ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ମେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା…

ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ…

ଆଜିର ରାଶିଫଳ

ମେଷ: ପ୍ରଭାବଶାଳୀ ଲୋକଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ଦିଗୁଣା କରିବ। ଆପଣ କିଛି ରଚନାତ୍ମକ କାର୍ଯ୍ୟ କରିବା ପାଇଁ ଚେଷ୍ଟା କରନ୍ତୁ। ପିଲାଙ୍କ ଉପଲବ୍ଧିରେ ଗର୍ବ ଅନୁଭବ କରିବେ। ‌ ବୃଷ: ନିଜର ସମୟ ଓ ଶକ୍ତି ଅନ୍ୟମାନଙ୍କ ସାହାଯ୍ୟରେ ଲଗାନ୍ତୁ। ଜୀବନସାଥୀ ସହିତ ଆନନ୍ଦର କ୍ଷଣ ବିତାଇବେ।…

ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ

ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଗତକାଲି…

୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୧୬ତାରିଖରେ ରାଜଧାନୀରେ ରୋଡ ସୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରୋଡ ସୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । ଗଙ୍ଗନଗର ଛକରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ । ଗୋପବନ୍ଧୁ ଛକ, ଡିଏଭି ଛକ, ଏଚଡିଏଫସି…

ଆସିଲା ଏଡିଆର ରିପୋର୍ଟ: ୩୪ ପ୍ରାର୍ଥୀ ମାଟ୍ରିକ ଫେଲ୍‌

୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟ ନିର୍ବାଚନରେ ୮୭ ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା ଏବଂ ୨୬ ଜଣଙ୍କ ନାଁରେ ଗୁରୁତର ଅପରାଧ ରହିଥିବା ନେଇ ଏଡିଆର୍‌ ରିପୋର୍ଟରେ ସାମ୍ନାକୁ ଆସିଛି। ସେହିପରି ୫ ଜଣଙ୍କ…

ଜୁଲାଇ ମାସରୁ ଆଉ ବିଜୁଳି ବିଲ୍ ଆସିବ ନାହିଁ – ପାଣ୍ଡିଆନ

ବାଙ୍କୀରେ ପାଣ୍ଡିଆନଙ୍କ ପ୍ରଚାର । ବିଜେଡି ସାଂସଦ ପ୍ରାର୍ଥୀ ଏବଂ ବିଧାୟକ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । ବାଙ୍କୀରେ ଆଜି ପ୍ରଚାର କରିବା ସହ ପାଣ୍ଡିଆନ୍ କହିଛନ୍ତି, ନିର୍ବାଚନ ଆସିଲେ ବଡ ବଡ ନେତାମାନେ ଆସିବେ । ଟୁରିଷ୍ଟ ଭଳିଆ ସେମାନେ ଆସିବେ, ପଳେଇବେ । ୫ ବର୍ଷ ଖୋଜିବେ ପାଇବେ…

ନାମାଙ୍କନ ଭରିଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାରଣାସୀରୁ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ । ଏହା ପୂର୍ବରୁ ସେ ୨୦୧୪ ଓ ୨୦୧୯ରେ ବାରଣାସୀରୁ ନିର୍ବାଚନ ଜିତିଥିଲେ।ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କାଳ ଭୈରବ ମନ୍ଦିରରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ବାବା…

ଆଜି ପୁଣି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା। ଓଡ଼ିଶାରେ ଆସିବେ ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା । ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।…

ଖୁଚୁରା ମୁଦ୍ରାସ୍ଫୀତି ଓଡ଼ିଶା ଦେଶରେ ସର୍ବାଧିକ

ଚଳିତ ବର୍ଷ ଏପ୍ରିଲ୍‌ରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ୪.୮୩ ପ୍ରତିଶତକୁ ହ୍ରାସ ପାଇଥିବା ବେଳେ ଓଡ଼ିଶାର ମୁଦ୍ରାସ୍ଫୀତି ୭.୧୧ ପ୍ରତିଶତକୁ ଖସିଛି। ଦେଶର ସବୁ ରାଜ୍ୟ ତୁଳନାରେ ଓଡ଼ିଶାର ମୁଦ୍ରାସ୍ଫୀତି ସର୍ବାଧିକ ରହିଛି। ବିଶେଷଜ୍ଞମାନଙ୍କ ମତରେ ବହୁ ସାମଗ୍ରୀ ଲାଗି ଓଡ଼ିଶା ଅନ୍ୟ ଉପରେ…