ବିଜେପିରୁ ଇସ୍ତାହାରକୁ ‘ମିଛ ମାନିଫେଷ୍ଟୋ’ କହି ବର୍ଷିଲା ବିଜେଡି 

ବିଜେଡିର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ୍ କରିଛି ବିଜେଡି । ରାଜ୍ୟ ବିଜେପିର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା । ‘ନା କାମ କରିବି, ନା କାମ କରେଇ ଦେବି’ ବୋଲି କହି…

ଦଶମ ଓ ଦ୍ୱାଦଶ ବୋର୍ଡ ୨୦୨୪ ପରୀକ୍ଷା ଫଳାଫଳ ଘୋଷଣା

 କାଉନସିଲ ଫର ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏଗଜାମିନେସନ (ସିଆଇଏସସିଇ) ତରଫରୁ ଦଶମ (ଆଇସିଏସଇ) ଓ ଦ୍ୱାଦଶ (ଆଇଏସସି) ବୋର୍ଡ ୨୦୨୪ ପରୀକ୍ଷାର ଫଳାଫଳ ଘୋଷଣା କରାଯାଇଛି । ଯେଉଁ ପରୀକ୍ଷାର୍ଥୀମାନେ ଏହି ପରୀକ୍ଷା ଦେଇଥିଲେ ସେମାନେ ନିଜ ନିଜର ରେଜଲ୍ଟ ଜାଣିବା ପାଇଁ…

ବିଳମ୍ବରେ ଉଠୁଥିଲେ ଶରୀରରେ ଦେଖାଦିଏ ଏହି ସମସ୍ୟା

ପ୍ରତିଦିନ ଭୋରରୁ ଉଠିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ହେଲେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯେଉଁମାନେ ରାତିରେ ଡେରିରେ ଶୋଇଥାନ୍ତି ଓ ସକାଳୁ ବହୁ ବିଳମ୍ବରେ ଉଠିଥାନ୍ତି। ‘ବିଳମ୍ବରେ ଉଠିବା ଅଭ୍ୟାସ ଏବଂ ଏହାର ଶରୀର ଉପରେ ପ୍ରଭାବ’ ଶୀର୍ଷକ ବିଷୟକୁ ନେଇ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର…

କରନ୍‌ଙ୍କ ରାଗ!

ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ ବିନ୍ଦାସ ଅନ୍ଦାଜରେ ନିଜ ମତ ରଖିବା ପାଇଁ ମଧ୍ୟ ବେଶ୍‌ ଜଣାଶୁଣା। ସମ୍ପ୍ରତି ଏହି ଫିଲ୍ମ ନିର୍ମାତା ନିଜ ଇନ୍‌ଷ୍ଟାଗ୍ରାମ…

ଟି-୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଜର୍ସି ଲଞ୍ଚ୍‌

ଟି-୨୦ ବିଶ୍ୱକପକୁ ମାତ୍ର କିଛି ସପ୍ତାହ ବାକି ଅଛି ଏବଂ କିଛି ଘଣ୍ଟା ପୂର୍ବରୁ ଭାରତୀୟ ଦଳର ଜର୍ସି ଲଞ୍ଚ୍‌ ହୋଇଛି॥ ଭାରତୀୟ ଦଳର ଜର୍ସି ବିଶ୍ୱ କ୍ରୀଡ଼ା ପୋଷାକ ବ୍ରାଣ୍ଡ ଆଡିଡାସ ଦ୍ୱାରା ନିର୍ମିତ। ବର୍ତ୍ତମାନ ‘ଆଡିଡାସ ଇଣ୍ଡିଆ’ ଇନଷ୍ଟାଗ୍ରାମରେ ଗ୍ରାଫିକ୍ସ ମାଧ୍ୟମରେ ଭାରତୀୟ ଦଳର ଜର୍ସି…

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ ବୋଲି ଜାତୀୟ ଗଣମାଧ୍ୟମରେ ଆଲୋଚନା ଓ ଚର୍ଚ୍ଚା ହେଉଛି। ଏପରିକି ବିଏସ୍‌ଏନ୍‌ଏଲ୍‌ ସାରା ଦେଶରେ ୪ଜି ସେବା ଆରମ୍ଭ କରିବାକୁ ଯାଉଛି ବୋଲି ସରକାରୀ…

ଇସ୍ରାଏଲ୍‌ ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ ହୋଇଥିବା କଥା ଇସ୍ରାଏଲ ସେନା ସ୍ପଷ୍ଟ କରିନାହିଁ। ଲେବାନନ ଅତିକ୍ରମ କରି ଏକ ଡ୍ରୋନ୍‌ ମେଟୁଲା ଅଞ୍ଚଳରେ ମାଡ଼ ହୋଇଥିଲା ବୋଲି ସେନା…

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା

ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ରସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର…

ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ , ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କଲେ ନରେନ୍ଦ୍ର…

ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ । ସକାଳୁ ସକାଳୁ କଡା ସୁରକ୍ଷା ବଳୟ ଭିତରେ ଯାଇ ନିଜ ମତ ସାବ୍ୟସ୍ତ କରିଛନ୍ତି । ଗୁଜରାଟ, ଅହମ୍ମଦାବାଦ ସ୍ଥିତ ନିସାନ ହାଇୟର ସେକେଣ୍ଡାରୀ ସ୍କୁଲରେ ମତ ସାବ୍ୟସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ସାଥିରେ ଗୃହମନ୍ତ୍ରୀ ଅମିତ ଶାହା ଉପସ୍ଥିତ…

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା…