିନ୍ନ ଏଜେନ୍ସି ଭିନ୍ନ ଭିନ୍ନ ଆକଳନ କରିଥିବାବେଳେ ଇଣ୍ଡିଆ ଟୁଡେ-ଆକ୍ସିସ…

ପାୱାର ପ୍ୟାକ୍‌ଡ ଯୁବା ୫ଜି

ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ନୂତନ ଉତ୍ପାଦ ଯୁବା ୫ଜି (ପାୱାର ପ୍ୟାକ୍‌ଡ ଯୁବା ୫ଜି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଦୁଇଟି ମେମୋରି ଭାରିଆଣ୍ଟରେ ଉନ୍ମୋଚନ ହୋଇଥିବା ଯୁବା ୫ଜିରେ ଅତ୍ୟାଧୁନିକ ଫିଚର ସହ ଉତ୍କୃଷ୍ଟ ବ୍ୟାଟେରି ବ୍ୟାକ୍‌ଅପ୍‌, ଦ୍ରୁତ ଏବଂ…

ବିଶ୍ବ ମହାସାଗର ଦିବସ

ଭାରତ ମହାସାଗରରେ ମାଲେସିଆ ଏୟାର୍‌ଲାଇନ୍‌ସ୍‌ର ବିମାନ ଏମ୍‌ଏଚ୍‌୩୭୦ର ଅନ୍ତର୍ଦ୍ଧାନ ଘଟଣା ହେଉଛି ଇତିହାସର ସବୁଠୁ ବିସ୍ମୟ ଉଦ୍ରେକକାରୀ ଘଟଣା ମଧ୍ୟରୁ ଅନ୍ୟତମ। ୨୦୧୪ ମାର୍ଚ୍ଚ ୮ ତାରିଖ ଦିନ କୁଆଲାଲମ୍ପୁର୍‌ରୁ ୨୩୯ ଯାତ୍ରୀଙ୍କୁ ନେଇ ବେଜିଙ୍ଗ୍‌ ଯାଉଥିବା ଜେଟ୍‌ଟି ଅଚାନକ ରାଡାର୍‌ ପରଦାରୁ…

ଆଫଗାନିସ୍ତାନରେ ଡଙ୍ଗା ଓଲଟିବାରୁ ବଡ଼ ଦୁର୍ଘଟଣା

ଆଫଗାନିସ୍ତାନର ପୂର୍ବ ପ୍ରଦେଶର ନାଙ୍ଗରହାର ପ୍ରଦେଶରେ ଏକ ଡଙ୍ଗା ଓଲଟିବାରୁ ଶନିବାର ଏକ ଦୁଃଖଦ ଦୁର୍ଘଟଣା ଘଟିଛି । ଏଠାରେ ଏକ ଡଙ୍ଗା ନଦୀରେ ବୁଡ଼ିଗଲା ଯେଉଁଥିରେ ୨୦ ଜଣଙ୍କର ମୃତ୍ୟୁ ହୋଇଛି ।ଅଲଜଜିରା ରିପୋର୍ଟ ଅନୁସାରେ, ନାଙ୍ଗରହାର ପ୍ରଦେଶର ସୂଚନା ବିଭାଗର ମୁଖ୍ୟ କୁରୈଶି ଟ୍ୱିଟରରେ ଏକ…

ଜଳୁଛି ପଶ୍ଚିମ ଓଡ଼ିଶା

ପଶ୍ଚିମ ଓଡ଼ିଶାରେ ଆହୁରି ଦୁଇ ଦିନ କଲବଲ କରିବ ଗ୍ରୀଷ୍ମପ୍ରବାହ । ପରେ କମିବ ତାତି । ଆଗାମୀ ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ଗ୍ରୀଷ୍ମଲହରୀ ନେଇ ଆଜି ପଶ୍ଚିମ ଓଡିଶାର ୫ ଜିଲ୍ଲା ବରଗଡ଼,…

ଓଡିଶା ଲୋକସଭା ଆସନକୁ ନେଇ ‘ଇଣ୍ଡିଆଟିଭି’ର ଆକଳନ:ବିଜେଡିକୁ ୪ରୁ୬ ସିଟ ମିଳିବା ନେଇ ପୂର୍ବାନୁମାନ

ଓଡିଶା ଲୋକସଭା ଆସନକୁ ନେଇ ଇଣ୍ଡିଆ ଟିଭିର ପୂର୍ବାନୁମାନ । ବିଜେପିକୁ ୧୫ରୁ ୧୭ ଆସନ ମିଳିବା ନେଇ ଆକଳନ । ବିଜେଡିକୁ ୪ରୁ ୬ ଆସନ ମିଳିବା ନେଇ ପୂର୍ବାନୁମାନ । ସେହିପରି କଂଗ୍ରେସକୁ ମିଳିପାରେ ୦ରୁ ୧ ଆସନ । ସେହିପରି ଏନଡିଏ ମେଣ୍ଟକୁ ୩୭୧ ଆସନ ମିଳିବା ନେଇ ଆକଳନ ହୋଇଥିବାବେଳେ ଇଣ୍ଡିଆ…

ରାଜ୍ୟରେ ସନ୍ଧ୍ୟା ୫ସୁଦ୍ଧା ୬୨.୪୬% ମତଦାନ

ସାଧାରଣ ନିର୍ବାଚନ-୨୦୨୪ ପାଇଁ ମତଦାନ ସମୟ ଶେଷ ହୋଇଛି। କିନ୍ତୁ ମତଦାନ କେନ୍ଦ୍ର ପରିସରରେ ଯେଉଁ ମତଦାତା ଏବେ ବି ଧାଡ଼ିରେ ଅଛନ୍ତି ସେମାନେ ‌ଭୋଟ୍‌ ଦେବେ। ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହାରି ମଧ୍ୟରେ ଜଗତସିଂହପୁରରେ ସର୍ବାଧିକ ଓ ଭଦ୍ରକରେ ସର୍ବନିମ୍ନ…

ଜୁନ୍ ୫ରେ ବିଦାୟୀ ଡିନର ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ସନ୍ଧ୍ୟା ୫ଟା ସମୟରେ ଲୋକସଭା ନିର୍ବାଚନ ସମାପନ ହୋଇଯିବ ଓ ଜୁନ୍ ୪ରେ ଫଳାଫଳ ଆସିଯିବ । ଏହାର ପରବର୍ତ୍ତୀ ଦିନ ଅର୍ଥାତ୍ ଜୁନ୍ ୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ବିଶିଷ୍ଟ ମନ୍ତ୍ରୀ ପରିଷଦକୁ ବିଦାୟୀ ଡିନର ଦେବେ । ଏହି ଭୋଜିର ଆୟୋଜନ…

ଧ୍ୟାନ ଶେଷ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କନ୍ୟାକୁମାରୀରେ ବିବେକାନନ୍ଦ ମେମୋରିଆଲରେ ଶିଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଧ୍ୟାନ ସମାପ୍ତ କରିଛନ୍ତି। ଗୁରୁବାର ସଦ୍ଧ୍ୟରେ ପ୍ରଧାନମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ଶେଷ କରି କାନ୍ୟମୁକରି ଯାଇ ଧ୍ୟାନରେ ବସିଥିଲେ। ପ୍ରଧାନମନ୍ତ୍ରୀ ପ୍ରାୟ ୪୫ ଘଣ୍ଟା…