ଆଫଗାନିସ୍ତାନରେ ବନ୍ୟା

ଆଫଗାନିସ୍ତାନରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ୩୦୦ ରୁ ଉର୍ଦ୍ଧ ଲୋକେ ପ୍ରାଣ ହରାଇଥିଲା ବେଳେ ହଜାର ହଜାର ଘର ନଷ୍ଟ ହୋଇଥିବା ମିଳିତ ଜାତିସଂଘ ଫୁଡ୍ ଏଜେନ୍ସି ଶନିବାର କହିଛି। ଗତ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରେ ଆସିଥିବା ଅନେକ ବନ୍ୟା ମଧ୍ୟରୁ ବଞ୍ଚିଥିବା ଲୋକଙ୍କୁ ବିଶ୍ୱ ଫୁଡ୍…

ଓଡ଼ିଶାବାସୀଙ୍କ ଭୁଆଁ ବୁଲାଇବା ପାଇଁ ମାଗଣା ବିଜୁଳି କଥା କହୁଛି ବିଜେପି – ଭିକେ ପାଣ୍ଡିଆନ

ବଙ୍ଗୋମୁଣ୍ଡାରୁ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ । ବଙ୍ଗୋମୁଣ୍ଡା ଜନସଭାରେ ପାଣ୍ଡିଆନ କହିଛନ୍ତି, ଗତକାଲି ପ୍ରଧାନମନ୍ତ୍ରୀ ମୋଦୀ ବଲାଙ୍ଗୀର ଆସିଥିଲେ । ଏହାପୂର୍ବରୁ ୨୦୧୯ରେ ବଲାଙ୍ଗୀର ଆସିଥିଲେ ପ୍ରଧାନମନ୍ତ୍ରୀ । ନିର୍ବାଚନ ସମୟରେ ଆସି ବଡ ବଡ କଥା କହୁଛନ୍ତି…

ଆପଣ ମାନେ ଖୁସି ତ – ନବୀନ

କଣ୍ଟାବାଞ୍ଜିର ବଙ୍ଗୋମୁଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନବୀନ କହିଛନ୍ତି, ମୁଁ କଣ୍ଟାବାଞ୍ଜିରୁ ବିଧାୟକ ପ୍ରାର୍ଥୀ ହୋଇଛି ଆପଣ ମାନେ ଖୁସି ତ । ରାଜ୍ୟ ସରକାର କରିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ପଚାରିବା ସହ ଶଙ୍ଖ…

ମା’ଙ୍କ ପାଇଁ ଦିନଟିଏ

ମା’ଙ୍କ ପାଇଁ ଦିନଟିଏ । ବିଶ୍ୱବ୍ୟାପୀ ପ୍ରତ୍ୟେଟି ମଣିଷ ଏହି ଦିବସକୁ ବେଶ ସହକାର ସହ ପାଳନ କରୁଛନ୍ତି । କିଏ କେକ୍ କାଟି ମାତୃ ଦିବସ ପାଳୁଛନ୍ତି ତ ଆଉ କିଏ ସୋସିଆଲ ମିଡିଆରେ ନିଜ ମାଙ୍କ ଫଟୋକୁ ସ୍ଥାନ ଦେଇ ମାତୃ ଦିବସ ପାଳନ କରୁଛନ୍ତି । ଦୁନିଆର ସବୁଠୁ ସୁନ୍ଦର ଶବ୍ଦ ହେଉଛି ମା, ଏହାର…

ଆଜି ବଲାଙ୍ଗୀର ଆସିବେ ମୁଖ୍ୟମନ୍ତ୍ରୀ

ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ସକାଳୁ ବାହାରି ପ୍ରଥମେ କଳାହାଣ୍ଡି ଜିଲ୍ଲା ଗସ୍ତ ପରେ ସକାଳ ୧୧ଟାରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକ୍‌ ଅନ୍ତର୍ଗତ ସିନ୍ଧେକେଲା ଅସ୍ଥାୟୀ ହେଲିପ୍ୟାଡ୍‌ରେ…

ଆଜିର ରାଶିଫଳ

‌ମେଷ: ଅସହାୟଙ୍କ ଲାଗି ସଂବେଦନଶୀଳ ରହିବେ। ଯାହା ବି କାର୍ଯ୍ୟ କରିବେ ସେଥିରେ ସଫଳତା ପାଇବେ। ନିଜ ମନର ଆଧାର ଉପରେ ନିଷ୍ପତ୍ତି ନେବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଅତ୍ୟନ୍ତ ମହତ୍ତ୍ବପୂର୍ଣ୍ଣ ରହିବ। ବୃଷ: କୌଣସି ସମାରୋହକୁ ଯିବାର ଅବସର ପାଇବେ। ସାବଧାନୀରେ ସବୁ କାମ ସଂପୂର୍ଣ୍ଣ…

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ମେ ୧୩ ତାରିଖରେ ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ । ଆଜିଠୁ ଡିସପୋସାଲ ପ୍ରକ୍ରିୟା ଆରମ୍ଭ ହୋଇଛି । ମୋଟ ୬୨ ଲକ୍ଷ ୮୭ ହଜାର ଭେଟର ମତଦାନ…

ବିଜେପିରେ ଯୋଗ ଦେଲେ ବିଜୁ ଯୁବ ଜନତା ଦଳର ପୂର୍ବତନ ରାଜ୍ୟ ସାଧାରଣ ସମ୍ପାଦକ ତ୍ରିଲୋଚନ ତରାଇ

ବିଜୁ ଜନତା ଦଳ ସରକାର ଦୀର୍ଘ ୨୫ବର୍ଷ ଶାସନରେ ରହିବି ଓଡ଼ିଶାକୁ ଗରିବୀରୁ ବାହାରକୁ ଆଣିପାରିଲାନି । ସାରା ଓଡିଶାରେ ବିଜେଡି ସରକାର ଉପରେ ଲାକଙ୍କ ପ୍ରବଳ ଆକ୍ରୋଶ ରହିଛି । ଲୋକ କହୁଛନ୍ତି “ଆଉ କେତେ ଦିନ ସହିବ ଓଡ଼ିଶା” । ନବୀନ ଓଡ଼ିଶା ସରକାର ଅଣଓଡ଼ିଆ ଦ୍ୱାରା ପରିଚାଳିତ ହେଉଛି । ବିଜେଡି…

ଆାଗାମୀ ତିନଘଣ୍ଟା ପାଇଁ କାଳବୌଶାଖୀ ନେଇ ସତର୍କକତା  ଜାରି କରିଛି ପାଣିପାଗ ବିଭାଗ

ଆାଗାମୀ ତିନଘଣ୍ଟା ପାଇଁ କାଳବୌଶାଖୀ ନେଇ ସତର୍କକତା  ଜାରି କରିଛି ପାଣିପାଗ ବିଭାଗ । ଏହି ମଧ୍ୟରେ 30 ରୁ 40 କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ବିଜୁଳ ସହିତ ବର୍ଷା ହେବା ନେଇ ଆକଳନ କରାଯାଇଛି । ରାଜ୍ୟର 6 ଟି ଜିଲ୍ଲାକୁ ବର୍ଷା ଜନିତ ସକର୍କତା ଜାରି କରାଯାଇଛି । ଖୋର୍ଧା ,କଟକ,…

ମୋଦିଙ୍କୁ ନିମନ୍ତ୍ରଣ କଲେ ପାଣ୍ଡିଆନ, କହିଲେ ୯ ତାରିଖ ଆସିବେ

ବୀରମିତ୍ରପୁରରେ ପ୍ରଚାର କରୁଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ । ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ତେବେ ଏହାରି ଭିତରେ ପ୍ରଧାନମନ୍ତ୍ରୀଙ୍କୁ ଜୋରଦାର ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ରହି…