ମାରାଥନ୍ ପ୍ରଚାରରେ ମୋଦୀ

ଆଜି ଓଡ଼ିଶାର ନିର୍ବାଚନ ମଇଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରୁ ବାହାରି ୩ଟି ଜିଲ୍ଲାରେ ଜନସମାବେଶ କରିବା ସହ ବିଜେପି ପାଇଁ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ଫୁଲବାଣୀ, ବରଗଡ଼ ଏବଂ ବଲାଙ୍ଗୀରରେ ଆଜି କମ୍ପିବ ପ୍ରଚାର ମଇଦାନ । ସମସ୍ତ ଜିଲ୍ଲାରେ ଜନସମାବେଶ କରି…

ଜେଇଇ ଆଡଭାନ୍ସଡ୍ ପରୀକ୍ଷା

ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି (ଆଇଆଇଟି) ମାଡ୍ରାସ IIT  ମେ’ ୨୬ ୨୦୨୪ରେ ଆୟୋଜନ କରିବ । ଇଂଜିନିୟରିଂ କଲେଜରେ ଆଡମିଶନ ଲାଗି ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସର ଅଫିସିଆଲ୍ ୱେବସାଇଟ୍ jeeadv.ac.in କୁ ଯାଇ ପରୀକ୍ଷାର ସେଡ୍ୟୁଲ ଚେକ୍ କରିପାରିବେ ।ଜେଇଇ…

ସଲମାନଙ୍କ ନାୟିକା ସାଜିବେ ରଶ୍ମିକା

ଆସନ୍ତା ବର୍ଷ ଇଦ୍‌ ଉପଲକ୍ଷେ ରିଲିଜ୍‌ ହେବାକୁ ଥିବା ଏହି ଚଳଚ୍ଚିତ୍ରରେ ପ୍ରଥମ ଥର ପାଇଁ ରଶ୍ମିକା ଏବଂ ସଲ୍‌ମାନଙ୍କୁ ଏକାଠି ଦେଖିବାକୁ ମିଳିବ। ଫିଲ୍ମ ପ୍ରଯୋଜକ ସାଜିଦ୍‌ ନାଦିଆଡ୍‌ୱାଲାଙ୍କ ତରଫରୁ ନିଜ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଗୁରୁବାର ଏହି ଘୋଷଣା କରାଯାଇଛି। ଏ.…

ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ

ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି।ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି। ପୂର୍ବରୁ ଓଡ଼ିଶାରେ ଏପରି ଜନ ସମାଗମ ଓ ଉତ୍ସାହ ଦେଖି ନ ଥିଲି।…

ୟୁକ୍ରେନରେ ଦୁଇ ମନ୍ତ୍ରୀ ବହିଷ୍କାର

ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍‌ଜାଣ୍ଡାର କୁବ୍ରାକୋଭ୍‌ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍‌ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ ଉପ…

ପାଗର ପରିବର୍ତ୍ତନ ନାହିଁ!

ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ନାହିଁ। ଆଗାମୀ ୫ ଦିନ ରାଜ୍ୟର କାଁ ଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱର୍ଣିଁ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟାରେ କେଉଁଝର, ବାଲେଶ୍ଵର, ମୟୂରଭଞ୍ଜ , କେନ୍ଦ୍ରାପଡ଼ା ଭଦ୍ରକରେ ଗୋଟେ…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ମେଗା ରୋଡ ସୋ

ନିର୍ବାଚନ ପ୍ରଚାରରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଏକ ମେଗା ରୋଡ ସୋ କରିଛନ୍ତି । ମାଷ୍ଟରକ୍ୟାଣ୍ଟିନ ଛକରୁ ଏହି ରୋଡ ସୋ ଆରମ୍ଭ ହୋଇଛି । ରୋଡ ସୋ ଦୀର୍ଘ ଦେଢ ଘଣ୍ଟା ଧରି ଚାଲିବ । ମାଷ୍ଟର କ୍ୟାଣ୍ଟିନରୁ ଆରମ୍ଭ ହୋଇଥିବା ରୋଡ ସୋ ବାଣୀବିହାର ପର୍ଯ୍ୟନ୍ତ ଚାଲିବ ।…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତୀକ୍ଷିତ ରୋଡ ସୋ’ ଭୁବନେଶ୍ବରରେ ଆରମ୍ଭ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବହୁ ପ୍ରତୀକ୍ଷିତ ରୋଡ ସୋ’ ଭୁବନେଶ୍ବରରେ ଆରମ୍ଭ ହୋଇଯାଇଛି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କ ଦ୍ବାରା ସ୍ବାଗତ ପରେ ପ୍ରଧାନମନ୍ତ୍ରୀ ବାଣୀବିହାର ଅଭିମୁଖେ ‌ରୋଡ ସୋ’ରେ ବାହାରିଛନ୍ତି।ଜନପଥ ଲୋକାରଣ୍ୟରେ ପରିଣତ ହୋଇସାରିଛି।…

ପୁରୀରେ ହଜାର ବର୍ଷର ଚନ୍ଦନ ଯାତ୍ରା

ଓଡ଼ିଶାରେ ଥିବା ଦେବମନ୍ଦିରରେ ଗରମ ଦିନେ ଆଲଟ ପଡେ, ଚନ୍ଦନ ଲାଗି ହୁଅନ୍ତି, ମାତ୍ର ସ୍ୱତନ୍ତ୍ର ଯାତ୍ରା ତଥା ଦୈବପର୍ବ ରୂପେ ଏହା ସଂପୂର୍ଣ୍ଣ ଭାବେ ଓଡ଼ିଶାରେ ହିଁ ପ୍ରସିଦ୍ଧ । ହଜାର ବର୍ଷ ତଳର ଏହି ଯାତ୍ରା ଏବେ ବି ରୀତିନୀତି ଅନୁଯାୟୀ ଚାଲୁଅଛି ।  ବୈଶାଖ ଶୁକ୍ଳ ତୃତୀୟାଠାରୁ…

ମହିଳାମାନେ ହେଉଛନ୍ତି ନବୀନ ବାବୁଙ୍କ ସେନାପତି -ଭିକେ ପାଣ୍ଡିଆନଙ୍କ

ଝାରସୁଗୁଡାରେ ଭିକେ ପାଣ୍ଡିଆନଙ୍କ ପ୍ରଚାର ।। ବିଧାନସଭା ପ୍ରାର୍ଥୀ ଦିପାଳୀ ଦାସ ଓ ଲୋକସଭା ପ୍ରାର୍ଥୀ ପରିଣିତା ମିଶ୍ରଙ୍କ ପାଇଁ ମାଗିଲେ ଭୋଟ । ଝାରସୁଗୁଡା ମାଟିରେ ସ୍ୱର୍ଗତ ନବ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ । କହିଲେ ଦିପାଳୀଙ୍କ ବାପା ଏଠି ନାହାନ୍ତି ଆପଣମାନେ ତାଙ୍କୁ ଆଶୀର୍ବାଦ…