ସ୍ନେହାଙ୍ଗିନୀ ଛୁରିଆ  ହେବେ ବିଜେଡି ପ୍ରାର୍ଥୀ

 ସ୍ନେହାଙ୍ଗିନୀ ଛୁରିଆ  ହେବେ ବିଜେଡି ପ୍ରାର୍ଥୀ।  ନୂଆପଡ଼ା ଉପନିର୍ବାଚନ ପାଇଁ ସରପ୍ରାଇଜ କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ପୁରୁଖା ନେତା, ବେଶ ଅଭିଜ୍ଞ ରାଜନେତା ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭରସା କରିଛି ବିଜେଡି। ଦଳର ସଭାପତି ଏକ ଗୁରୁତ୍ବପୂର୍ଣ୍ଣ ବୈଠକ…

ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି

ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି ବିଜେପି । ପୂର୍ବରୁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଖୁବ ଶୀଘ୍ର ବିଜେଡି ମଧ୍ୟ ନିଜ ପ୍ରାର୍ଥୀ ଘୋଷଣା କରିବ ବୋଲି ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ନିକଟରେ ଜୟ ବିଜେପିରେ…

ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ପ୍ରୋତ୍ସାହନ କରୁଛି ୟୁନେସ୍କୋ

ୟୁନେସ୍କୋର ଦକ୍ଷିଣ ଏସିଆ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆରଆଇଇ) ମଧ୍ୟରେ ପ୍ରାକ-ସେବା ଶିକ୍ଷା ପ୍ରଶିକ୍ଷଣ ବ୍ୟବସ୍ଥାରେ ସ୍ବାସ୍ଥ୍ୟ ଓ କଲ୍ୟାଣକୁ ଏକୀକୃତ କରିବା ଲାଗି ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଅଧୀନରେ ଶିକ୍ଷା…

ଅଯୋଧ୍ୟାରେ ନୂତନ ଏନ୍.ଏସ୍. ଜି. କେନ୍ଦ୍ର ପ୍ରତିଷ୍ଠା

କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ କହିଛନ୍ତି ଯେ, ସର୍ବତ୍ର, ସର୍ବୋତ୍ତମ ଏବଂ ସୁରକ୍ଷା ଭଳି ତିନୋଟି ନୀତି ସହିତ ସମର୍ପଣ, ସାହସ ଏବଂ ରାଷ୍ଟ୍ରଭକ୍ତି କୁ ନିଜର ଗୁଣ ଭାବେ ନେଇ ଏନ୍. ଏସ୍. ଜି. ଚାରି ଦଶନ୍ଧି ଧରି ଦେଶରେ ଆତଙ୍କବାଦ ବିରୋଧରେ ଏକ ଗୁରୁତ୍ୱପୂର୍ଣ୍ଣ ଲଢ଼େଇ…

୫୭ ଆସନ ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା

ପ୍ରଥମ ପର୍ଯ୍ୟାୟରେ ଦଳ ୫୭ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଏହି ଲିଷ୍ଟରେ କୌଣସି ମୁସଲିମ ଚେହେରାଙ୍କ ନାମ ନାହିଁ । ଏନଡିଏ ଗଠବନ୍ଧନରେ ଜେଡିୟୁକୁ ୧୦୧ଟି ସିଟ୍ ମିଳିଛି । ତେଣୁ ଦଳ ଆଗାମୀ ଦିନରେ ଅବଶିଷ୍ଟ ଆସନରେର ପ୍ରାର୍ଥୀ ଘୋଷଣା କରିବ । ପ୍ରାର୍ଥୀଙ୍କ ନାମ ଉପରେ ଅନ୍ତିମ…

ପଙ୍କଜ ଧୀରଙ୍କ ପରଲୋକ

ଜଣାଶୁଣା ଟିଭି ଓ ଫିଲ୍ମ ଅଭିନେତା ପଙ୍କଜ ଧୀର ଆଉ ନାହାନ୍ତି । ବିଆର ଚୋପ୍ରାଙ୍କ ମହାଭାରତରେ ’କର୍ଣ୍ଣ’ ଚରିତ୍ରରେ ଅଭିନୟ କରି ବେଶ୍ ପ୍ରଶଂସା ସାଉଟିଥିବା ବିଶିଷ୍ଟ ଅଭିନେତା ପଙ୍କଜ ଧୀର ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । କ୍ୟାନସର ସହ ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି…

ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍

ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍ ଭାରତର ଡିଜିଟାଲ୍ ଅର୍ଥବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣିବ ବୋଲି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଆଗାମୀ ଭାରତ ଏଆଇ ସମ୍ମିଳନୀରେ ଅଂଶଗ୍ରହଣ କରିବା ପୂର୍ବରୁ ଗୁଗୁଲ୍ ଦ୍ୱାରା ଆୟୋଜିତ ଏକ…

ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ

ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ପୁରୁଷ ବନ୍ଧୁଙ୍କୁ ଗିରଫ କରାଯାଇଛି । ପୀଡ଼ିତାଙ୍କ ବାପା ଏହି ମାମଲାରେ ପୁରୁଷ ବନ୍ଧୁର ହାତ ଥିବା ଅଭିଯୋଗ କରିଥିଲେ । ତାଙ୍କ କହିବା କଥା ରାତିରେ ତାଙ୍କ ଝିଅଙ୍କୁ କ୍ୟାମ୍ପସ ବାହାରକୁ ନେବାକୁ ତାଙ୍କ ପୁରୁଷ ବନ୍ଧୁ ବାଧ୍ୟ…

ଆସନ୍ତା ୨ ଦିନରେ ସାରା ଦେଶରୁ ବିଦାୟ ନେବ ମୌସୁମୀ

ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଜାରି ରହିଛି। ଆଜି ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି। ଆସନ୍ତା ୨ ଦିନରେ ସମ୍ପୂର୍ଣ୍ଣ ଓଡ଼ିଶାରୁ ମୌସୁମୀ ଫେରିଯିବାକୁ ପରିବେଶ ଅନୁକୂଳ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, କେବଳ…

ଆଜିର ରାଶିଫଳ

ମେଷ: ଆପଣଙ୍କର ସୁଖ ସୁବିଧା ବଢ଼ିବ। ଚାକିରିରେ ବେତନ ବୃଦ୍ଧି ହେବ। ପରିବାର ସହିତ ସଦଭାବନାପୂର୍ବକ ସମୟ ଅତିବାହିତ କରିବେ। ମୋଟର ଯାନ କିଣିବା ଲାଗି ମନ ବଳିବ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାରୁ ଆରାମ ପାଇବେ। ବୃଷ: ରୋଜଗାର ପାଇଁ ସୁଯୋଗ ପାଇବେ। ବରିଷ୍ଠ ସହିତ ବାଦବିବାଦ…