ପଙ୍କଜ ଧୀରଙ୍କ ପରଲୋକ
ଜଣାଶୁଣା ଟିଭି ଓ ଫିଲ୍ମ ଅଭିନେତା ପଙ୍କଜ ଧୀର ଆଉ ନାହାନ୍ତି । ବିଆର ଚୋପ୍ରାଙ୍କ ମହାଭାରତରେ ’କର୍ଣ୍ଣ’ ଚରିତ୍ରରେ ଅଭିନୟ କରି ବେଶ୍ ପ୍ରଶଂସା ସାଉଟିଥିବା ବିଶିଷ୍ଟ ଅଭିନେତା ପଙ୍କଜ ଧୀର ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । କ୍ୟାନସର ସହ ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି…