ହୀରାକୁଦ ଏବଂ ସାତକୋଶିଆ ଅଞ୍ଚଳର ବିକାଶ ପାଇଁ 199 କୋଟିରୁ ଅଧିକ ଟଙ୍କା ମଞ୍ଜୁର
ବିଭିନ୍ନ କେନ୍ଦ୍ର ପ୍ରାୟୋଜିତ ଯୋଜନା ଜରିଆରେ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କୁ ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ଅନୁଦାନ ଯୋଗାଇ ଦେଇଥିବା କହିଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ। ରାଜ୍ୟସଭାରେ ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ଶ୍ରୀ ଶେଖାୱତ କହିଛନ୍ତି, 2024-25…