ଖୋର୍ଦ୍ଧା ଇଭିଏମ ଭଙ୍ଗାରୁଜା ମାମଲାରେ ପ୍ରଶାନ୍ତ ଜଗଦ୍ଦେବ ନିରାଶ: ଜାମିନ ଆବେଦନ ଖାରଜ

ଇଭିଏମ୍ ଭଙ୍ଗାରୁଜା ମାମଲାରେ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲାନି ଜାମିନ । ଜାମିନ ଆବେଦନ ଖାରଜ କଲେ ଖୋର୍ଦ୍ଧା ଦ୍ୱିତୀୟ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟ । ମତଦାନ ବେଳେ ଇଭିଏମ୍ ଭାଙ୍ଗିଥିବା ଅଭିଯୋଗରେ ଜଗଦ୍ଦେବ ଗିରଫ ହୋଇଛନ୍ତି । ମାମଲାରେ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦…

ଅଂଶୁଘାତ ନେଇ ସତର୍କ କରାଇଲେ ଏସଆରସି ,ଆଗାମୀ ୩ ଦିନ ଗୁରୁତ୍ୱପୂର୍ଣ୍ଣ

ରାଜ୍ୟରେ ଅସହ୍ୟ ଗୁଳୁଗୁଳି ଓ ଗରମ ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ । ଏନେଇ ଜିଲ୍ଲାପାଳ, ସ୍ୱାସ୍ଥ୍ୟସଚିବ, ଶ୍ରମ କମିଶନଙ୍କ ସହ ଆଲୋଚନା ଚାଲିଥିବା ନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପିକ୍ ଆୱାରରେ ଘରୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି…

ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ ,ତଦନ୍ତ ନିର୍ଦ୍ଦେଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଅସ୍ୱାଭାବିକ ମୃତ୍ୟୁର ହେବ ତଦନ୍ତ । ତଦନ୍ତ ନିର୍ଦ୍ଦେଶ ଦେଇଛି ଜନସ୍ୱାସ୍ଥ୍ୟ ବିଭାଗ । ମୃତଦେହର ବ୍ୟବଚ୍ଛେଦ କରାଯିବ । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କହିଛନ୍ତି ଜନସ୍ୱାର୍ଥ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ଲୋକଙ୍କ…

ଜିଓ ଫାଇନାନସିଆଲ ସର୍ଭିସେଜ 

ଜିଓ ଫାଇନାନସିଆଲ ସର୍ଭିସେଜ ନିଜ ବିବୃତ୍ତିରେ କହିଛି ଯେ, ଏହି ଆପ ଡିଜିଟାଲ ବ୍ୟାଙ୍କିଙ୍ଗ, ୟୁପିଆଇ ପେମେଣ୍ଟ, ବିଲ ପେମେଣ୍ଟ, ବୀମା ପରାମର୍ଶକୁ ଏକସାଙ୍ଗରେ ଆଣିଥାଏ । ଏଥିସହ ଏକ ଉପଭୋକ୍ତାଙ୍କୁ ସହଜ ଉପାୟରେ ବିଭିନ୍ନ ଆକାଉଣ୍ଟ ଏବଂ ସଞ୍ଚୟକୁ ଦେଖିବା ପାଇଁ ସୁବିଧା ପ୍ରଦାନ କରିଥାଏ ।Jio…

ଶୁକ୍ରବାର ରାତିରେ ଦେବୀ ଲକ୍ଷ୍ମୀଙ୍କ ଆଶୀର୍ବାଦ

ଭଗବାନ ଶିବଙ୍କ ଅବତାର ଆଦିଗୁରୁ ଶଙ୍କରାଚାର୍ଯ୍ୟ କନକଧାରା ସ୍ତୋତ୍ର ରଚନା କରିଥିଲେ। ବିଶ୍ୱାସ କରାଯାଏ ଯେ ଏହି ସ୍ତୋତ୍ର ପଢିବା ଦ୍ୱାରା ଧନର ଆଗମନ ହୋଇଥାଏ। ଯଦି ଆପଣ ଶୁକ୍ରବାର ସନ୍ଧ୍ୟା କିମ୍ବା ରାତିରେ ଏକ ଶାନ୍ତ ଜାଗାରେ ବସି ଏହି ସ୍ତୋତ୍ର ପାଠ କରନ୍ତି, ତେବେ ଟଙ୍କା ସହ ଜଡିତ ବଡ ବଡ…

OSSC ଜାରି କଲା ବିସ୍ତୃତ ସିଲାବସ୍

ଜୁନ୍ ମାସ ୧୨ ତାରିଖରେ ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ୨୦୨୩ ପଦର କମ୍ପ୍ୟୁଟର ଦକ୍ଷତା ଟେଷ୍ଟ କରାଯିବ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ଅଧିନରେ ଭୁବନେଶ୍ୱର ଠାରେ ଏହି ଟେଷ୍ଟ ନିଆଯିବ । ଗୋଟିଏ ଶିଟିଂରେ ଏହି ପରୀକ୍ଷା କରାଯିବ । ମେ…

‘ଭୁବନେଶ୍ୱରରୁ ମାଲେସିଆ’କୁ ଡାଇରେକ୍ଟ ଫ୍ଲାଇଟ

ବହୁ ପ୍ରତୀକ୍ଷିତ ବିମାନ ସେବା ‘ଭୁବନେଶ୍ୱରରୁ ମାଲେସିଆ’କୁ ଡାଇରେକ୍ଟ ଫ୍ଲାଇଟ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେବା ପାଇଁ ପର୍ଯ୍ୟଟନ ଅତ୍ୟନ୍ତ ଆନନ୍ଦ ପ୍ରକାଶ କରିଛି। ଏହି ରଣନୀତିକ ପ୍ରୟାସ ସହ ଭାରତ ଓ ମାଲେସିଆ ମଧ୍ୟରେ ବିମାନ ସେବାକୁ ମଜଭୁୁତ କରିବା ପାଇଁ ଏୟାର ଏସିଆ ଲକ୍ଷ୍ୟ…

ଧ୍ୟାନରେ ବସିଛନ୍ତି ମୋଦି

ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡୁର କନ୍ୟାକୁମାରୀରେ ଧ୍ୟାନ କରୁଛନ୍ତି। କୁହାଯାଉଛି ଯେ ପିଏମ ମୋଦି ଧ୍ୟାନ କକ୍ଷରେ ମୌନ ଅଛନ୍ତି। ସା ୬.୪୫ରୁ ପ୍ରଧାନମନ୍ତ୍ରୀ ଧ୍ୟାନରେ ବସିଛନ୍ତି। ଏହି ଅବଧି ମଧ୍ୟରେ ପିଏମ ମୋଦି କାହା ସହ କଥା…

ପୁଷ୍ପା ୨ଫିଲ୍ମକୁ ନେଇ କ୍ରେଜ୍‌ ବୃଦ୍ଧି

ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ରମାନଙ୍କ ମଧ୍ୟରୁ ଅନ୍ୟତ ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ହେଉଛି ଅନ୍ୟତମ। ପ୍ରଶଂସକଙ୍କ ମଧ୍ୟରେ ଧୀରେ ଧୀରେ ଏହି ଫିଲ୍ମକୁ ନେଇ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। ଏଥିମଧ୍ୟରେ ଫିଲ୍ମର ଦ୍ୱିତୀୟ ଗୀତ…

ଇତିହାସ ରଚିଲେ ବାବର ଆଜମ

ପାକିସ୍ତାନ ଅଧିନାୟକ ବାବର ଆଜାମ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଚତୁର୍ଥ ଟି-୨୦ରେ ୫ ଚୌକା ଓ ଗୋଟିଏ ଛକା ସହାୟତାରେ ୨୨ ବଲରେ ୩୬ ରନ ସ୍କୋର କରି ଇତିହାସ ସୃଷ୍ଟି କରିଥିଲେ। ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଏହି ଇନିଂସ ଯୋଗୁ ପାକିସ୍ତାନ ଅଧିନାୟକ ଅନ୍ତର୍ଜାତୀୟ ଟି-୨୦ରେ ୪୦୦୦ ରନ…