ଜେଜେ ମା ହେଲେ ନମିତା ଅଗ୍ରୱାଲ

ଆପଣଙ୍କ ଲୋକପ୍ରିୟ କଣ୍ଠଶିଳ୍ପୀ ନମିତା ଅଗ୍ରୱାଲଙ୍କ ପରିବାର ପାଇଁ ଆଜି ଖୁସି ଖବର ଆସିଛି | ପ୍ରଥମେ ବୋହୂ, ତାପରେ ଶାଶୁ ଓ ଏବେ ଜେଜେ ମା ହୋଇଛନ୍ତି ନମିତା ଅଗ୍ରୱାଲ | ନମିତାଙ୍କ ପୁଅ ସିଦ୍ଧାର୍ଥ ଅଗ୍ରୱାଲ ଓ ବୋହୂ ତମ୍ମନାଙ୍କ ଔରସରୁ ପୁତ୍ର ସନ୍ତାନଟିଏ ଜନ୍ମ ହୋଇଛି | ଆଉ ଏନେଇ ଅଗ୍ରୱାଲ…

ବିଜୟ ସଂକଳ୍ପ ସମାବେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ଉପନିର୍ବାଚନ ପାଇଁ  ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ  କାହାର ନାମ ନନେଇ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି। ପୂର୍ବ ସରକାର କଥା ଦେଇ କଥା ରଖି ନାହାନ୍ତି। କିନ୍ତୁ ଆମେ ସେପରି କରିବୁ ନାହିଁ। ଯାହା କହିବୁ ତାହା କରି…

ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦୀପାବଳି ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି।ଏହା ଜୁଲାଇ ପହିଲା ୨୦୨୫ରୁ…

ଆସନ୍ତା ୬ରୁ ୭ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ

ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ‌ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ବୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ…

ଆସନ୍ତୁ ଜାଣିବା,ଚା ତିଆରି କରିବାର ସଠିକ୍ ଉପାୟ କ’ଣ?

ଭାରତୀୟମାନେ ଖୁବ୍ ଚା’ ପ୍ରେମୀ। ଅନେକ ଲୋକ ସକାଳର ଆରମ୍ଭ ଗରମ ଚା ସହିତ କରନ୍ତି। କଳା ଚା, ସବୁଜ ଚା ଏବଂ କ୍ଷୀର ଚା’ ଆଦି ବିଭିନ୍ନ ପ୍ରକାରର ଚା’କୁ ବିଭିନ୍ନ ବର୍ଗର ଲୋକ ପସନ୍ଦ କରନ୍ତି। କିନ୍ତୁ କ୍ଷୀର ଚା, ଯାହାକୁ ପାରମ୍ପରିକ ଚା ଭାବରେ ମଧ୍ୟ ଜଣାଯାଏ; ତାହା ସବୁଠାରୁ ଲୋକପ୍ରିୟ…

ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ହେବ

କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଅହମ୍ମଦାବାଦରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଆୟୋଜନ ପାଇଁ ଭାରତର ପ୍ରୟାସକୁ ରାଜ୍ୟଗୋଷ୍ଠୀ ସଂଘର ମଞ୍ଜୁରୀ ମିଳିବା ନେଇ ଖୁସି ବ୍ୟକ୍ତ କରିଛନ୍ତି। ଏକ୍ସ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଶ୍ରୀ ଶାହ କହିଛନ୍ତି, "ଭାରତ ପାଇଁ ଏହା ଏକ ଅପାର…

୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗୁରୁବାର ଦିନ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୯ ବର୍ଷରେ ପାଦ ଦେବେ। ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରିବେ। ପାଖାପାଖି ୬ ମାସ ବ୍ୟବଧାନ ପରେ ସର୍ବସାଧାରଣ…

ଆଜିର ରାଶିଫଳ

ମେଷ: ଆପଣଙ୍କ ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବେ। ବେପାରରେ ଉନ୍ନତି ହେବ। ବକେୟା ଅର୍ଥ ପାଇବେ। ପରିବାର ସହିତ ଭଲ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରିବାର ଆବଶ୍ୟକତା ରହିଛି। ବୃଷ: କାର୍ଯ୍ୟକ୍ଷେତ୍ରରେ କିଛି ପରିବର୍ତ୍ତନ କରିପାରନ୍ତି। କୌଣସି ସୁଯୋଗ…

କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି। ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ। ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ। ସମ୍ବଲପୁର ବିଶ୍ବବିଦ୍ୟାଳୟରୁ ରାଜନୀତି…

ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ  ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ

ସପ୍ତମ ଶ୍ରେଣୀ ଛାତ୍ର ସାଇ ସମର୍ଥ ସାହୁ ପାଇଛନ୍ତି ବଡ଼ ସଫଳତା । ମ୍ୟାଥ୍ସ ଜିନିୟସ୍ 2025,  ରାଷ୍ଟ୍ରୀୟ ସ୍ତରରେ ହୋଇଥିବା ପ୍ରତିଯୋଗିତାରେ  ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ଏହି ସଫଳତା ହେତୁ,ସମର୍ଥ ଟ୍ରଷ୍ଟ ର 19ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ସମ୍ମାନିତ…