ଉପରାଷ୍ଟ୍ରପତି ମୋଖବେର ହେଲେ ଇରାନର କାମଚଳା ରାଷ୍ଟ୍ରପତି
ଉପରାଷ୍ଟ୍ରପତି ମୋଖବେର ଇରାନର କାମଚଳା ରାଷ୍ଟ୍ରପତି ଦାୟିତ୍ୱ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରବିବାର ହେଲିକପ୍ଟର ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟ ଦୁର୍ଘଟଣାରେ ହୋଇଥିଲା । ଦୁର୍ଘଟଣାର କାରଣ ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ଇରାନରେ ୫ ଦିନିଆ ଶୋକ…