ରାଇରଙ୍ଗପୁର ବିଜେଡିର ପ୍ରଚାର ,ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ ଓ ଭିକେ ପାଣ୍ଡିଆନ୍

ରାଇରଙ୍ଗପୁରରେ ବିଜେଡିର ପ୍ରଚାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ଦୁଇ ନମ୍ବର ଷ୍ଟାର ପ୍ରଚାରକ ଭିକେ ପାଣ୍ଡିଆନ୍ ରାଇରଙ୍ଗପୁରରେ ପ୍ରଚାର କରିଛନ୍ତି । ଭିକେ ପାଣ୍ଡିଆନ୍ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠୁ ଭଲ ଜାଗାରେ ଆଦିବାସୀ ଭାଇ ଭଉଣୀମାନଙ୍କୁ…

୨୫ରେ ଓଡ଼ିଶା ଆସିବେ ସ୍ମୃତି ଇରାନୀ

ପାରାଦୀପ ନିର୍ବାଚନମଣ୍ଡଳୀରେ ଭାଜପା ତା’ର ସ୍ଥିତିକୁ ସୁଦୃଢ କରୁଥିବା ବେଳେ ଭିନ୍ନ ଦଳରୁ ଭିନ୍ନ ଦଳରୁ ବହୁ ସମର୍ଥକ ଭାଜପାରେ ସାମିଲ ହୋଇଛନ୍ତି। ଏହି ନୂତନ ସଦସ୍ୟ ଏବେ ଉତ୍ସାହିତ ଥିବା ବେଳେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଅସନ୍ତା ୨୫ ତାରିଖ (ଶନିବାର) ସକାଳ ୯ଟାରେ…

ସର୍ବକାଳୀନ ଉଚ୍ଚରେ ସେନସେକ୍ସ

ଦେଶରେ ନିର୍ବାଚନ ଜାରି ରହିଥିଲା ବେଳେ ସକାରାତ୍ମକ ଫଳାଫଳ ଆଶାରେ ଶେୟାର ବଜାରରେ ଉତ୍ସାହ ଲାଗି ରହିଛି। ଏହି କ୍ରମରେ ଶୁକ୍ରବାର ସେନସେକ୍ସ ଏବଂ ନିଫ୍ଟି ବେଞ୍ଚମାର୍କ ସର୍ବକାଳୀନ ଉଚ୍ଚ ସ୍ତରକୁ ଛୁଇଁଛି। ଗୁରୁବାର ନିଫ୍ଟି ନୂତନ ଉଚ୍ଚତାକୁ ସ୍ପର୍ଶ କରିଥିଲା ବେଳେ ଗୁରୁବାର ମଧ୍ୟ ଏହି ଧାରା…

ବିଗ ବସ ଓଟିଟି’ରେ ଅନିଲ କପୁର

‘ବିଗ ବସ ଓଟିଟି’ ର ସିଜନ ୩ ପାଇଁ ନୂଆ ହୋଷ୍ଟ ମିଳିଯାଇଛି। ଏଥର ସଲମାନ ଖାନ ନୁହଁନ୍ତି ବରଂ ଅନିଲ କପୁର ‘ବିଗ ବସ ଓଟିଟି’ ର ନୂଆ ସିଜନ ଆୟୋଜନ କରିବାକୁ ଯାଉଛନ୍ତି। ତାଙ୍କର ବ୍ୟସ୍ତବହୁଳ ଚଳଚ୍ଚିତ୍ର କାର୍ଯ୍ୟସୂଚୀ ହେତୁ ସଲମାନ ‘ବିଗ ବସ ଓଟିଟି’ରେ ହୋଷ୍ଟ କରିବାକୁ ମନା କରିଦେଇନ୍ତି। କେବଳ…

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଦର୍ଶନ କରିବା ପରେ ଆରବିଆଇ ଗଭର୍ଣ୍ଣରଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ବହୁବର୍ଷ ପରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିଲା । ଆମେ ବହୁ ଭଲରେ ପ୍ରଭୁ ଲିଙ୍ଗରାଜଙ୍କର ଦର୍ଶନ…

ହେଡଫୋନର ବ୍ୟବହାର ଦ୍ୱାରା କ୍ୟାନସର ଶିକାର ହୋଇପାରନ୍ତି !

ମୋବାଇଲ ବିନା ଯେପରି ଆମର ଜୀବନ ଆଉ କଳ୍ପନା କରିବା ସମ୍ଭବ ନୁହେଁ । ମୋବାଇଲ ସାଙ୍ଗକୁ ରହିଛି ଏହାର ହେଡଫୋନ । ଯାହାକୁ ଦେଖନ୍ତୁ କାନରେ ହେଡଫୋନ ନହେଲେ ଇୟରଫୋନ । କାନରେ ହେଡଫୋନ କିମ୍ବା ଇୟରଫୋନ ଲଗାଇବା ସତେ ଯେମିତି ଏକ ଫ୍ୟାସନ ହୋଇଗଲାଣି । ଅଧିକାଂଶ ସମୟ କାନରେ ଏହାକୁ ଲଗାଇ ଗୀତ ଶୁଣିବା…

ସୋମବାର ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ

ସୋମବାର ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ । ଆଜି ପୂର୍ବାହ୍ନରେ ତାରିଖ ଘୋଷଣା କରିବ ବୋର୍ଡ । ୨୭ ତାରିଖରେ ପରୀକ୍ଷା ଫଳ ପ୍ରକାଶ ସମ୍ଭାବନା । ସାଢ଼େ ୫ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦେଇଛନ୍ତି ପରୀକ୍ଷା । ମାଟ୍ରିକ୍ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ।…

ଟ୍ରୁକଲ ଆଣିଲା ଏକ ନୂଆ AI ଫିଚର

ଟ୍ରୁକଲ ଆପ ଆମକୁ ସ୍ପାମ କଲ୍ସରୁ ରକ୍ଷା କରିଥାଏ । ବର୍ତ୍ତମାନ ଟ୍ରୁକଲରର ନିଜ ୟୁଜର୍ସଙ୍କ ପାଇଁ ଏକ ଭଲ ଏଆଇ ଫିଚର ଇଣ୍ଟ୍ରୋଡ୍ୟୁସ କରିଛି । ଏଥିପାଇଁ ଟ୍ରୁକଲରର ଆପ ମାଇକ୍ରୋସଫ୍ଟ ସହ ପାର୍ଟନରସିପ କରିଛି । ବର୍ତ୍ତମାନ ଟ୍ରୁକଲରର  ୟୁଜର୍ସଙ୍କୁ କଲ୍ ଆଇଡେଣ୍ଟିଫିକେସନ ସହ ନିଜ ରେପ୍ଲିକା…

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ଜାରି କଲା ନୂଆ ଆନଥେମ

 ଟି-୨୦ ବିଶ୍ୱକପ୍ ୨୦୨୪ ଆରମ୍ଭ ହେବା ପୂର୍ବରୁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ ଏକ ନୂଆ ଆନଥେମ ଜାରି କରିଛି । ଏହି ସଂଗୀତ ଏବେ ବିଶ୍ୱ କ୍ରିକେଟର ସମସ୍ତ ଆଇସିସି ଇଭେଣ୍ଟରେ ମଧ୍ୟ ବ୍ୟବହୃତ ହେବ । ଏଣିକି ଏହି ସଂଗୀତକୁ ଆଇସିସିର ବ୍ରାଣ୍ଡ ସଂଗୀତ ବୋଲି ବିବେଚନା କରାଯିବ । ଏହା ପୂର୍ବରୁ…

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁହଁ ଖୋଲିଲେ ପିଏମ ମୋଦୀ

ମଦ ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିଲା । ସେ ବର୍ତ୍ତମାନ ଅନ୍ତରୀଣ ଜାମିନରେ ପଦାକୁ ଆସିଛନ୍ତି, ପୁଣି ଜୁନ ୨ରେ ସେ ସରେଣ୍ଡର କରିବେ । ଏନେଇ ଅନେକ ପ୍ରକାର ପ୍ରଶ୍ନ ବି ଉଠିଛି । ଏହାରି ମଧ୍ୟରେ ନରେନ୍ଦ୍ର…