୨୩ରେ ଧାମନଗର ଆସିବେ ଜେପି ନଡ୍ଡା
ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ଲାଗି ପ୍ରଚାର କରିବାକୁ ନଡ୍ଡା ଧାମନଗର ଆସିବେ ବୋଲି ଜିଲା ମିଡିଆ ସେଲ୍…