ଗୋଆର ଅର୍ପୋରା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ଅର୍ପୋରା ଠାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି…

ଛାତ୍ରଛାତ୍ରୀଙ୍କ ପାଇଁ ଉପଯୁକ୍ତ ପୋଷଣ ସୁନିଶ୍ଚିତ କରିବା ଶିକ୍ଷା ସଂସ୍କାରର ଗୁରୁତ୍ୱପୂର୍ଣ୍ଣ ଆଧାର –…

ଛାତ୍ରଛାତ୍ରୀଙ୍କ ପାଇଁ ଉପଯୁକ୍ତ ପୋଷଣ ସୁନିଶ୍ଚିତ କରିବା ଶିକ୍ଷା ସଂସ୍କାରର ଗୁରୁତ୍ୱପୂର୍ଣ୍ଣ ଆଧାର - ଧର୍ମେନ୍ଦ୍ର ପ୍ରଧାନ 'ପୋଷଣ ଅଭିଯାନ' ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ତୁଳିତ ପୋଷଣ ସୁନିଶ୍ଚିତ କରିବା ଶିକ୍ଷା ସଂସ୍କାରର ଏକ ଗୁରୁତ୍ୱପୂର୍ଣ୍ଣ ଆଧାର । ଉତ୍ତମ ପୋଷଣ…

ଯାତ୍ରୀମାନଙ୍କୁ ୬୧୦ କୋଟି ଟଙ୍କା ଫେରସ୍ତ କରିଛି ଇଣ୍ଡିଗୋ

ଲଗାତାର ୬ ଦିନ ହେଲା ଇଣ୍ଡିଗୋ ସଂକଟ ଜାରି ରହିଛି । ଦେଶର ସର୍ବବୃହତ୍ତ ବିମାନ କମ୍ପାନୀ ଇଣ୍ଡିଗୋ ଆଜି (ରବିବାର) ୬୫୦ଟି ଉଡ଼ାଣ ବାତିଲ କରିଛି । ନିର୍ଦ୍ଧାରିତ ୨୩୦୦ ଘରୋଇ ଏବଂ ଅନ୍ତର୍ଜାତୀୟ ଉଡ଼ାଣ ମଧ୍ୟରୁ କମ୍ପାନୀ ୧୬୫୦ଟି ଉଡ଼ାଣ ପରିଚାଳନା କରୁଛି। ଏହି ସମୟରେ, ରବିବାର ବେସାମରିକ…

ବାରବାଟୀ ଲଢେଇ ଉପରେ ନଜର

ଟ୍ବେଣ୍ଟି-୨୦ ପାଇଁ ଶନିବାର ଉଭୟ ଦଳର ସମସ୍ତ ଖେଳାଳି ଭୁବନେଶ୍ବରରେ ପହଞ୍ଚିବେ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକାର ୫ଜଣ ଖେଳାଳି ଡୋନାଭାନ ଫେରେଇରା, ରିଜା ହେଣ୍ଡ୍ରିକ୍ସ, ଡେଭିଡ୍‌ ମିଲର, ଜର୍ଜ ଫେଡ୍ରିକ୍‌ ଲିଣ୍ଡେ, କ୍ବେନାମ ସେଗୋଫାଟ୍‌ସୋ ଗତକାଲି ଭୁବନେଶ୍ବରରେ ପହଞ୍ଚିଥିଲା ବେଳେ…

ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା

ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଲାଗିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭ ରେକର୍ଡ କରାଯାଇଛି। ଭୂମିକମ୍ପଟି ପ୍ରାୟ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା । ଭୂମିକମ୍ପ ହେବା ସମୟରେ ସ୍ତାନୀୟ ଲୋକେ ଭୟଭୀତ ହୋଇ ଘରୁ…

ହାତକୁ ଦୁଇ ହାତ ହେଲେ ଟେଲିଭିଜନ ଅଭିନେତ୍ରୀ ସାରା ଖାନ୍

ଟେଲିଭିଜନ ଅଭିନେତ୍ରୀ ସାରା ଖାନ୍ ଏବେ ହାତକୁ ଦୁଇ ହାତ ହୋଇଛନ୍ତି । ଟିଭି ସିରିଏଲ 'ବିଦାୟୀ'ର ଅଭିନେତ୍ରୀ କୋର୍ଟ ମ୍ୟାରେଜ୍ ପରେ, "ରାମାୟଣ"ରେ ଲକ୍ଷ୍ମଣ ଭୂମିକା ନିଭାଇଥିବା ସୁନୀଲ ଲାହିରୀଙ୍କ ପୁଅ କ୍ରିସ ପାଠକଙ୍କୁ ବିବାହ କରିଛନ୍ତି । ସାରାଙ୍କ ଏହି ବିବାହ ହିନ୍ଦୁ ରୀତିନୀତିରେ…

ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଊଦ୍ଧର୍‌ବ…

ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ…

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା…

୮୯ ଟି ସ୍ୱତନ୍ତ୍ର ଟ୍ରେନ୍ ସେବା ଆରମ୍ଭ କରିଛି ଭାରତୀୟ ରେଳ

ଶୀତ ଋତୁରେ ବ୍ୟାପକ ବିମାନ ବାତିଲ ଏବଂ ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ସୁଗମ ଯାତ୍ରା ସୁବିଧା ପ୍ରଦାନ କରିବା ପାଇଁ ସ୍ବତନ୍ତ୍ର ଟ୍ରେନ୍ ସେବା ଆରମ୍ଭ କରିଛି। ଆଜିଠାରୁ ବିଭିନ୍ନ ଜୋନରେ ୮୯ ଟି ସ୍ୱତନ୍ତ୍ର ଟ୍ରେନ୍ ସେବା (୧୦୦ ରୁ ଅଧିକ ଯାତ୍ରା) ଆଗାମୀ ତିନି ଦିନରେ…

ଭୁବନେଶ୍ବରରେ ଖୋଲିବ ୨ ନୂଆ ତହସିଲ ଅଫିସ୍‌

ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ ଲାଗିବା ପରେ ସରକାରଙ୍କ ପକ୍ଷରୁ ଆଉ ୨ ନୂଆ ତହସିଲ ଖୋଲିବା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକ‌ା‌ଶ ପରେ ବର୍ତ୍ତମାନ…