କଳାହାଣ୍ଡି ଓ ନୂଆପଡ଼ାରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର

ନୂଆପଡ଼ା: କଳାହାଣ୍ଡି ଜିଲ୍ଲା ଓ ନୂଆପଡ଼ା ଜିଲ୍ଲାରେ ଶନିବାର ମାରାଥନ ନିର୍ବାଚନ ପ୍ରଚାର କରିଥିଲେ ବିଜେଡି ନେତା ଭି କେ ପାଣ୍ଡିଆନ। ବିରୋଧୀଙ୍କୁ ଟାର୍ଗେଟ କରି ଶ୍ରୀ ପାଣ୍ଡିଆନ ଆହୁରି କହିଥିଲେ ଯେ ଆପଣଙ୍କ ସାଂସଦ ଗତ ୫ ବର୍ଷରେ କ’ଣ କରିଛନ୍ତି? ବିଏସ୍‌କେୱାଇ କାର୍ଯ୍ୟକ୍ରମକୁ ବନ୍ଦ…

ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ନିର୍ବା ଚନ ସମୟରେ ଧର୍ମେନ୍ଦ୍ର ପ୍ରଧାନ ଓ ରାସେଶ୍ୱରୀ ପାଣିଗ୍ରାହୀଙ୍କ ଭେଟଘାଟ୍ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ରାସେଶ୍ୱରୀ ପାଣିଗ୍ରାହୀଙ୍କ ସମର୍ଥକମାନେ ଆଗାମୀ ନିର୍ବାଚନରେ ବିଜେପିକୁ ସମର୍ଥନ କରିପାରନ୍ତି। କେନ୍ଦ୍ରମନ୍ତ୍ରୀ ତଥା  ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ…

ଭୁବନେଶ୍ବର ପୁଣି ଉତ୍ତପ୍ତ ସହର

ଭୁ‌ବନେଶ୍ବର: ଗ୍ରୀଷ୍ମ ପ୍ରବାହରେ ଏକ ସପ୍ତାହ ଧରି ସାରା ଓଡ଼ିଶା ଜଳୁଛି। ଆଜି ମଧ୍ୟ ଏଥିରୁ ନିସ୍ତାର ମିଳି ନାହିଁ। ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ବର ପୁଣି ସବୁଠୁ ଉତ୍ତପ୍ତ ସହର ହୋଇଛି। ରାଜଧାନୀରେ ତାପମାତ୍ରା ୪୩.୨ ଡିଗ୍ରି କେରର୍ଡ କରାଯାଇଛି। କେନ୍ଦୁଝରରେ ୪୨.୭, ଚାନ୍ଦବାଲିରେ…

କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ ରାହୁଲ ଗାନ୍ଧୀ

ନବୀନ ବାବୁ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଏହାର ଫାଇଦା କିଛି ଲୋକଙ୍କୁ ମିଳୁଛି। ଓଡ଼ିଶାକୁ ପାଣ୍ଡିଆନ୍ ଚଳାଉଛନ୍ତି। ଏକଥା କହି ବିଜେଡି ସରକାର ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ…

ଶସ୍ତାରେ ମିଳିବ E-ସ୍କୁଟର

ଓଲା ଇଲେକ୍ଟ୍ରିକ୍ ସ୍କୁଟରକୁ ଟକ୍କର ଦେବା ପାଇଁ ବଜାଜ୍ ଅଟୋ ଆସନ୍ତା ମାସରେ ଏହାର ଶସ୍ତା ଇଲେକ୍ଟ୍ରିକ୍ ସ୍କୁଟର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟମାନ ଥିବା ଚେତକ ଇଲେକ୍ଟ୍ରିକ୍ ସ୍କୁଟରର ଏକ ଶସ୍ତା ମଡେଲ କମ୍ପାନୀ ପ୍ରଦାନ କରିବ।ଏଥିରେ କିଛି ବୈଶିଷ୍ଟ୍ୟର ଅଭାବ ମଧ୍ୟ ଥାଇପାରେ।…

ରାସ୍ତାକଡ଼ରେ ପଖାଳ ଖାଇଲେ ପାଣ୍ଡିଆନ

ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ଭୋଧିତ କରିଥିଲେ। ରାଜ୍ୟରେ ନିର୍ବାଚନ ପ୍ରଚାର ଏବଂ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ଜଙ୍ଗଲରେ ପଖାଳ ଖାଇ ମଜା…

ଖରାଦିନେ କାହିଁକି ପିଅନ୍ତି ମାଠିଆ ପାଣି

ଗରମରେ ଥଣ୍ଡା ପାଣି ପିଇବାକୁ ମନ ହୁଏ। ଏଥିପାଇଁ ଘରେ ଲୋକେ ଫ୍ରିଜ ବ୍ୟବହାର କରିଥାନ୍ତି। ଫ୍ରିଜ ପାଣି ପାଟିକୁ ଭଲ ଲାଗିଥାଏ ହେଲେ ପେଟ ଗରମ ହୋଇଥାଏ। ଏହା ଶରୀରକୁ କ୍ଷତି ପହଞ୍ଚାଇ ଥାଏ। କିନ୍ତୁ ମାଠିଆ ପାଣି ଶରୀର ପାଇଁ ସର୍ବୋତ୍ତମ ବୋଲି ବିଶେଷଜ୍ଞମାନେ ମତ ଦେଇଥାନ୍ତି। ମାଠିଆ ପାଣି…

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ ଥର ପାଇଁ ଦୁଇଟି ଓଡ଼ିଆ ସିନେମା ଏହି ଫେଷ୍ଟିଭାଲ ନିମନ୍ତେ ମନୋନୀତ ହୋଇଥିବାରୁ ସବୁଠି ଖୁସିର ଲହରି ଖେଳିଯାଇଛି। ମେ’ ୧ରୁ ଜୁନ୍‌ ୨…

ନବାଗତଙ୍କୁ ନିଯୁକ୍ତି ଦେବ ଆଇଟି କମ୍ପାନୀ

ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ ଅନେକ ବଡ ଆଇଟି କମ୍ପାନୀ ବଜାରରେ ଥିବା ଅନିଶ୍ଚିତ ଚାହିଦା ପରିବେଶ ମଧ୍ୟରେ କ୍ୟାମ୍ପସ୍ ନିଯୁକ୍ତି କୁଣ୍ଠାବୋଧ କରୁଛନ୍ତି।କମ୍ପାନୀର ଚତୁର୍ଥ…

ରାଜସ୍ଥାନର ଅଷ୍ଟମ ବିଜୟ

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ରାଜସ୍ଥାନ ୧୯ ଓଭରରେ ୩ ଉଇକେଟ ହରାଇ ୧୯୯ ରନ୍‌…