ଆଜିର ରାଶିଫଳ

ମେଷ: କାର୍ଯ୍ୟ କ୍ଷେତ୍ରରେ କର୍ମଚାରୀମାନଙ୍କ ସହିତ ତାଳମେଳ ବଜାୟ ରଖି‌ବେ। ବ୍ୟବସାୟ ସମ୍ବନ୍ଧୀୟ କାମ ସମୟ ଅନୁକୂଳ। ଚାକିରିଆଙ୍କର ପଦୋନ୍ନତି ଯୋଗ ରହିଛି। ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ କରିବେ। ବୃଷ: ବ୍ୟବସାୟ ବୃଦ୍ଧି ଲାଗି ନୂଆ କୌଶଳ ଗ୍ରହଣ କରିବେ। ଲେଖକ ନୂଆ ରଚନା ଆରମ୍ଭ କରିବେ।…

CPI ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ପରଲୋକ

ଭାରତୀୟ କମ୍ୟୁନିଷ୍ଟ ପାର୍ଟି(CPI)ର ଜାତୀୟ ସଚିବ ଅତୁଲ କୁମାର ଅଞ୍ଜାନଙ୍କ ଶୁକ୍ରବାର ନିଧନ ହୋଇଛି । ସେ ଦୀର୍ଘ ଏ ମାସ ଧରି ଲକ୍ଷ୍ନୌର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ୧୯୭୭ରେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର ସଭାପତି ଭାବେ ରାଜନୀତି ଆରମ୍ଭ କରିଥିବା ଅତୁଲ…

ଚାଇନା ନିର୍ମାଣ ଭାରତକୁ ବିପଦ

ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌ ଉପତ୍ୟକାରେ ସାମରିକ ଭିତ୍ତିଭୂମି ନିର୍ମାଣ କରୁଛି। ଏହା ଭାରତ ପାଇଁ ସାମରିକ ବିପଦ ସୃଷ୍ଟି କରିଛି।…

ତାତିରୁ ମିଳିବ ଆଶ୍ବସ୍ତି

ଉପକୂଳ ଓଡ଼ିଶାରେ ତାପମାତ୍ରା ଗୋଟିଏରୁ ଦୁଇ ଡିଗ୍ରି କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ତେବେ ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି। ଏହାଦ୍ବାରା ରାଜ୍ୟରୁ ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରେ…

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା.…

ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର ଲୋକସଭା ଆସନରୁ ପ୍ରାର୍ଥିପତ୍ର ଭରିଲେ ଅପରାଜିତା ଷଡଙ୍ଗୀ । ଖୋର୍ଦ୍ଧା ଜିଲ୍ଲାପାଳ ଅଫିସରେ ନାମାଙ୍କନ ଭରିଛନ୍ତି ଅପରାଜିତା । ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପ୍ରଥମେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚିଥିଲେ ଅପରାଜିତା । ଏହାପରେ ସେ ନାମାଙ୍କନ ଦାଖଲ କରିଥିଲେ ।…

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ବିଜେପି ତରଫରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନାମାଙ୍କନ ଭରିଛନ୍ତି । ହଜାର ହଜାର ସମର୍ଥକଙ୍କ ସହ ସେ ସମ୍ବଲପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନ ଭରିଛନ୍ତି । ତାଙ୍କ ପାଇଁ ସମର୍ଥକ ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ପ୍ରଣବ ପ୍ରଣବ…

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ ସୁକାନ୍ତ ନାୟକ ଏବଂ ଖଣ୍ଡପଡ଼ାରୁ ସାବିତ୍ରୀ…

ନାମାଙ୍କନ ଭରିଲେ ମନ୍ମଥ ରାଉତରାୟ

ନାମାଙ୍କନ ଦାଖଲ କଲେ ମନ୍ମଥ ରାଉତରାୟ । ଭୁବନେଶ୍ୱର ଲୋକସଭା ଆସନରୁ ବିଜେଡି ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ମନ୍ମଥ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ନାମାଙ୍କନ ଭରିଛନ୍ତି । ତେବେ ଆଜି ସକାଳୁ କର୍ମୀଙ୍କ ଗହଳି ଭିତରେ ନାମାଙ୍କନ ଭରିବାକୁ ବାହାରିଥିଲେ ମନ୍ମଥ…

ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି

ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତିକୁ ବର୍ଷିଲା ବିଜେପି । ଓଡ଼ିଶାର ଚାଷୀ ୫ ହଜାର ଟଙ୍କା ରୋଜଗାର କରୁଥିବା ବେଳେ ପଞ୍ଜାବର ଚାଷୀ ଦେଢ଼ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି । ରାଜ୍ୟର ମାତ୍ର ୧୭ ଭାଗ ଜମିରେ ଜଳସେଚନ ହୋଇଛି । ୩ ଥର ନିର୍ବାଚନୀ ଇସ୍ତାହାରରେ ବିଜେଡ଼ି ଜଳସେଚନ ନେଇ ବଡ ବଡ଼…