ଅଷ୍ଟ୍ରେଲିଆକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ

ଟି୨୦ କ୍ରିକେଟ ବିଶ୍ୱକପ୍‌ ପୂର୍ବରୁ ଆୟୋଜିତ ଏକ ଓ୍ବାର୍ମଅପ୍‌ ମ୍ୟାଚରେ ନିକୋଲାସ ପୁରନ ଓ ରୋଭମାନ ପାଓ୍ବେଲଙ୍କ ଅର୍ଦ୍ଧଶତକ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ୯ଜଣିଆ ଅଷ୍ଟ୍ରେଲିଆ ଦଳକୁ ୩୫ ରନ୍‌ରେ ପରାସ୍ତ କରିଛି। ନାମ୍ବିୟା ବିପକ୍ଷ ମ୍ୟାଚ ଭଳି ଅଷ୍ଟ୍ରେଲିଆ ୯ଜଣ ଖେଳାଳିଙ୍କୁ ନେଇ ଏହି ମ୍ୟାଚ…

ବିଶାଳ ଗୋଇନ୍ଦା ସୈନ୍ୟ ଗଠନ କରିଦେଲା ଚାଇନା

ବାଣିଜ୍ୟ କ୍ଷେତରୁ ଆରମ୍ଭ କରି ସୁରକ୍ଷା ପର୍ଯ୍ୟନ୍ତ ଚାଇନା ଆତ୍ମନିର୍ଭର ହେବା ସହିତ ଆମେରିକା ପରି ମହାଶକ୍ତିକୁ ଟକ୍କର ଦେଉଛି। ଏହାରି ମଧ୍ୟରେ ଚାଇନାର ବିଶାଳ ଗୁଇନ୍ଦା ଶକ୍ତି ଦେଖି ବ୍ରିଟେନ ଚିନ୍ତା ପ୍ରକାଶ କରିଛି।ତେବେ ଚାଇନାର ଗୁଇନ୍ଦାଗିରି କଥା କାହାକୁ ଅଛପା ନାହିଁ, ତେଣୁ ତଥ୍ୟ…

ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣାକର

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ହିଟ୍‌ଓ୍ବେଭ ସ୍ଥିତି ଜାରିରହିଛି। ଏହାଫଳରେ ଅଧିକାଂଶ ସହରରେ ତାପମାତ୍ରା ୪୫ ଡିଗ୍ରୀ ପାରକରୁଛି। ଏପରି ସ୍ଥିତିରେ ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣା କରିବାକୁ କେନ୍ଦ୍ର ସରକାରଙ୍କୁ ରାଜସ୍ଥାନ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଅନୁପ କୁମାର…

ରାଜ୍ୟର ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ମତଦାନ ଜାରି

ରାଜ୍ୟରେ ବହୁ ପ୍ରତୀକ୍ଷିତ ଚତୁର୍ଥ ପର୍ଯ୍ୟାୟ ମତଦାନ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା କ୍ଷେତ୍ର ଓ ଏହାର ଅଧୀନ ୪୨ ବିଧାନସଭା ଆସନରେ ମତଦାତାମାନେ ଭୋଟ ଦେଉଛନ୍ତି । ଶେଷ ପର୍ଯ୍ୟାୟ ମତଦାନ ପାଇଁ ୧୦ ହଜାର…

ଦେଶର ୫୭ ଲୋକସଭା ଆସନରେ ମତଦାନ ଆରମ୍ଭ

ଲୋକସଭା ନିର୍ବାଚନ-୨୦୨୪ର ଚୂଡ଼ାନ୍ତ ପର୍ଯ୍ୟାୟରେ ଶନିବାର ୮ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ୍‌ ୫୭ଟି ଆସନରେ ମତଦାନ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଛି। ବିହାର, ଚଣ୍ଡିଗଡ଼, ହିମାଚଳପ୍ରଦେଶ, ଝାଡ଼ଖଣ୍ଡ, ଓଡ଼ିଶା, ପଂଜାବ, ଉତ୍ତରପ୍ର‌ଦେଶ ଏବଂ ପଶ୍ଚିମବଙ୍ଗରେ ୫୭…

ଆଜିର ରାଶିଫଳ

ମେଷ: ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଇସ୍ପାତ ସାମଗ୍ରୀ କିଣି ପାରନ୍ତି। ଅଫିସ୍‌ରେ ସମସ୍ତଙ୍କ ସହିତ ଭଲ ତାଳମେଳ ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ। ବୃଷ: ପେସାଦାର ବ୍ୟବସାୟଙ୍କ ଲାଗି ଦିନଟି ଲାଭପ୍ରଦ। ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା…

ଜିଡିପି ଅଭିବୃଦ୍ଧି ହାର ୮.୨ ପ୍ରତିଶତକୁ ବୃଦ୍ଧି ପାଇଛି

୨୦୨୨-୨୩ ଆର୍ଥିକ ବର୍ଷରେ ଦେଶର ଜିଡିପି ଅଭିବୃଦ୍ଧି ହାର ୭ ପ୍ରତିଶତ ଥିବା ବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ଏହା ୮.୨ ପ୍ରତିଶତ ରହିଥିଲା। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷର ମାର୍ଚ୍ଚ ତ୍ରୟମାସରେ ଦେଶର ଅର୍ଥନୀତି ବାର୍ଷିକ ଭାବେ ୭.୮ ପ୍ରତିଶତ ଅଭିବୃଦ୍ଧି ହାସଲ କରିଛି। ଏହା ସହିତ ପୂରା…

ଭାରତୀୟ ରିଜର୍ଭ ବ୍ୟାଙ୍କ ବିଦେଶରେ ବନ୍ଧକ ରଖିଥିବା ଶହେ ଟନ୍ ସୁନାକୁ ଏବେ ନିଜ ଦେଶକୁ ଫେରାଇ ଆଣିଛି

ଭାରତୀୟ ରିଜର୍ଭ ବ୍ୟାଙ୍କ ବିଦେଶରେ ବନ୍ଧକ ରଖିଥିବା ଶହେ ଟନ୍ ସୁନାକୁ ଏବେ ନିଜ ଦେଶକୁ ଫେରାଇ ଆଣିଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ମୁତାବକ, ଆଗାମୀ ଦିନରେ ବିଦେଶରେ ବନ୍ଧକ ପଡିଥିବା ଆହୁରି ସୁନାକୁ ମଧ୍ୟ ଦେଶକୁ ଫେରାଇ ଅଣାଯିବ । ତେବେ ୧୯୯୧ ମସିହାରେ ବନ୍ଧକ ରଖାଯାଇଥିବା ଏହି ସୁନାକୁ…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ,୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ

ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଆସନ୍ତାକାଲି ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ, ହିଂସାକାଣ୍ଡକୁ ନଜର ରଖାଯାଇଛି ବୋଲି…

ରାଜ୍ୟର ୯ଟି ସହରର ତାପମାତ୍ରା ୪୫ ଡିଗ୍ରୀ ଉପରେ , ଅସହ୍ୟ ଗରମ ସାଙ୍ଗକୁ ପ୍ରଚଣ୍ଡ ଗୁଳୁଗୁଳି

ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ଗଜପତି, ପୁରୀ, ନୟାଗଡ଼ ଭଳି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆଦ୍ରତା ୮୦ % ରୁ ଅଧିକ ରହିଛି । ଏହି ଜିଲ୍ଲା ଗୁଡିକରେ ପ୍ରଚଣ୍ଡ ଗୁଳୁଗୁଳି ରହିବାର ସମ୍ଭାବନା ରହିଛି। କିନ୍ତୁ ଏହି ସବୁ ଜିଲ୍ଲା ଗୁଡିକ ଠାରୁ…